Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ
Browsing Category
Today’s Highlight
ବିଜେଡି ଇତିହାସରେ ପ୍ରଥମ : ଲୋକ ସଭାରେ ନାହାନ୍ତି କେହି ସଦସ୍ୟ
ଭୁବନେଶ୍ବର: ଲୋକ ସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ଏମ୍ପି ମାନେ ଶପଥ ଗ୍ରହଣ କରୁଛନ୍ତି। ହେଲେ ବିଜୁ ଜନତା ଦଳର ଇତିହାସରେ ପ୍ରଥମ କରି ଏକ ଘଟଣା ଘଟିଛି। ଲୋକ ସଭା ନିର୍ବାଚନରେ ଦଳର ଶୋଚନୀୟ ପରାଜୟ କାରଣରୁ ଆଜିର ଲୋକ ସଭା ଅଧିବେଶନରେ ବିଜେଡିର କେହି!-->…
Read More...
Read More...
ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍
ଭୁବନେଶ୍ବର: ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ଓଏସଆରଟିସି ବସ୍। ସମସ୍ତ ୩୧୪ ବ୍ଲକରୁ ପୁରୀକୁ ବସ୍ ଚାଲିବ ବୋଲି ପରିବହନ ମନ୍ତ୍ରୀ କହିଛନ୍ତି। ଏଥିସହ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଓଡ଼ିଶାରୁ ବସ୍ ସେବା ଆରମ୍ଭ ହେବ। ଅଯୋଧ୍ୟା, ତିରୁପତି, ମହାକାଳେଶ୍ୱର, ବାରାଣସୀ ଓ!-->…
Read More...
Read More...
ରୁଙ୍ଗଟା ମାଇନ୍ସରେ ଲୁହା ପ୍ଲେଟ ଖସି ୨ ମୃତ୍ୟୁ, ୩ ଗୁରୁତର
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ରୁଙ୍ଗଟା ଷ୍ଟିଲ ଆଣ୍ଡ ମାଇନ୍ସ କାରଖାନାରେ ଅଘଟଣ। ଲୁହା ପ୍ଲେଟ ତଳେ ଚାପି ହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ରହିଥିବା ସୂଚନା ମିଳିଛି। ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ଅନୁଗୋଳ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ!-->…
Read More...
Read More...
ପ୍ରତି ବ୍ଲକରେ ପ୍ରତିଷ୍ଠା ହେବ ଶୀତଳ ଭଣ୍ଡାର
ଭୁବନେଶ୍ୱର: ରାଜ୍ୟର ସବୁ ବ୍ଲକରେ ପ୍ରତିଷ୍ଠା ହେବ ଶୀତଳ ଭଣ୍ଡାର। ଆଜି ଏମିତି ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କହିଛନ୍ତି ଇସ୍ତାହାର ଅନୁଯାୟୀ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ । ମୁଖ୍ୟମନ୍ତ୍ରୀ ସେ ଉପରେ ଗୁରୁତ୍ବ ଦେଉଛନ୍ତି!-->…
Read More...
Read More...
ଶପଥ ନେଲେ ନବନିର୍ବାଚିତ ସାଂସଦଗଣ
ନୂଆଦିଲ୍ଲୀ: ୧୮ତମ ଲୋକସଭାର ଉଦଘାଟନୀ ଅଧିବେଶନ ଆରମ୍ଭ ହେବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି। ଲୋକସଭାକୁ ନିର୍ବାଚିତ ହୋଇଥିବା ସାଂସଦମାନେ ଶପଥ ଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଶପଥ ପାଠ କରାଇଛନ୍ତି ।
!-->!-->…
Read More...
Read More...
୨୭ ରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ
ଭୁବନେଶ୍ବର: ଗତ କାଲି ସମଗ୍ର ଓଡ଼ିଶା କୁ ପ୍ରବେଶ କରିସାରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ତେବେ ଏବେ ରାଜ୍ୟ ର ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟ ର ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ର ସମ୍ଭାବନା କ୍ଷୀଣ।
!-->!-->…
Read More...
Read More...
ଅଡୁଆରେ ଅଚ୍ୟୁତ ସାମନ୍ତଙ୍କ ‘କିସ୍’
ଭୁବନେଶ୍ବର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍ସ (କିସ୍)କୁ ବଡ଼ ଝଟକା। ବିଜେଡିର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତଙ୍କ ମାଲିକାନାରେ ଥିବା, ଭୁବନେଶ୍ୱରସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ସୋସିଆଲ ସାଇନସେସ୍- 'କିସ୍' କୁ ନେଇ ଅଡୁଆ ଉପୁଜିଛି। ଚନ୍ଦକା ବନ୍ୟଜନ୍ତୁ ଡିଭିଜନ ଅଧୀନରେ!-->…
Read More...
Read More...
ଗୃହପାଳିତ ପ୍ରାଣୀଙ୍କ ପାଇଁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ତୁଳସୀଡିଆ ଗାଁରେ ଆଜି ସକାଳେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୬ଟି ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୩ଟି ଗାଈ, ୨ଟି ବାଛୁରୀ ଓ ଗୋଟିଏ ବଳଦର ମୃତ୍ୟୁ ହୋଇଛି।
ଏହି ଘଟଣାରେ!-->!-->!-->…
Read More...
Read More...
ନକ୍ସଲମାନେ ବର୍ବର କାଣ୍ଡ : ଆଇଡି ବିସ୍ଫୋରଣରେ ୨ ଯବାନ ଶହୀଦ
ଛତିଶଗଡ: ଛତିଶଗଡର ନକ୍ସଲ ପ୍ରଭାବିତ ଜିଲା ସୁକମାରେ ରବିବାର ଏକ ବଡ଼ ଘଟଣା ଘଟିଛି। ଏଠାରେ ନକ୍ସଲ ଆଇଡି ବିସ୍ଫୋରଣରେ ୨ ଯବାନ ଶହୀଦ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲମାନେ କରିଥିବା ଆଇଇଡି ବ୍ଲାଷ୍ଟରେ ୨ ଜଣ ଯବାନ ସହିଦ ହୋଇଥିବା ଖବର ମିଳିଛି।
ସୁକମା ଜିଲ୍ଲା!-->!-->!-->…
Read More...
Read More...
ରାଜ୍ୟରେ ୫ ଲକ୍ଷ ଲୋକଙ୍କୁ ମିଳିବ ନୂଆ ଘର
ଭୁବନେଶ୍ୱର: ଓଡ଼ିଶାରେ କ୍ଷମତାକୁ ଆସୁଆସୁ ୧୦୦ଦିନ ଭିତରେ ସୁଭଦ୍ରା ଯୋଜନା ଲାଗୁ କରିବାକୁ ନିର୍ଦ୍ଦେଶ ଦେବା ସହିତ ପିଏମ କିଷାନ ନିଧିରେ କୃଷକଙ୍କୁ କିସ୍ତିରେ ଟଙ୍କା ପଠାଇଛନ୍ତି। ଏହି ୧୦୦ ଦିନ ଭିତରେ ରାଜ୍ୟର ହଜାର ହଜାର ମହିଳା ୫୦ହଜାର ଟଙ୍କା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା!-->…
Read More...
Read More...