ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category

Today’s Highlight

ଟାଇମ୍ସ ନାଓ ବିଜିନେସ୍ ଏକ୍ସଲେନ୍ସ ଆୱାର୍ଡ : ସୋଆକୁ ୭ଟି ସମ୍ମାନ ପ୍ରଦାନ

ସୋଆ ପରିଚାଳିତ ଆଇଟିଇଆର୍ ଓ ଆଇବିସିଏସ୍ ପୂର୍ବ ଭାରତର ସର୍ବଶ୍ରେଷ୍ଠ ଇଞ୍ଜିନିୟରିଂ ଓ ମ୍ୟାନେଜମେଂଟ କଲେଜ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲର ୫ଟି ବିଭାଗ ଓଡ଼ିଶାରେ ଏକ ନମ୍ବର ଭୁବନେଶ୍ୱର, ଜୁନ୍ ୨୨: ପୂର୍ବ ଭାରତର ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଓ ମ୍ୟାନେଜମେଂଟ କଲେଜ ଭାବେ ଶିକ୍ଷା
Read More...

ଅଫିସ ଡେରିରେ ଆସିଲେ କଟିବ ଦରମା

ନୂଆଦିଲ୍ଲୀ: ଏଣିକି ଡେରିରେ ବା କିଛି ସମୟ ବିଳମ୍ବରେ ଅଫିସରେ ପହଞ୍ଚିଲେ କଟିବ ଦରମା। ପୁରା ଅଧାଦିନର ଦରମା କାଟିଦେବେ ସରକାର। ୯ ଟାରୁ ୯ ଟା ୧୫ ଭିତରେ ନ ପହଁଞ୍ଚିଲେ କଟିଯିବ ଅଧାଦିନର ଦରମା ।ଏଣିକି ବିଳମ୍ବରେ ଅଫିସ ଆସିଲେ ଫସିବେ ସରକାରୀ କର୍ମଚାରୀ। କର୍ମଚାରୀଙ୍କ ଉପରେ ନିଆଯିବ କଡ଼ା
Read More...

ବାଣ ଗୋଦାମରେ ବିସ୍ଫୋରଣ, ବ୍ୟବସାୟୀ ଜୀବନ୍ତ ଦଗ୍ଧ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ମହୁଲପାଟଣା ଗାଁରେ ଶନିବାର ଅପରାହ୍ନ ୨ଟା ୧୫ମିନିଟ ସମୟରେ ଇଲେକ୍ଟ୍ରି ସର୍ଟସର୍କିଟରୁ ବାଣଗୋଦାମରେ ବିସ୍ଫୋରଣ ଘଟି ଜନୈକ ବ୍ୟକ୍ତି ଜୀବନ୍ତ ଦଗ୍ଧ ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ଗ୍ରାମର ସ୍ୱର୍ଗତ ବଂଶୀଧର ପଲେଇଙ୍କ ପୁଅ ବାଦଲ ଓରଫ
Read More...

ଜମି ବାଡ଼ି ପାଇଁ ମା’-ବାପାଙ୍କୁ ନୃଶଂସ ଭାବେ ହତ୍ୟା କଲା ପୁଅ

ବାଲେଶ୍ବର: ସାମାନ୍ୟ କିଛି ଟଙ୍କା ପାଇଁ ବୃଦ୍ଧ ବାପାମା’ଙ୍କୁ ମାରି ପୋତି ଦେଲା ନୃଶଂସ ପୁଅ। ବାଲେଶ୍ୱର ଜିଲା ସିମୁଳିଆ ଥାନା ଗରସଙ୍ଗ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜନ୍ମ କଲା ପୁଅ ମା’-ବାପାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରି ମାଟିରେ ପୋତି ଦେଇଥିବା ଘଟଣା ସାମ୍‌ନାକୁ ଆସିଛି।
Read More...

ରତ୍ନବେଦି ଛାଡ଼ି ସ୍ନାନବେଦିରେ ଦାରୁଦିଅଁ

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ। ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା
Read More...

ହାଇକୋର୍ଟ ଗଲେ ଦିଲୀପ ରାୟ

ଭୁବନେଶ୍ବର: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବରିଷ୍ଠ ଭାଜପା ନେତା ଦିଲ୍ଲୀପ ରାୟ। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ଦାୟର କଲେ ମାମଲା। ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପ କୋର୍ଟରେ ଦାବି କରିଛନ୍ତି। ସୂଚନାଥାଉ କି, ରାଉରକେଲା ବିଜେଡି ବିଧାୟକ ଶାରଦାଙ୍କ ବିଧାୟକ
Read More...

ନିଟ୍ ଦୁର୍ନୀତି ମାମଲାରେ ମୁଁହ ଖୋଲିଲେ ତେଜସ୍ୱୀ ଯାଦବ

ନ୍ୟୁଜ୍ ବ୍ୟୁରୋ: ନିଟ୍-ୟୁଜି ୨୦୨୪ ପରୀକ୍ଷା ପରିଚାଳନାରେ ପ୍ରଶ୍ନପତ୍ର ଲିକ୍ ଓ ଦୁର୍ନୀତି ମାମଲାର ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ୱୀ ଯାଦବଙ୍କ ସହଯୋଗୀଙ୍କ ହାତ ରହିଛି ବୋଲି ବିଜୟ କୁମାର ଅଭିଯୋଗ ଆଣିବା ପରେ ଏବେ ମୁହଁ ଖୋଲିଛନ୍ତି ତେଜସ୍ୱୀ ଯାଦବ।ତାଙ୍କର ସରକାରୀ
Read More...

ଉତ୍କଳ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ: ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର: ଜୁନ ୨୧ରେ ଅର୍ନ୍ତଜାତୀୟ ଯୋଗ ଦିବସ ବଡ ଘୋଷଣା କରିଛନ୍ତି କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି ଯେ, ଖୁବ ଶୀଘ୍ର ଉତ୍କଳ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ । କୌଣସି କାରଣ ପାଇଁ ଦୀର୍ଘଦିନ ହେବ ବନ୍ଦ ରହିଛି ବିଭାଗ । ସୁସ୍ଥ ଶରୀର ପାଇଁ
Read More...

ଦେବସ୍ନାନ ପୂର୍ଣ୍ଣମୀ ପାଇଁ କଣ ରହିଛି ଆଇନଶୃଙ୍ଖଳା ବ୍ୟବସ୍ଥା ?

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା ତଥା ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ
Read More...

୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡିଶା

ଭୁବନେଶ୍ବର: ହକି କୁ ନେଇ ସରକାରଙ୍କ ବଡ ଘୋଷଣା। ୨୦୩୬ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଏନେଇ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ୨୦୩୩ରୁ ୨୦୩୬ ପର୍ଯ୍ୟନ୍ତ ପ୍ରାୟୋଜକ ଅବଧି ବୃଦ୍ଧି ନେଇ ସୂଚନା ମିଳିଛି। ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ଓଡ଼ିଶା। ଆଜି
Read More...