ପ୍ରମୁଖ ଖବର

କଳାହାଣ୍ଡି: ରଙ୍ଗ ଖେଳି ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକ ମୃତ
କନ୍ଧମାଳରୁ ୭୩ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
ହୋଲିରେ ଅଘଟଣ, ରାଜଧାନୀ ଭୁବନେଶ୍ବରରେ ୨ ଜଣଙ୍କୁ ହତ୍ୟା
Browsing Category

Today’s Highlight

ବଢିବ ତାପମାତ୍ରା, କମିବ ଶୀତ

ଭୁବନେଶ୍ବର: ରାଜ୍ୟ ରେ ଗତ କିଛି ଦିନ ଧରି ରାତି ତାପମାତ୍ରା କମ୍ ରହିବା ଯୋଗୁଁ ଶୀତ ଅନୁଭୂତ ହେଉଛି। କିନ୍ତୁ ଏବେ ରାତି ତାପମାତ୍ରା ୨-୪°C ଯାଏଁ ବୃଦ୍ଧି ପାଇବ ଓ ଦିନ ତାପମାତ୍ରା ୧-୨°C ବୃଦ୍ଧି ହେବ ତେଣୁ ଶୀତ ର ପ୍ରଭାବ ଆସନ୍ତା ୩-୪ ଦିନ ଯାଏଁ କମ୍ ରହିବ। ଆସନ୍ତା ୪୮ ଘଣ୍ଟା
Read More...

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ

ପୁରୀ; ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ। ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ ହୋଇଛି। ସାମାଜିକ ଗଣମାଧ୍ୟମରେ ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋକୁ ଜଣେ ଯୁବକ ଭାଇରାଲ କରିଥିବା ସୂଚନା ମିଳିଛି। ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ
Read More...

କଂସ ଦରବାରରେ ମୁଖ୍ୟମନ୍ତ୍ରୀ

ବରଗଡ଼: ବରଗଡ଼ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ରବିବାର ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ବରଗଡ଼ରେ ପହଞ୍ଚିବା ପରେ କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାରକୁ ଆସିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ବିଧାୟକ ଅଶ୍ବିନୀ ଷଡଙ୍ଗୀ,
Read More...

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ପହଞ୍ଚାଇଲେ ମିଳିବ ପୁରସ୍କାର

ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମରେ ଏକ ବଡ଼ ଘୋଷଣା କରିଛନ୍ତି। ସରକାର ସଡ଼କ ଦୁର୍ଘଟଣା ପୀଡିତଙ୍କୁ ତୁରନ୍ତ ଡାକ୍ତରଖାନା ନେଉଥିବା ଲୋକଙ୍କୁ ଦିଆଯାଉଥିବା ପୁରସ୍କାର ପରିମାଣ ବୃଦ୍ଧି କରିବାକୁ ଯାଉଛନ୍ତି। ଏକ
Read More...

ଲୋକଙ୍କୁ ନିର୍ବାଚନ ଖର୍ଚ୍ଚ ମାଗିଲେ ଆତିଶୀ

ନୂଆଦିଲ୍ଲୀ: ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଯାଉଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହି ନିର୍ବାଚନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କାଲକାଜି ଆସନରୁ ଆମ ଆଦମୀ ପାର୍ଟିରୁ ପ୍ରାର୍ଥୀ ହୋଇଛନ୍ତି। ତେବେ ନିର୍ବାଚନ ଖର୍ଚ୍ଚ ପାଇଁ ସେ ଜନସାଧାରଣଙ୍କୁ ଟଙ୍କା ମାଗିଛନ୍ତି। କ୍ରାଉଡଫଣ୍ଡିଂ
Read More...

ବନ ବିଭାଗ ଉପରେ ଫାୟାରିଂ କଲେ ମାଛ ମାଫିଆ

ରାଜନଗର: ରାଜନଗର ଗହୀରମଥା ଗଭୀର ସମୁଦ୍ରରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ। ବେଆଇନ୍ ମାଛ ମାରୁଥିବା ବେଳେ ରେଡ୍ କରିଥିଲା ବନବିଭାଗ। ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିବା ସମୟରେ ୬ ଟି ଟ୍ରଲର
Read More...

