ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category

Today’s Highlight

କାୟା ବିସ୍ତାର କଲାଣି ଜଣ୍ଡିସ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ବ୍ୟାପିବାରେ ଲାଗିଛି ଜଣ୍ଡିସ। ଏଥିରେ ୨୫ ଜଣ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ସମ୍ବଲପୁରର କୁମ୍ଭାରପଡା ଶାଲିଆବଗିଚା, ପେନସନପଡାରେ ଏହି ଜଣ୍ଡିସ ଆକ୍ରାନ୍ତ ମାନେ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି
Read More...

ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍‌

କଟକ: ପୁଣି ବାରବାଟୀରେ ଖେଳାଯିବ କ୍ରିକେଟ। ଦୀର୍ଘ ବର୍ଷ ପରେ ପୁଣି ବାରବାଟୀକୁ ଫେରୁଛି ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍। ଇଂଲଣ୍ଡ ବିପକ୍ଷ ୩ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ବାରବାଟୀରେ ଆୟୋଜନ କରିବାକୁ ବିସିସିଆଇ ନିଷ୍ପତ୍ତି ନେଇଛି। ସୂଚନା ଅନୁସାରେ, ୨୦୨୫ ଫେବୃଆରୀ ୯
Read More...

ଡିପଥେରିଆରେ ଆଖି ବୁଜିଲେ ଆଉ ଜଣେ ଆକ୍ରାନ୍ତ

ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ମେଡିକାଲରେ ଜଣେ ଡିପଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ କୋରାପୁଟ ଜିଲ୍ଲାର ବନ୍ଧୁଗାଁ ବ୍ଲକ କୁମ୍ଭାରୀପୁଟ ଗାଁର ସୁବାରାଓ ମେଲେକାଙ୍କ ୧୦ବର୍ଷର ପୁଅ ଦିପୁନା ମେଲେକା ବୋଲି ଜଣାପଡିଛି। ଏନେଇ ସୂଚନା ଦେଲେ ମେଡିକାଲ ଅଧୀକ୍ଷକ ଡାକ୍ତର ସୁଚିତ୍ର
Read More...

ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌

ଭୁବନେଶ୍ୱର; ଭୁବନେଶ୍ୱରରେ ଖୋଲିବାକୁ ଯାଉଛି ଚାଉଳ ଏଟିଏମ୍‌। ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ଏଟିଏମ୍‌ ଖୋଲିବ।
Read More...

ଅନୁଭବ ମହାନ୍ତିଙ୍କ ବିରୋଧରେ ଚାର୍ଜଫ୍ରେମ୍

କଟକ: ଅଭିନେତା ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଗୁରୁବାର ଚାର୍ଜଫ୍ରେମ୍‌ ଦାଖଲ କରାଯାଇଛି। କଟକ ଜେଏମ୍‌ଏଫ୍‌ସି କୋର୍ଟରେ ଅନୁଭବ ହାଜର ପରେ ଚାର୍ଜଫ୍ରେମ କରାଯାଇଛି। ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍‌ ଦାଖଲ ହୋଇଛି। ବର୍ଷାଙ୍କୁ ନିର୍ଯାତନା ନେଇ ପୁରୀଘାଟ
Read More...

ତାମିଲନାଡୁରେ ମଦମୃତ୍ୟୁ ସଂଖ୍ୟା ୩୪ ବୃଦ୍ଧି

ତାମିଲନାଡ; ତାମିଲନାଡୁରେ କାଲାକୁରିଚି ଜିଲ୍ଲାରେ ମଦମୃତ୍ୟୁ ସଂଖ୍ୟା ବଢି ଚାଲିଛି। ବିଷାକ୍ତ ମଦ ପିଇ ବର୍ତ୍ତମାନ ସୁଦ୍ଧା ୩୪ ଜଣକର ମୃତ୍ୟୁ ହୋଇଥିବା ବେଳେ ୮୮ ରୁ ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୨୦ ଜଣ ଆଇସିୟୁରେ ଭର୍ତ୍ତି ହୋଇଥିବା ବେଳେ 6 ଜଣଙ୍କ ଅବସ୍ଥା ଗୁରୁତର ରହିଛି।
Read More...

