Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଆଶ୍ୱସ୍ତି। କେଜ୍ରିୱାଲଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି ରାଉଜ ଏଭେନ୍ୟୁ କୋର୍ଟ। ଦିଲ୍ଲୀ ମଦ ଦୁର୍ନୀତିରେ ଜଡ଼ିତ ଅର୍ଥ ହେରଫେର ମାମଲାରେ କେଜ୍ରିୱାଲଙ୍କୁ ମିଳିଛି ଆଶ୍ୱସ୍ତି। ୧ ଲକ୍ଷ ଟଙ୍କାର ଜମାନତ ରାଶି ଆଧାରରେ!-->…
Read More...
Read More...
ଭର୍ତ୍ତୃହରି ମହତାବ ଲୋକ ସଭାର କାମଚଳା ବାଚସ୍ପତି
ନୂଆଦିଲ୍ଲୀ: ଓଡ଼ିଶାର ବରିଷ୍ଠ ଲୋକ ସଭା ଏମପି ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ଲୋକ ସଭା ସଦସ୍ୟ କେ ସୁରେଶ, ଟି ଆର ବାଲୁ, ରାଧା ମୋହନ!-->…
Read More...
Read More...
କାୟା ବିସ୍ତାର କଲାଣି ଜଣ୍ଡିସ
ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ବ୍ୟାପିବାରେ ଲାଗିଛି ଜଣ୍ଡିସ। ଏଥିରେ ୨୫ ଜଣ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ସମ୍ବଲପୁରର କୁମ୍ଭାରପଡା ଶାଲିଆବଗିଚା, ପେନସନପଡାରେ ଏହି ଜଣ୍ଡିସ ଆକ୍ରାନ୍ତ ମାନେ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି!-->…
Read More...
Read More...
ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍
କଟକ: ପୁଣି ବାରବାଟୀରେ ଖେଳାଯିବ କ୍ରିକେଟ। ଦୀର୍ଘ ବର୍ଷ ପରେ ପୁଣି ବାରବାଟୀକୁ ଫେରୁଛି ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍। ଇଂଲଣ୍ଡ ବିପକ୍ଷ ୩ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ ବାରବାଟୀରେ ଆୟୋଜନ କରିବାକୁ ବିସିସିଆଇ ନିଷ୍ପତ୍ତି ନେଇଛି।
ସୂଚନା ଅନୁସାରେ, ୨୦୨୫ ଫେବୃଆରୀ ୯!-->!-->!-->…
Read More...
Read More...
ଡିପଥେରିଆରେ ଆଖି ବୁଜିଲେ ଆଉ ଜଣେ ଆକ୍ରାନ୍ତ
ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ମେଡିକାଲରେ ଜଣେ ଡିପଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ କୋରାପୁଟ ଜିଲ୍ଲାର ବନ୍ଧୁଗାଁ ବ୍ଲକ କୁମ୍ଭାରୀପୁଟ ଗାଁର ସୁବାରାଓ ମେଲେକାଙ୍କ ୧୦ବର୍ଷର ପୁଅ ଦିପୁନା ମେଲେକା ବୋଲି ଜଣାପଡିଛି। ଏନେଇ ସୂଚନା ଦେଲେ ମେଡିକାଲ ଅଧୀକ୍ଷକ ଡାକ୍ତର ସୁଚିତ୍ର!-->…
Read More...
Read More...
ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍
ଭୁବନେଶ୍ୱର; ଭୁବନେଶ୍ୱରରେ ଖୋଲିବାକୁ ଯାଉଛି ଚାଉଳ ଏଟିଏମ୍। ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ଏଟିଏମ୍ ଖୋଲିବ।!-->…
Read More...
Read More...
ଅନୁଭବ ମହାନ୍ତିଙ୍କ ବିରୋଧରେ ଚାର୍ଜଫ୍ରେମ୍
କଟକ: ଅଭିନେତା ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଗୁରୁବାର ଚାର୍ଜଫ୍ରେମ୍ ଦାଖଲ କରାଯାଇଛି। କଟକ ଜେଏମ୍ଏଫ୍ସି କୋର୍ଟରେ ଅନୁଭବ ହାଜର ପରେ ଚାର୍ଜଫ୍ରେମ କରାଯାଇଛି। ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍ ଦାଖଲ ହୋଇଛି। ବର୍ଷାଙ୍କୁ ନିର୍ଯାତନା ନେଇ ପୁରୀଘାଟ!-->…
Read More...
Read More...
ତାମିଲନାଡୁରେ ମଦମୃତ୍ୟୁ ସଂଖ୍ୟା ୩୪ ବୃଦ୍ଧି
ତାମିଲନାଡ; ତାମିଲନାଡୁରେ କାଲାକୁରିଚି ଜିଲ୍ଲାରେ ମଦମୃତ୍ୟୁ ସଂଖ୍ୟା ବଢି ଚାଲିଛି। ବିଷାକ୍ତ ମଦ ପିଇ ବର୍ତ୍ତମାନ ସୁଦ୍ଧା ୩୪ ଜଣକର ମୃତ୍ୟୁ ହୋଇଥିବା ବେଳେ ୮୮ ରୁ ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୨୦ ଜଣ ଆଇସିୟୁରେ ଭର୍ତ୍ତି ହୋଇଥିବା ବେଳେ 6 ଜଣଙ୍କ ଅବସ୍ଥା ଗୁରୁତର ରହିଛି।!-->…
Read More...
Read More...
ଆସନ୍ତାକାଲି ସକାଳୁଆ ଖୋଲିବ ସ୍କୁଲ
ଗୋଟିଏ ଦିନ ପାଇଁ ବଢ଼ିଲା ସକାଳୁଆ ସ୍କୁଲ। କାଲି ସକାଳ ୬ଟା ୩୦ରୁ ଦିନ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ଖରା ଓ ଗୁଳୁଗୁଳିକୁ ଦେଖି ଆଉ ଦିନକ ପାଇଁ ସକାଳୁଆ ସ୍କୁଲ ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆସନ୍ତା ୨୨ ତାରିଖ ଠାରୁ ସମସ୍ତ ସ୍କୁଲ ସ୍ୱାଭାବିକ ଭାବେ ଚାଲିବେ।
!-->!-->!-->…
Read More...
Read More...
ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣାରେ ଜେଇଙ୍କୁ କାରଣ ଦର୍ଶାଅ ନୋଟିସ ଜାରି
ଭୁବନେଶ୍ବର: ମୁକୁଳା ଡ୍ରେନରେ ଭାସି ଯାଇ ନାବାଳକ ମୃତ୍ୟୁ ଘଟଣାକୁ ନେଇ ଏବେ ପୂରା ତତ୍ପରତା ଦେଖାଇଛନ୍ତି ବିଭାଗୀୟ ମନ୍ତ୍ରୀ।। ଜୋରଦାର ଚଲାଇଛନ୍ତି ତନାଘନା। ସହରରେ କେତେ ମୁକୁଳା ଡ୍ରେନ ଅଛି, ଡ୍ରେନଗୁଡିକର ଅବସ୍ଥା କ’ଣ ଓ କେତେ କାମ ବାକି ଅଛି, ଏନେଇ ଘଟଣାସ୍ଥଳ ପରିଦର୍ଶନ କରି ନିଜର!-->…
Read More...
Read More...