Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ
Browsing Category
Today’s Highlight
୨୮ ଜୁନ ବେଳକୁ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପ
୨୮ ଜୁନ ବେଳକୁ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପ
ଭୁବନେଶ୍ବର: ଗତ କାଲି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶା ର ଆଉ କିଛି ଜିଲ୍ଲା କୁ ପ୍ରବେଶ କରିଛି। ଗତ ଜୁନ ୦୮ ରେ ମୌସୁମୀ ବାୟୁ ପ୍ରଥମେ ମାଲକାନଗିରି ଓ କୋରାପୁଟ ଜିଲ୍ଲା ର କିଛି ଅଞ୍ଚଳ କୁ ଛୁଇଁଥିଲା। ତେବେ!-->!-->!-->…
Read More...
Read More...
କେଜ୍ରିୱାଲଙ୍କ ଜାମିନ ଉପରେ ରୋକ ଲଗାଇଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ: କେଜ୍ରିୱାଲଙ୍କ ଜାମିନ ଉପରେ ରୋକ ଲଗାଇଲେ ଦିଲ୍ଲୀ ହାଇକୋର୍ଟ। ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଳୀର ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ମଞ୍ଜୁର କରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ତିହାର ଜେଲରୁ ବାହାରକୁ ବାହାରିଥାନ୍ତେ। ଦିଲ୍ଲୀ!-->…
Read More...
Read More...
ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ
ଭୁବନେଶ୍ବର: କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ। ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ ମିଳିଛି। କାଳିମାଡ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରା ବାଜି କରିଥିବା ମଧ୍ୟ ଦେଖିବାକୁ!-->…
Read More...
Read More...
ଦେଶ ବିଦେଶ ସବୁଠି ପାଳିତ ହେଉଛି ଯୋଗ
ଭୁବନେଶ୍ୱର : ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ।ସୁସ୍ଥ ଓ ଆରୋଗ୍ୟ ରହିବା ପାଇଁ ନିୟମିତ ଯୋଗ ଜରୁରୀ। ଦେଶ ବିଦେଶ ସବୁଠି ପାଳିତ ହେଉଛି ଯୋଗ ଦିବସ। ୨୦୧୫ ମସିହାଠାରୁ ଆରମ୍ଭ ହୋଇଥିବା ଯୋଗ ଦିବସ ବର୍ତ୍ତମାନ ବିଶ୍ବର ସବୁଠାରେ ଆଦୃତ!-->…
Read More...
Read More...
୬ଘଣ୍ଟା ପାଇଁ କୋହଳ ହେଲା କର୍ଫ୍ୟୁ
ବାଲେଶ୍ବର : ବାଲେଶ୍ବରରେ ଶୁକ୍ରବାର ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କୋହଳ ହେଲା କର୍ଫ୍ୟୁ। ଏହି ସମୟରେ ଆବଶ୍ୟକ ଜିନିଷପତ୍ର କିଣାକିଣି କରିପାରିବେ ଲୋକେ। କର୍ଫ୍ୟୁ କୋହଳ ନେଇ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କର୍ଫ୍ୟୁ ବଳବତ୍ତର!-->…
Read More...
Read More...
ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଆଶ୍ୱସ୍ତି। କେଜ୍ରିୱାଲଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି ରାଉଜ ଏଭେନ୍ୟୁ କୋର୍ଟ। ଦିଲ୍ଲୀ ମଦ ଦୁର୍ନୀତିରେ ଜଡ଼ିତ ଅର୍ଥ ହେରଫେର ମାମଲାରେ କେଜ୍ରିୱାଲଙ୍କୁ ମିଳିଛି ଆଶ୍ୱସ୍ତି। ୧ ଲକ୍ଷ ଟଙ୍କାର ଜମାନତ ରାଶି ଆଧାରରେ!-->…
Read More...
Read More...
ଭର୍ତ୍ତୃହରି ମହତାବ ଲୋକ ସଭାର କାମଚଳା ବାଚସ୍ପତି
ନୂଆଦିଲ୍ଲୀ: ଓଡ଼ିଶାର ବରିଷ୍ଠ ଲୋକ ସଭା ଏମପି ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ଲୋକ ସଭା ସଦସ୍ୟ କେ ସୁରେଶ, ଟି ଆର ବାଲୁ, ରାଧା ମୋହନ!-->…
Read More...
Read More...
କାୟା ବିସ୍ତାର କଲାଣି ଜଣ୍ଡିସ
ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ବ୍ୟାପିବାରେ ଲାଗିଛି ଜଣ୍ଡିସ। ଏଥିରେ ୨୫ ଜଣ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ସମ୍ବଲପୁରର କୁମ୍ଭାରପଡା ଶାଲିଆବଗିଚା, ପେନସନପଡାରେ ଏହି ଜଣ୍ଡିସ ଆକ୍ରାନ୍ତ ମାନେ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି!-->…
Read More...
Read More...
ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍
କଟକ: ପୁଣି ବାରବାଟୀରେ ଖେଳାଯିବ କ୍ରିକେଟ। ଦୀର୍ଘ ବର୍ଷ ପରେ ପୁଣି ବାରବାଟୀକୁ ଫେରୁଛି ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍। ଇଂଲଣ୍ଡ ବିପକ୍ଷ ୩ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ ବାରବାଟୀରେ ଆୟୋଜନ କରିବାକୁ ବିସିସିଆଇ ନିଷ୍ପତ୍ତି ନେଇଛି।
ସୂଚନା ଅନୁସାରେ, ୨୦୨୫ ଫେବୃଆରୀ ୯!-->!-->!-->…
Read More...
Read More...
ଡିପଥେରିଆରେ ଆଖି ବୁଜିଲେ ଆଉ ଜଣେ ଆକ୍ରାନ୍ତ
ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ମେଡିକାଲରେ ଜଣେ ଡିପଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ କୋରାପୁଟ ଜିଲ୍ଲାର ବନ୍ଧୁଗାଁ ବ୍ଲକ କୁମ୍ଭାରୀପୁଟ ଗାଁର ସୁବାରାଓ ମେଲେକାଙ୍କ ୧୦ବର୍ଷର ପୁଅ ଦିପୁନା ମେଲେକା ବୋଲି ଜଣାପଡିଛି। ଏନେଇ ସୂଚନା ଦେଲେ ମେଡିକାଲ ଅଧୀକ୍ଷକ ଡାକ୍ତର ସୁଚିତ୍ର!-->…
Read More...
Read More...