ଆସନ୍ତାକାଲି ସକାଳୁଆ ଖୋଲିବ ସ୍କୁଲ

ଗୋଟିଏ ଦିନ ପାଇଁ ବଢ଼ିଲା ସକାଳୁଆ ସ୍କୁଲ। କାଲି ସକାଳ ୬ଟା ୩୦ରୁ ଦିନ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ଖରା ଓ ଗୁଳୁଗୁଳିକୁ ଦେଖି ଆଉ ଦିନକ ପାଇଁ ସକାଳୁଆ ସ୍କୁଲ ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆସନ୍ତା ୨୨ ତାରିଖ ଠାରୁ ସମସ୍ତ ସ୍କୁଲ ସ୍ୱାଭାବିକ ଭାବେ ଚାଲିବେ।
Read More...

ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣାରେ ଜେଇଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

ଭୁବନେଶ୍ବର: ମୁକୁଳା ଡ୍ରେନରେ ଭାସି ଯାଇ ନାବାଳକ ମୃତ୍ୟୁ ଘଟଣାକୁ ନେଇ ଏବେ ପୂରା ତତ୍ପରତା ଦେଖାଇଛନ୍ତି ବିଭାଗୀୟ ମନ୍ତ୍ରୀ।। ଜୋରଦାର ଚଲାଇଛନ୍ତି ତନାଘନା। ସହରରେ କେତେ ମୁକୁଳା ଡ୍ରେନ ଅଛି, ଡ୍ରେନଗୁଡିକର ଅବସ୍ଥା କ’ଣ ଓ କେତେ କାମ ବାକି ଅଛି, ଏନେଇ ଘଟଣାସ୍ଥଳ ପରିଦର୍ଶନ କରି ନିଜର
Read More...

ବାଲେଶ୍ୱରରେ ୪ଘଣ୍ଟା କୋହଳ ପରେ ପୁଣି ଫେରିଲା କର୍ଫ୍ୟୁ

ବାଲେଶ୍ବର: ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ଅନିର୍ଦ୍ଧିଷ୍ଟକାଳ ପାଇଁ ଜାରି ରହିଥିବା କର୍ଫ୍ୟୁ ଆଜି ସାମାନ୍ୟ କୋହଳ ହୋଇଛି। ବାଲେଶ୍ୱରରେ ସ୍ଥିତିରେ କ୍ରମଶଃ ସୁଧାର ଆସିବାରେ ଲାଗିଛି। ଗତକାଲିଠାରୁ ଜାରି ହୋଇଥିବା କର୍ଫ୍ୟୁ ଆଜି ସାମାନ୍ୟ କୋହଳ ହୋଇଥିଲା। ସକାଳ ୭
Read More...

ଅଗ୍ରସର ହେଲା ମୌସୁମୀ ବାୟୁ

ଭୁବନେଶ୍ବର: ଗତ ଜୁନ ୦୮ ରୁ ମାଲକାନାଗିରି ଓ କୋରାପୁଟ ଜିଲ୍ଲା ର କିଛି ଅଞ୍ଚଳ କୁ ପ୍ରବେଶ କରିଥିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପରେ ପ୍ରାୟ ୧୧ ଦିନ ଧରି ପ୍ରତିକୂଳ ପାଣିପାଗ ହେତୁ ଅଗ୍ରସର ହୋଇପାରିନଥିଲା ମୌସୁମୀ ବାୟୁ। ତେବେ ଆଶ୍ୱସ୍ତି ର କଥା ଯେ, ଗତ ୨୪ ଘଣ୍ଟା ମଧ୍ୟରେ
Read More...