Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
Browsing Category
Today’s Highlight
ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍ ଲାଇଟ୍ : ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ବର: ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍ ଲାଇଟ୍। ଦୂର ହେବ ଟ୍ରାଫିକ ସମସ୍ୟା। ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ଏଥିପାଇଁ!-->…
Read More...
Read More...
ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରକ୍ଷା କରନ୍ତୁ : ପ୍ରତାପ କେଶରୀ ଦେବ
ଭୁବନେଶ୍ବର: କେନ୍ଦୁଝର ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ଜନସଭାକୁ ସମ୍ବୋଧିତ କରି ରଖିଥିବା ବୟାନକୁ ନେଇ ଏବେ ରାଜ୍ୟ ରାଜନୀତିରେ ତୁମ୍ବିତୋଫାନ ହୋଇଛି। ବିରୋଧୀ ଦଳରେ ଥିବାବେଳେ ତାଙ୍କୁ ଶାସକ ଦଳ ଶଙ୍ଖ ଧରିବା ପାଇଁ ବିଭିନ୍ନ ପ୍ରଲୋଭନ ଦେଖାଇଥିବା ଅଭିଯୋଗ କରିଛନ୍ତି!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ହେଲେ ଦେବୀ ପ୍ରସାଦ ମିଶ୍ର
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟରେ ଆଉ ଜଣେ ଅଫିସରଙ୍କୁ ନିଯୁକ୍ତି ମିଳିଛି । ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପସଚିବ ଦେବୀ ପ୍ରସାଦ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ଭାବେ ନିଯୁକ୍ତ କରାଯାଇଛି। ଏନେଇ ସୋମବାର ଗୃହନିର୍ମାଣ ଓ ନଗର!-->…
Read More...
Read More...
ରାସ୍ତା କଡ଼ରୁ ଶିଶୁପୁତ୍ର ଉଦ୍ଧାର
ନୂଆପଡା: ନୂଆପଡା ଜିଲ୍ଲା କୁରୁମ୍ପୁରୀ ଗାଁର ଛେଳି ମାର୍କେଟ ନିକଟସ୍ଥ ଏକ ନାଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର କରଯାଇଛି। ଶିଶୁର ବୟସ ଏକ ମାସରୁ ଦେଢମାସ ଭିତରେ ହେବ ବୋଲି ଅନୁମାନ କରାଯାଉଛି। ନାଳରୁ ଶିଶୁଟିର କାନ୍ଦ ଶୁଣି ନିକଟସ୍ଥ ଲୋକେ ଉଦ୍ଧାର କରିଥିଲେ। ପରେ ଜିଲ୍ଲା ଶିଶୁ ସୁରକ୍ଷା!-->…
Read More...
Read More...
ଓଡ଼ିଶାରେ ବଜ୍ରପାତ ଓ ଝଡ଼ ପୂର୍ବାନୁମାନ ଅଧ୍ୟୟନ ନିମନ୍ତେ ସୋଆ ଏବଂ ଆଇଆଇଟିଏମ୍ ପୁନେ ମଧ୍ୟରେ ବୁଝାମଣାର ନବୀକରଣ
ଭୁବନେଶ୍ୱର, ୨୪/୦୬: ଓଡ଼ିଶାରେ ବଜ୍ରପାତ ଓ ଝଡ଼ ପୂର୍ବାନୁମାନ ଅଧ୍ୟୟନ ନିମନ୍ତେ ମିଳିତ ଭାବରେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ପୁନେସ୍ଥିତ ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟ୍ରପିକାଲ୍ ମେଟିଓରୋଲୋଜି (ଆଇଆଇଟିଏମ୍) ମଧ୍ୟରେ ୫ ବର୍ଷ ପୂର୍ବରୁ ହୋଇଥିବା!-->…
Read More...
Read More...
ଏଥର ଅପରାହ୍ନ ୫ଟାରେ ଟଣାଯିବ ରଥ
ପୁରୀ: ଆସନ୍ତା ଜୁଲାଇ ୭ତାରିଖରେ ପଡୁଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏଥର କିନ୍ତୁ ଅପରାହ୍ନ ୫ଟାରେ ରଥ ଟଣାଯିବ। ଆଜି ଛତିଶା ନିଯୋଗ ବୈଠକ ବସିଥିବା ବେଳେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ହୋଇଛି। ୫୩ବର୍ଷ ପରେ ବିରଳ ସଂଯୋଗ ପଡ଼ିଛି। ୧୯୭୧ ପରେ ଗୋଟିଏ ଦିନରେ ପଡ଼ୁଛି ନେତ୍ରୋତ୍ସବ, ନବଯୌବନ!-->…
Read More...
Read More...
ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଜାହିର
ନ୍ୟୁଜ୍ ବ୍ୟୁରୋ: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା । ଦୀର୍ଘ ଦିନର ପ୍ରେମ ପରେ ନିଜ ପ୍ରେମିକ ତଥା ଅଭିନେତା ଜାହିର ଇକବାଲଙ୍କ ହାତ ଧରିଲେ ସୋନାକ୍ଷୀ। ଗତକାଲି (ଜୁନ ୨୩)ରେ ମୁମ୍ୱାଇରେ ଉଭୟ ପରିବାର ଏବଂ ସମ୍ପର୍କୀୟଙ୍କ ଉପସ୍ଥିତିରେ ଧୁମଧାମରେ!-->…
Read More...
Read More...
ବିଜେଡି ଇତିହାସରେ ପ୍ରଥମ : ଲୋକ ସଭାରେ ନାହାନ୍ତି କେହି ସଦସ୍ୟ
ଭୁବନେଶ୍ବର: ଲୋକ ସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ଏମ୍ପି ମାନେ ଶପଥ ଗ୍ରହଣ କରୁଛନ୍ତି। ହେଲେ ବିଜୁ ଜନତା ଦଳର ଇତିହାସରେ ପ୍ରଥମ କରି ଏକ ଘଟଣା ଘଟିଛି। ଲୋକ ସଭା ନିର୍ବାଚନରେ ଦଳର ଶୋଚନୀୟ ପରାଜୟ କାରଣରୁ ଆଜିର ଲୋକ ସଭା ଅଧିବେଶନରେ ବିଜେଡିର କେହି!-->…
Read More...
Read More...
ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍
ଭୁବନେଶ୍ବର: ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ଓଏସଆରଟିସି ବସ୍। ସମସ୍ତ ୩୧୪ ବ୍ଲକରୁ ପୁରୀକୁ ବସ୍ ଚାଲିବ ବୋଲି ପରିବହନ ମନ୍ତ୍ରୀ କହିଛନ୍ତି। ଏଥିସହ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଓଡ଼ିଶାରୁ ବସ୍ ସେବା ଆରମ୍ଭ ହେବ। ଅଯୋଧ୍ୟା, ତିରୁପତି, ମହାକାଳେଶ୍ୱର, ବାରାଣସୀ ଓ!-->…
Read More...
Read More...
ରୁଙ୍ଗଟା ମାଇନ୍ସରେ ଲୁହା ପ୍ଲେଟ ଖସି ୨ ମୃତ୍ୟୁ, ୩ ଗୁରୁତର
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ରୁଙ୍ଗଟା ଷ୍ଟିଲ ଆଣ୍ଡ ମାଇନ୍ସ କାରଖାନାରେ ଅଘଟଣ। ଲୁହା ପ୍ଲେଟ ତଳେ ଚାପି ହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ରହିଥିବା ସୂଚନା ମିଳିଛି। ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ଅନୁଗୋଳ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ!-->…
Read More...
Read More...