Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
Today’s Highlight
ପାତାଳରେ ଥିଲେ ବି ଦୋଷୀଙ୍କୁ ଖୋଜି ଦଣ୍ଡବିଧାନ କରାଯିବ
ଭୁବନେଶ୍ବର: ଖୁବଶୀଘ୍ର ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଏବଂ ଗଣତି ହେବ। ଯଦି କିଛି ଗଡ଼ବଡ଼ ହୋଇଥାଏ, ଦୋଷୀକୁ ଦଣ୍ଡ ବିଧାନ କରାଯିବ ବୋଲି ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପି ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ସଭାରେ ଭାଜପାର ୨୦ ଏମ୍ପି!-->…
Read More...
Read More...
ଟି -୨୦ ବିଶ୍ୱକପରୁ କ୍ୟାରିୟର ଆରମ୍ଭ କରିଥିଲି,ଟି -୨୦ ବିଶ୍ୱକପ ଟ୍ରଫି ହାତେଇ ବିଦାୟ ନେଉଛି : ରୋହିତ ଶର୍ମା
ଶନିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ଫାଇନାଲରେ ବିଶ୍ୱକପ ଜିତିବା ପରେ ସେ ଭାରତ ଅଧିନାୟକ ରୋହିତ ଶର୍ମା ଟି -୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ।ରୋହିତ କହିଛନ୍ତି ଯେ, ସେ ଟେଷ୍ଟ ଏବଂ ଦିନିକିଆ ଫର୍ମାଟରେ ଭାରତ ପାଇଁ ଖେଳିବା ଜାରି ରଖିବେ କିନ୍ତୁ ସ୍ୱଳ୍ପ ଫର୍ମାଟରୁ ପଛକୁ!-->…
Read More...
Read More...
ମହାବୀର ପେପର ମିଲ୍ରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ
ଟିଟିଲାଗଡ଼: ପେପର ମିଲରେ ଭୟାଭୟ ଅଗ୍ନିକାଣ୍ଡ। ଟିଟିଲାଗଡ଼ ନିକଟସ୍ଥ ଚୋରମରା ଗାଁରେ ଥିବା ମହାବୀର ପେପର ମିଲ୍ରେ ଭୟଙ୍କର ନିଆଁ ଲାଗିଥିବା ଜଣାପଡିଛି। ଏହି ଘଟଣାରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡି ପାଉଁଶ ହୋଇଯାଇଛି । ରବିବାର ସକାଳୁ ଫ୍ୟାକ୍ଟ୍ରି କାର୍ଯ୍ୟ ଆରମ୍ଭ କରିବା ସମୟରେ ସର୍ଟ!-->…
Read More...
Read More...
ଦେଶ ପାଇଁ ଏହା ମୋର ଶେଷ ଟି ୨୦ : ବିରାଟ କୋହଲି
ନ୍ୟୁଜ୍ ବ୍ୟୁରୋ: ଟି ୨୦ କ୍ରିକେଟରୁ ଅବସର ଘୋଷଣା କଲେ କୋହଲି। ଟି ୨୦ ବିଶ୍ୱକପ ୨୦୨୪ ଜିତିବା ପରେ ଅନ୍ତର୍ଜାତୀୟ କ୍ରିକେଟରେ ଖେଳର ସବୁଠାରୁ ଛୋଟ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି ବିରାଟ କୋହଲି। ଦେଶ ପାଇଁ ଏହା ମୋର ଶେଷ ଟି ୨୦ ମ୍ୟାଚ୍ ଥିଲା ବୋଲି କହିଲେ କୋହଲି।
ରୋହିତ!-->!-->!-->…
Read More...
Read More...
ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ମନୋଜ ଆହୁଜା
ଭୁବନେଶ୍ବର: ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ଭାବେ ରବିବାର ଦାୟିତ୍ବ ଗ୍ରହଣ କରିଛନ୍ତି। ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ!-->…
Read More...
Read More...
ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
ନୂଆଦିଲ୍ଲୀ: ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ ଦେଶର ପରବର୍ତ୍ତୀ ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ। ଆଜି ଜେନେରାଲ ମନୋଜ ପାଣ୍ଡେଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ। ଦେଶର ୩୦ତମ ସ୍ଥଳସେନାଧ୍ୟକ୍ଷ ହେବେ ଲେପ୍ଟେନାଣ୍ଟ ଜେନେରାଲ!-->…
Read More...
Read More...
ସଡକ ଦୁର୍ଘଟଣାରେ ଟ୍ରାଫିକ କର୍ମଚାରୀଙ୍କ ମୃତ୍ୟୁ
ଭୁବନେଶ୍ବର: ନୟାପଲ୍ଲୀ ଥାନା କଳିଙ୍ଗ ଷ୍ଟାଡିୟମ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଟ୍ରାଫିକ କର୍ମଚାରୀ ମଧୁସୂଦନ କିର୍ସାରୀ ମୃତ୍ୟୁ ଘଟିଛି। ରାତିରେ ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଗାଡ଼ି ଧକ୍କାରେ ତାଙ୍କର ମୃତ୍ୟୁ ଘଟିଛି। ଶନିବାର ରାତି ପ୍ରାୟ ୧୦ଟା ସମୟରେ!-->…
Read More...
Read More...
ଟି-୨୦ ବିଶ୍ବକପ ଜିତିଲା ଭାରତ
ନୂଆଦିଲ୍ଲୀ: ଭାରତର ରୋମାଞ୍ଚକର ବିଜୟ। ଟି-ଟ୍ବେଣ୍ଟି ବିଶ୍ବକପ୍ ଚାମ୍ପିଅନ୍ ହୋଇଛି ରୋହିତ ବାହିନୀ। ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଚାମ୍ପିଅନ ହୋଇଛି। ୧୭ ବର୍ଷ ପରେ ଭାରତ ପୁଣି ଥରେ ଟି-୨୦ ବିଶ୍ବ ଚାମ୍ପିଅନ ହୋଇଛି। ଟି-ଟ୍ବେଣ୍ଟି ବିଶ୍ବକପ ଟାଇଟଲ ହାତେଇଛି ଟିମ୍ ଇଣ୍ଡିଆ।!-->…
Read More...
Read More...
ମୋଦିଙ୍କ ଜନ୍ମଦିନରେ ହେବ ସୁଭଦ୍ରା ଯୋଜନାର ଶୁଭାରମ୍ଭ
ନୂଆଦିଲ୍ଲୀ: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ। ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ହେବ ସୁଭଦ୍ରା ଟଙ୍କା ରିଲିଜ। ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ!-->…
Read More...
Read More...
୧୪ ଦିନ ନ୍ୟାୟିକ ହେପାଜତକୁ ଗଲେ କେଜ୍ରିୱାଲ
ନୂଆଦିଲ୍ଲୀ; କେଜ୍ରିୱାଲଙ୍କୁ ଲାଗିଛି ପୁଣି ଝଟକା ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଲାଗିଛି ପୁଣି ଏକ ଝଟକା କେଜ୍ରିୱାଲଙ୍କୁ ୧୪ ଦିନ ପାଇଁ ସିବିଆଇ ନ୍ୟାୟିକ ହେପାଜତକୁ ପଠାଇଛନ୍ତି ଦିଲ୍ଲୀର ରାଉଜ୍ ଆଭେନ୍ୟୁ!-->…
Read More...
Read More...