Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
Today’s Highlight
ଗୃହପାଳିତ ପ୍ରାଣୀଙ୍କ ପାଇଁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ତୁଳସୀଡିଆ ଗାଁରେ ଆଜି ସକାଳେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୬ଟି ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୩ଟି ଗାଈ, ୨ଟି ବାଛୁରୀ ଓ ଗୋଟିଏ ବଳଦର ମୃତ୍ୟୁ ହୋଇଛି।
ଏହି ଘଟଣାରେ!-->!-->!-->…
Read More...
Read More...
ନକ୍ସଲମାନେ ବର୍ବର କାଣ୍ଡ : ଆଇଡି ବିସ୍ଫୋରଣରେ ୨ ଯବାନ ଶହୀଦ
ଛତିଶଗଡ: ଛତିଶଗଡର ନକ୍ସଲ ପ୍ରଭାବିତ ଜିଲା ସୁକମାରେ ରବିବାର ଏକ ବଡ଼ ଘଟଣା ଘଟିଛି। ଏଠାରେ ନକ୍ସଲ ଆଇଡି ବିସ୍ଫୋରଣରେ ୨ ଯବାନ ଶହୀଦ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲମାନେ କରିଥିବା ଆଇଇଡି ବ୍ଲାଷ୍ଟରେ ୨ ଜଣ ଯବାନ ସହିଦ ହୋଇଥିବା ଖବର ମିଳିଛି।
ସୁକମା ଜିଲ୍ଲା!-->!-->!-->…
Read More...
Read More...
ରାଜ୍ୟରେ ୫ ଲକ୍ଷ ଲୋକଙ୍କୁ ମିଳିବ ନୂଆ ଘର
ଭୁବନେଶ୍ୱର: ଓଡ଼ିଶାରେ କ୍ଷମତାକୁ ଆସୁଆସୁ ୧୦୦ଦିନ ଭିତରେ ସୁଭଦ୍ରା ଯୋଜନା ଲାଗୁ କରିବାକୁ ନିର୍ଦ୍ଦେଶ ଦେବା ସହିତ ପିଏମ କିଷାନ ନିଧିରେ କୃଷକଙ୍କୁ କିସ୍ତିରେ ଟଙ୍କା ପଠାଇଛନ୍ତି। ଏହି ୧୦୦ ଦିନ ଭିତରେ ରାଜ୍ୟର ହଜାର ହଜାର ମହିଳା ୫୦ହଜାର ଟଙ୍କା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା!-->…
Read More...
Read More...
ସରକାରୀ କର୍ମଚାରୀଙ୍କୁ ସରୋଗେସି ମାତୃତ୍ୱ କ୍ଷେତ୍ରରେ ବି ମିଳିବ ୧୮୦ ଦିନର ଛୁଟି
ନୂଆଦିଲ୍ଲୀ: ସରକାରୀ କର୍ମଚାରୀଙ୍କ ପାଇଁ ଭାରତ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ସରୋଗେସି ଏବଂ ମାତୃତ୍ୱ ଛୁଟି ନିୟମ ସଂଶୋଧନ କରାଯାଇଛି । ଏଣିକି କେନ୍ଦ୍ର ସରକାରଙ୍କ ନିକଟରେ ଚାକିରୀ କରୁଥିବା ମହିଳା ମାନେ ସରୋଗେସି କିମ୍ବା ଶିଶୁ ଗ୍ରହଣ କଲେ ସେମାନଙ୍କୁ ୧୮୦ ଦିନର!-->…
Read More...
Read More...
ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅରବିନ୍ଦ କେଜ୍ରିୱାଲ
ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟଙ୍କ ରହିତାଦେଶ ବିରୋଧରେ ଫେରାଦ ହେଲେ କେଜ୍ରିୱାଲ। ଟ୍ରାଏଲ କୋର୍ଟଙ୍କ ଜାମିନ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି। ଜାମିନ ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି ପିଟିସନ୍ ଦାଖଲ କଲେ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀର ମଦ ଘୋଟଲା ମାମଲାରେ ଜେଲରେ ଥିବା!-->…
Read More...
Read More...
ତାରିଣୀ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର: ମୁଖମନ୍ତ୍ରୀ ମୋହନ ଚରଣ ମାଝି ରବିବାର କେନ୍ଦୁଝର ଗସ୍ତରେ ଆସିଥିବା ବେଳେ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରିବା ସହ ଏହାର ଚତୁଃପାର୍ଶ୍ୱ ବୁଲି ଦେଖିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଘଟଗାଁ ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି!-->…
Read More...
