Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
କେରଳରେ ପହଁଚିଲା କୁଏତ ଅଗ୍ନିକାଣ୍ଡରେ ମୃତ ୪୫ ଭାରତୀୟଙ୍କ ମରଶରୀର
ନୂଆଦିଲ୍ଲୀ: କୁଏତରେ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଭାରତୀୟଙ୍କ ମୃତଦେହକୁ ନେଇ ଶୁକ୍ରବାର ଭାରତୀୟ ବାୟୁସେନାର ଏକ ସ୍ବତନ୍ତ୍ର ବିମାନ କୋଚିରେ ପହଞ୍ଚିଛି। ବିମାନରେ ରାଜ୍ୟ ମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂ ମଧ୍ୟ ଉପସ୍ଥିତ ଥିଲେ। ଯିଏ କି ଶୀଘ୍ର ମୃତଦେହଗୁଡ଼ିକ ଶୀଘ୍ର ଫେରିବା ନେଇ!-->…
Read More...
Read More...
ନିଷ୍କ୍ରିୟ ବେଳେ ଫୁଟିଲା ବୋମା, ପୋଲିସ କର୍ମଚାରୀ ମୃତ
କଟକ: ପହିଲି ରଜରେ ଅଘଟଣ। କଟକ ସଦରଥାନା କାଜି ପାଟଣାରେ ବୋମା ବିସ୍ଫୋରଣ ହୋଇଛି। ଏଥିରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ବ୍ରିଜ ନିକଟରେ ବୋମା ନିଷ୍କ୍ରିୟ ଦଳ ବୋମା ନିଷ୍କ୍ରିୟ କରୁଥିବା ବେଳେ ଜଣଙ୍କର!-->…
Read More...
Read More...
ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ରଜ ପିଠା ପ୍ରତିଯୋଗିତା ଆୟୋଜିତ
ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍) ପକ୍ଷରୁ ରଜ ପିଠା ପ୍ରତିଯୋଗିତା ବୁଧବାର ଆୟୋଜିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ମହିଳାମାନେ ଘରେ ପ୍ରସ୍ତୁତ କରି ବିଭିନ୍ନ ପ୍ରକାର ପିଠା ଆଣିଥିଲେ।!-->…
Read More...
Read More...
ଖୁବ୍ ଶୀଘ୍ର ରାଜ୍ୟ ରେ ଅଗ୍ରସର ହେବ ମୌସୁମୀ ବାୟୁ
ଭୁବନେଶ୍ବର: ଗତ ଜୁନ ୦୮ ତାରିଖ ରେ ମୌସୁମୀ ବାୟୁ ପ୍ରଥମେ ଦକ୍ଷିଣ ଓଡ଼ିଶା ର ମାଲକାନାଗିରି ଜିଲ୍ଲାକୁ ଛୁଇଁଲା। ଜୁନ ୧୩ ସୁଦ୍ଧା ମାଲକାନାଗିରି ଓ କୋରାପୁଟ ଜିଲ୍ଲା ବ୍ୟତୀତ ଆଗକୁ ଅଗ୍ରସର ହୋଇପାରୁନାହିଁ ମୌସୁମୀ ବାୟୁ। ତେବେ ଏବେ ମୌସୁମୀ ବାୟୁ ଆଗକୁ ଅଗ୍ରସର ହେବା ପାଇଁ ପାଗ ଧୀରେଧୀରେ!-->…
Read More...
Read More...
କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ
ଭୁବନେଶ୍ୱର: ଶୁକ୍ରବାର ବିଧାନସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ରାଜ୍ୟପାଳ ରଘୁବର ଦାସ ରଣେନ୍ଦ୍ରଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟପାଳ ଶପଥ ପାଠ କରାଇବେ। ୨୦ ତାରିଖରେ!-->…
Read More...
Read More...
ଦେଶବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ: ଓଡ଼ିଶାର ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ରାଷ୍ଟ୍ରପତି ଲେଖିଛନ୍ତି, ‘ରଜ’ ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା’। ‘ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା ପାନ, ଦୋଳି ଖେଳରେ!-->…
Read More...
Read More...
କ୍ଷମତା ଯିବା ପରେ ବଦଳିଲା ନବୀନ ନିବାସ ଚିତ୍ର
ଭୁବନେଶ୍ବର: ବିଜେଡି ସରକାର କ୍ଷମତାରୁ ଯିବା ଏବଂ ନୂଆ ସରକାର ଶପଥ ନେବାର ଦିନକ ପରେ ବଦଳିଛି ନବୀନ ନିବାସର ଚିତ୍ର । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନବୀନ ନିବାସରେ ଥିବା ଅସ୍ଥାୟୀ ପୋଲିସ କ୍ୟାମ୍ପକୁ ଉଠାଯାଇଛି।
ନବୀନ ନିବାସ ଆଗରେ ଥିବା ପୋଲିସ କ୍ୟାମ୍ପର ସାମଗ୍ରୀକୁ ବାହାର କରାଯାଇଛି।!-->!-->!-->…
Read More...
Read More...
ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେଲେ କାମଚଳା ବାଚସ୍ପତି
ଭୁବନେଶ୍ବର: ଆସନ୍ତା ୨୦ତାରିଖରେ ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ବିଧାନସଭାର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଆଜି କାମଚଳା ବାଚସ୍ପତି ଭାବେ ନିଯୁକ୍ତି ମିଳିଛି। ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କାମଚଳା ବାଚସ୍ପତି ଭାବେ!-->…
Read More...
Read More...
ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ
ଭୁବନେଶ୍ବର: ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ପାଲଟିଛି। ଅତିଥି ଭବନର ପ୍ରଥମ ମହଲାକୁ ଏଥିଲାଗି ପ୍ରସ୍ତୁତ କରାଯାଇଛି। ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚିଛନ୍ତି। ତେବେ ଦୀର୍ଘ ୨୫ ବର୍ଷ ଧରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...
ପଳାଶୁଣିରେ ଛକରେ ୪ରୁ ଅଧିକ କାରକୁ ପିଟିଲା ଟ୍ରକ
ଭୁବନେଶ୍ବର: ପଳାଶୁଣି ଛକରେ ଗୁରୁବାର ଅପରାହ୍ନରେ ସିରିଜ୍ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୫ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଆଜି ଅପରାହ୍ନରେ ଗୋଟିଏ ଟ୍ରକ୍ ଭାରସାମ୍ୟ ହରାଇଦ୍ରୁତ ଗତିରେ ଯାଇ ଗୋଟିଏ ପରେ ଗୋଟିଏ କାର୍ ଓ!-->!-->!-->…
Read More...
Read More...