ପ୍ରମୁଖ ଖବର

ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍‌ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category

Today’s Highlight

ନୂଆ ମୁଖ୍ୟମନ୍ତ୍ରୀ ଶପଥ ସମାରୋହକୁ ନବୀନଙ୍କୁ ନିମନ୍ତ୍ରଣ

ଭୁବନେଶ୍ବର: ଆସନ୍ତା କାଲି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଯୋଗ ଦେବେ। ଏହିକ୍ରମରେ ରାଜନୈତିକ ସୌଜନ୍ୟତା ଦୃଷ୍ଟିରୁ ବିଜେପି ବିଦାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ କାର୍ଯ୍ୟକ୍ରମକୁ ନିମନ୍ତ୍ରଣ କରିଛି।
Read More...

ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ

ଭୁବନେଶ୍ବର: ଆସନ୍ତାକାଲି ଶପଥ ନେବେ ଓଡ଼ିଶାର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀ କିଏ ଏନେଇ ସ୍ପଷ୍ଟ ସୂଚନା ମିଳି ନ ଥିବାବେଳେ ମଙ୍ଗଳବାର ସଂଧ୍ୟାରେ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ବସିବାକୁ ଯାଉଛି। ଶପଥ ଗ୍ରହଣ ଉତ୍ସବରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ
Read More...

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ବର: ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ହେବା ସହ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆଇଜି ପ୍ରବୀଣ କୁମାର ଜନତା ମଇଦାନ ସୁରକ୍ଷା ଦାୟିତ୍ବରେ ରହିବେ। ଏଣେ ଆଇଜି
Read More...

ସୋଆକୁ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଇଞ୍ଜିନିୟରିଂ ପକ୍ଷରୁ ‘ପର୍ଫମାନ୍ସ ଏକ୍ସିଲେନ୍ସ ଆୱାର୍ଡ’…

ଭୁବନେଶ୍ୱର, ଜୁନ୍ ୧୦:ତ୍ତଉତ୍କର୍ଷତା ହାସଲ କରିବା ନିମନ୍ତେ ଅବିରତ ପ୍ରଚେଷ୍ଟା ଜାରୀ ରଖିଥିବାରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଇଞ୍ଜିନିୟରିଂ (ଆଇଆଇଆଇଇ) ପକ୍ଷରୁ ‘ପର୍ଫମାନ୍ସ ଏକ୍ସିଲେନ୍ସ ଆୱାର୍ଡ’ ପ୍ରଦାନ କରାଯାଇଛି। ଆଇଆଇଆଇଇର
Read More...

ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂହଙ୍କ କାରକେଡ ଉପରକୁ ଗୁଳିମାଡ

ମଣିପୁର: ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ କାରକେଡ ଉପରକୁ ଆକ୍ରମଣ। ଆଜି କାଙ୍ଗପୋକି ଜିଲ୍ଲାର ସଶସ୍ତ୍ର କୁକି ସମ୍ପ୍ରଦାୟର କିଛି ଆକ୍ରମଣକାରୀ ତାଙ୍କ କାରକେଡ ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତେବେ ଗୁଳିମାଡ଼ ସମୟରେ କାରକେଡରେ ମୁଖ୍ୟମନ୍ତ୍ରୀ ନ ଥିବା ଜଣାପଡ଼ିଛି।
Read More...

ପଦ ଛାଡିଲେ କଂଗ୍ରେସ ନେତା ଭକ୍ତ ଦାସ

ଭୁବନେଶ୍ବର: କଂଗ୍ରେସର ଶୋଚନୀୟ ପରାଜୟ ପରେ ପଦ ଛାଡ଼ିଲେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ରାଜ୍ୟରେ ଉଭୟ ବିଧାନସଭା ଓ ଲୋକସଭା ଆସନରେ ଦଳର ଖରାପ ପ୍ରଦର୍ଶନ ପରେ ସେ ପଦ ଛାଡ଼ିଛନ୍ତି ।କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ
Read More...

ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ତିନି ପୂରୁଣା ମୁହଁ

ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିରେ ଓଡ଼ିଶାର ୩ ସାଂସଦଙ୍କୁ ଗୁରୁତ୍ବ ଦିଆଯାଇଛି। ଓଡ଼ିଆ ପୁଅ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଜୁଏଲ ଓରାମ ମଧ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେହିପରି ଓଡ଼ିଶାରୁ ରାଜ୍ୟସଭା ସାଂସଦ ଅଶ୍ବିନୀ ବୈଷ୍ଣବ ମଧ୍ୟ କ୍ୟାବିନେଟ୍‌
Read More...

୩ୟ ଥର ଶପଥ ନେଲେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରବିବାର ସଂଧ୍ୟା ୭ଟା ୧୫ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ପାଠ କରାଇଛନ୍ତି । ଏହା ସହିତ ଲଗାତାର ୩ୟ ଥର ପାଇଁ
Read More...

ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ନେଲେ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର : କାର୍ତ୍ତିକ ପାଣ୍ଡିଆନ୍‌ ଆଜି ରାଜନୀତି ଛାଡ଼ିଛନ୍ତି। ସେ ରାଜନୀତିରୁ ସନ୍ୟାସ ନେଇଥିବା ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ବିଜେଡିର ପରାଜୟ ପାଇଁ ହାତ ଯୋଡ଼ି କ୍ଷମା ମାଗିଲେ, କହିଲେ ମହାପ୍ରଭୁଙ୍କ କୃପାରୁ ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିଲି ଏବଂ ସଫଳ ହୋଇଛି।
Read More...

ଜୁନ୍‌ ୧୨ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଦଳିଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ। ଜୁନ୍‌ ୧୦ ପରିବର୍ତ୍ତେ ଜୁନ୍‌ ୧୨ରେ ହେବ ଶପଥ ଗ୍ରହଣ ସମାରୋହ। ବିଜେପି ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧ ତାରିଖରେ ବିଧାୟକ ଦଳ ବୈଠକ ବସିବ। ସେଠାରେ ମୁଖ୍ୟମନ୍ତ୍ରୀଙ୍କ
Read More...