Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ
Browsing Category
Today’s Highlight
ରାଜଭବନ କର୍ମଚାରୀଙ୍କୁ ମାଡମାରିଲେ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ
ପୁରୀ: ଏଏସଓଙ୍କୁ ମାଡମାରି ଅଡୁଆରେ ରାଜ୍ୟପାଳଙ୍କ ପୁଅ ! ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ନାଁରେ ସାଂଘାତିକ ଅଭିଯୋଗ । ରାଜଭବନ କର୍ମଚାରୀ ଡ୍ୟୁଟିରେ ଥିବା ସମୟରେ ତାଙ୍କୁ ମାଡ଼ ମାରିବା ସହ ଗାଳି ଗୁଳଜ କରିଥିବା ଅଭିଯୋଗ ସାମ୍ନାକୁ ଆସିଛି । ଏନେଇ ରାଜ୍ୟପାଳ ଓ ରାଜ୍ୟପାଳଙ୍କ!-->…
Read More...
Read More...
ସପ୍ତମ ବାଟାଲିୟନ ଭିତରେ ସିପାହୀଙ୍କ ଝୁଲନ୍ତା ମୃତଦେହ
ଭୁବନେଶ୍ୱର: ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ବୁଧବାର ଜବତ ହୋଇଛି। ମୃତ ଯବାନ ଜଣଙ୍କ ହେଲେ ଦୁର୍ଯ୍ୟୋଧନ ମହାନ୍ତି। ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।ଦୁର୍ଯ୍ୟୋଧନ୨୦୦୨ ବ୍ୟାଚର ସିପାହୀ ଥିଲେ ।ଭୁବନେଶ୍ୱର ସପ୍ତମ!-->…
Read More...
Read More...
ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ସଭାପତି ହେଲେ ସମୀର ଦେ
କଟକ: ଫୁଟବଲ ଆସୋସିଏସନ ଅଫ୍ ଓଡ଼ିଶା (ଫାଓ)ର ସଭାପତି ଭାବେ ନିଯୁକ୍ତ ହେଲେ ସମୀର ଦେ ।ଏହା ପୂର୍ବରୁ ପୂର୍ବରୁ ବିଜେଡି ନେତା ଦେବାଶିଷ ସାମନ୍ତରାୟ ସଭାପତି ଥିଲେ। କୌଣସି ପ୍ରତିଦ୍ୱନ୍ଦୀ ନଥିବାରୁ ନିର୍ବାଚନ ପୂର୍ବରୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ସମୀର ଦେ । ଏହା ସହିତ ସମ୍ପାଦକ ଭାବେ!-->…
Read More...
Read More...
ବାପାର ବୋମା ମାଡ଼ରେ ପୁଅର ମୃତ୍ୟୁ
ଖୋର୍ଦ୍ଧା: ବାପାର ବୋମା ମାଡ଼ରେ ସାନ ପୁଅର ମୃତ୍ୟୁ। ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟସିଂହ!-->…
Read More...
Read More...
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହେଲେ ଅରବିନ୍ଦ ପାଢ଼ୀ
ଭୁବନେଶ୍ବର: ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ବିକ୍ରମ ଯାଦବଙ୍କୁ ଏହି ପଦରୁ ହଟାଇ ୧୯୯୬ ବ୍ୟାଚର ଆଇଏଏସ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ସରକାର। ଆଇନ ବିଭାଗ ତରଫରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।!-->…
Read More...
Read More...
ନିଟ୍ ପେପର ଲିକର ମାଷ୍ଟର ମାଇଣ୍ଡ ଗିରଫ
ବିହାର: ସିବିଆଇ କବଜାରେ ନିଟ୍ ପେପର ଲିକର ମାଷ୍ଟର ମାଇଣ୍ଡ । ଏନ୍ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍ର କିଙ୍ଗ୍ପିନ୍ଙ୍କୁ ସିବିଆଇ ପାଟନା ନିକଟରୁ ଗିରଫ କରିଛି। ନାଳନ୍ଦାର ରାକେଶ ରଞ୍ଜନ ଓରଫ ରକି ପ୍ରଶ୍ନପତ୍ର ଲିକ୍ ଘଟଣାର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଛି। ସିବିଆଇ ତାଙ୍କୁ ଗୁରୁବାର!-->…
Read More...
Read More...
ସାଉଦି ବିମାନରେ ଲାଗିଲା ନିଆଁ
ପାକିସ୍ତାନ: ପାକିସ୍ତାନର ପେଶାୱାର ବିମାନବନ୍ଦରରେ ସାଉଦି ଏୟାରଲାଇନ୍ସର ବିମାନ ନମ୍ବର ଏସଭି-୭୯୨ ଗୁରୁବାର ଅଗ୍ନିକାଣ୍ଡ ଘଟିଛି । ଏହି ବିମାନଟି ସାଉଦି ଆରବର ରାଜଧାନୀ ରିୟାଦରୁ ପେଶାୱାର ଆସିଥିଲା।ସୂଚନା ଅନୁଯାୟୀ, ବିମାନର ଲ୍ୟାଣ୍ଡିଂ ଗିଅରରେ କୌଣସି କାରଣବଶତଃ ଧୂଆଁ ବାହାରୁଥିବା!-->…
Read More...
Read More...
ମଗଜି ଲଡୁକୁ ମିଳିଲା ଜିଆଇ ଟ୍ୟାଗ
ଢେଙ୍କାନାଳ: ଢେଙ୍କାନାଳ ମଗଜି ଲଡୁକୁ ମିଳିଛି ଜିଆଇ ଟ୍ୟାଗ । ମିଠା ପ୍ରେମୀଙ୍କ ପାଇଁ ଖୁସି ଖବର। ଶହ ଶହ ବର୍ଷ ପୂର୍ବରୁ କ୍ଷୀର ଛେନାରୁ ନିର୍ମିତ ମଗଜି ଲଡୁକୁ ଜିଆଇ ଟ୍ୟାଗ ମିଳିଲା ପରେ ଢେଙ୍କାନାଳବାସୀଙ୍କ ଦୀର୍ଘ ବର୍ଷର ସ୍ୱପ୍ନ ପୂରଣ ହୋଇଛି । ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର!-->…
Read More...
Read More...
ଏବେ ଅଗ୍ନିବୀରଙ୍କୁ କେନ୍ଦ୍ରୀୟ ପୋଲିସ ଫୋର୍ସରେ ମିଳିବ ଚାକିରି
ନୂଆଦିଲ୍ଲୀ: ଅଗ୍ନିବୀର କର୍ମଚାରୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି ସରକାର । ଅଗ୍ନିପଥ ଯୋଜନାକୁ ନେଇ ଗତ କିଛି ଦିନ ଧରି ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି । ସରକାର ଏହି ଯୋଜନାରେ ପରିବର୍ତ୍ତନ କରିଛନ୍ତି। ପୂର୍ବତନ ଅଗ୍ନିବୀର କର୍ମଚାରୀଙ୍କ ପାଇଁ!-->…
Read More...
Read More...
ବଡ଼ ଠାକୁର ଖସି ପଡିବ ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଏତଲା
ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ ଏତଲା । ପହଣ୍ଡି ଘଟଣା ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ କ୍ୟାପିଟାଲ ଥାନାରେ ୫ ଆଇନଜୀବୀ ଏତଲା ଦେଇଛନ୍ତି।!-->…
Read More...
Read More...