ମହାକୁମ୍ଭ ପାଇଁ ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ

ଭୁବନେଶ୍ବର: ବିଶ୍ୱ ପ୍ରସିଦ୍ଧ ମହାକୁମ୍ଭ ମେଳା ୨୦୨୫ରେ ସାମିଲ ହେବାକୁ ଓଡ଼ିଶାରୁ ଅଯୋଧ୍ୟାକୁ ଆରମ୍ଭ ହେଲା ବସ୍‌ ସେବା। ଓଡ଼ିଶାର ବିଭିନ୍ନ ଜିଲାରୁ ପ୍ରୟାଗରାଜକୁ ସ୍ବତନ୍ତ୍ର ବସ ଗଡିଛି। ୪ଟି ଅତ୍ୟାଧୁନିକ ବସ୍‌କୁ ପତାକା ଦେଖାଇ ଭିଡିଓ କନଫରେସିଂ ମାଧ୍ୟମରେ ରବିବାର ଶୁଭାରମ୍ଭ କରିଛନ୍ତି
Read More...

ସୁଭଦ୍ରା ପୋର୍ଟାଲରୁ ନାମ ବାଦ ହୋଇଯାଇଥିଲେ କରିହେବ ପୁନଃସାମିଲ

ଭୁବନେଶ୍ୱର: ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି। ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମରୁ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ ହେବାର ସୁଯୋଗ ପାଇପାରିବେ। ଏହି ସୁବିଧା ଉପଲବ୍ଧ ହେବା ପରେ ପ୍ରାୟ ୮୦୦୦ ରୁ ଅଧିକ
Read More...

ବିରୋଧୀ ଦଳ ନେତାଙ୍କୁ ଭେଟିଲେ ସହଦେଵଙ୍କ ପରିବାର

ପରିବାର କୁ ପଚାଶ ହଜାର ଟଙ୍କା ସହାୟତା ଦେଲେ ନବୀନଭୁବନେଶ୍ୱର: ଚଳିତ ଜାନୁଆରୀ ୮ ତାରିଖ ସକାଳେ ପ୍ରବାସୀ ଭାରତୀୟ ଦିବସ ପାଇଁ ଉତ୍ସବ ମୁଖର ଥିବା ଭୁବନେଶ୍ୱର ରେ ଚଞ୍ଚଲ୍ୟ ସୃଷ୍ଟି କରିଥିଲା ରସୁଲଗଡ଼ ଫ୍ଲାଇ ଓଭରରେ ଭୁବନେଶ୍ୱର ମହାନଗର ନିଗମ ସାନିଟାରି ସୁପରଭାଇଜର ସହଦେଵ ନାୟକ ଙ୍କୁ
Read More...

୪୮ ଘଣ୍ଟା ଯାଏଁ ରହିବ ଶୀତ, ୧୨ ରୁ କମିବ

ଭୁବନେଶ୍ବର: ଏବେ ରାଜ୍ୟ ରେ ଶୀତ ର ପ୍ରଭାବ ରହିଛି। ଉତ୍ତର ପଶ୍ଚିମ ଦିଗ ରୁ ଥଣ୍ଡା ଓ ଶୁଷ୍କ ପବନ ପ୍ରବାହ, ମେଘମୁକ୍ତ ଆକାଶ, ସକ୍ରିୟ ପାଣିପାଗ ସିଷ୍ଟମ୍ ର ଅନୁପସ୍ଥିତି ଯୋଗୁଁ ଅଧିକାଂଶ ଅଞ୍ଚଳ ରେ ରାତି ତାପମାତ୍ରା ସ୍ଵାଭାବିକ ଠାରୁ କମ୍ ରହିଛି ତେଣୁ ଥଣ୍ଡା ଅନୁଭୂତ ହେଉଛି। ଏହିଭଳି
Read More...