Read More...
ମାୟାବତୀଙ୍କ ଉତ୍ତରାଧିକାରୀ ଆକାଶ ଆନନ୍ଦ
ଲକ୍ଷ୍ନୋ: ଲୋକ ସଭା ନିର୍ବାଚନରେ ପରାଜୟ ପରେ ବହୁଜନ ସମାଜ ପାର୍ଟି(ବିଏସ୍ପି)ର ସୁପ୍ରିମୋ ମାୟାବତୀ ଏକ ବଡ଼ ଘୋଷଣା କରିଛନ୍ତି। ସେ ପୁଣି ଥରେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ଉତ୍ତରାଧିକାରୀ ଭାବେ ଶନିବାର ଘୋଷଣା କରିଛନ୍ତି। କୁହାଯାଉଛି କି, ଖୁବଶୀଘ୍ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପଦ!-->…
Read More...
Read More...
ଜିଏସଟି ପରିସରଭୁକ୍ତ ହୋଇପାରେ ପେଟ୍ରୋଲ, ଡିଜେଲ
ପେଟ୍ରୋଲ ଏବଂ ଡିଜେଲ ସମେତ ତୈଳଜାତ ଉତ୍ପାଦଗୁଡ଼ିକ ଖୁବଶୀଘ୍ର ଜିଏସଟି ପରିସରଭୁକ୍ତ ହୋଇପାରେ। କାରଣ କେନ୍ଦ୍ର ସରକାର ଏ ନେଇ ସବୁଜ ସଙ୍କେତ ଦେଇଛନ୍ତି ଏବଂ ଏ ସମ୍ପର୍କିତ ଅବଶିଷ୍ଟ ନିଷ୍ପତ୍ତି ରାଜ୍ୟଗୁଡ଼ିକ ଉପରେ ଛାଡ଼ିଛନ୍ତି। ପେଟ୍ରୋଲ ଏବଂ ଡିଜେଲକୁ ଜିଏସ୍ଟି ପରିସରକୁ ଆଣିବା ପାଇଁ!-->…
Read More...
Read More...
ପ୍ଲାଟଫର୍ମ ଟିକେଟରେ ଲାଗୁ ହେବନି ଜିଏସଟି
ନୁଆଦିଲ୍ଲୀ: ଜିଏସଟି କାଉନସିଲର ୫୩ତମ ବୈଠକ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅନେକ ବଡ ଘୋଷଣା କରିଛନ୍ତି । ବୈଠକରେ ଅନେକ ଦ୍ରବ୍ୟ ଏବଂ ସେବା ଉପରୁ କର ହ୍ରାସ କରିଛନ୍ତି। ବୈଠକରେ ଭାରତୀୟ ରେଳବାଇ ଦ୍ୱାରା ପ୍ରଦାନ କରାଯାଇଥିବା ସେବା ଉପରେ ଟିକସ ଛାଡ ଏବଂ ନକଲି ଇନଭଏସ୍!-->…
Read More...
Read More...
ବିଷାକ୍ତ ମଦମୃତ୍ୟୁ ଘଟଣାରେ ମୃତ୍ୟୁ ସଂଖ୍ୟା ୫୩କୁ ବୃଦ୍ଧି
ତାମିଲନାଡୁ: ତାମିଲନାଡୁ କଲ୍ଲାକୁରିଚି ଜିଲ୍ଲାରେ ମଦମୃତ୍ୟୁ ଘଟଣାରେ ମୃତ୍ୟୁ ସଂଖ୍ୟା ୫୩କୁ ବୃଦ୍ଧି ପାଇଛି। କାଲ୍ଲାକୁରୁଚିରେ ଘଟିଥିବା ଦୁଃଖଦ ଘଟଣାକୁ ନେଇ ସାରା ଅଞ୍ଚଳରେ ଖେଳିଯାଇଛି ଶୋକ। ଏହାକୁ ନେଇ ରାଜ୍ୟ ଅବକାରୀ ମନ୍ତ୍ରୀ ଏସ. ମୁଥୁସ୍ୱାମୀଙ୍କ ଇସ୍ତଫା ଦାବି କରିଛି ବିଜେପି। ଶାସକ!-->…
Read More...
Read More...