Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ଆସନ୍ତା ୧୭ ତାରିଖରେ ଖୋଲିବ ସ୍କୁଲ
ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ସ୍କୁଲ ଖୋଲିବା ନେଇ ସୂଚନା ଆସୁଛି। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପରିଷ୍କାର କରିବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶ ଅନୁଯାୟୀ, ଶ୍ରେଣୀ ଗୃହ, କ୍ୟାମ୍ପସକୁ ସଫା କରାଯିବ।!-->…
Read More...
Read More...
ରାଜନୀତିରୁ ସନ୍ୟାସ ନେଲେ ଅଚ୍ୟୁତ ସାମନ୍ତ
ଭୁବନେଶ୍ବର: ରାଜନୀତିରୁ ସନ୍ୟାସ ନେଲେ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ। ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।ଗତକାଲି ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ତଥା!-->…
Read More...
Read More...
ହାଇକମାଣ୍ଡଙ୍କ ଡ଼ାକରାରେ ଦିଲ୍ଲୀ ଗଲେ ସୁରେଶ ପୂଜାରୀ
ଭୁବନେଶ୍ୱର: ହାଇକମାଣ୍ଡଙ୍କ ଡ଼ାକରାରେ ବ୍ରଜରାଜନଗର ଭାଜପା ବିଧାୟକ ସୁରେଶ ପୂଜାରୀଙ୍କୁ ଦିଲ୍ଲୀରେ ପହଞ୍ଚିଛନ୍ତି। ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ଥିବା ବେଳେ ତାଙ୍କୁ କୌଣସି ବଡ଼ ଭୂମିକା ମିଳିପାରେ। ରବିବାର ସେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା!-->…
Read More...
Read More...
ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଦାୟିତ୍ବ ନେବେ ମୋଦୀ
ନୂଆଦିଲ୍ଲୀ : ଆଜି(ରବିବାର) ରାଷ୍ଟ୍ରପତି ଭବନରେ ସନ୍ଧ୍ୟା ୭ଟା ୧୫ ମିନିଟରେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଏଥିସହ କିଛି କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଏହି ଉତ୍ସବରେ ଯୋଗ ଦେବା ପାଇଁ ଦେଶବିଦେଶରୁ ମାନ୍ୟଗଣ୍ୟ ଅତିଥି ଯୋଗ ଦେବେ। ୬ ଜଣ!-->…
Read More...
Read More...
ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
ନୂଆଦିଲ୍ଲୀ: ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସକାଳେ ସେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟରେ ପହଞ୍ଚି ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
କେବଳ ସେତିକି ନୁହେଁ ଏଠାରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ!-->!-->!-->…
Read More...
Read More...
ମଣିପୁରରେ ପୁଣି ହିଂସା
ମଣିପୁର: ମଣିପୁରରେ ଜିରିବାମ ଜିଲାରେ ସନ୍ଦିଗ୍ଧ ଆତଙ୍କବାଦୀମାନେ ଲଙ୍କାକାଣ୍ଡ ଘଟାଇଛନ୍ତି। ଶନିବାର ଦୁଇଟି ପୁଲିସ ଆଉଟ୍ପୋଷ୍ଟ, ଗୋଟିଏ ଫରେଷ୍ଟ ଅଫିସ୍ ସହ ୭୦ଟି ଘର ଜାଳି ଦେଇଛନ୍ତି। ଏହାକୁ ନେଇ ପୂରା ଅଞ୍ଚଳରେ ଅଶାନ୍ତି ଲାଗି ରହିଛି।
ପୁଲିସ କହିବା ମୁତାବକ ସନ୍ଦିଗ୍ଧ!-->!-->!-->…
Read More...
Read More...
କେଉଁ ଆସନ ଛାଡ଼ିବେ ରାହୁଲ ?
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ଚଳିତ ଲୋକସଭା ନିର୍ବାଚନରେ ଉତ୍ତର ପ୍ରଦେଶର ରାଏବରେଲୀ ଓ କେରଳର ୱାୟନାଡ ଆସନରୁ ଜିତିଛନ୍ତି। ଏହି ଦୁଇ ଆସନ ମଧ୍ୟରୁ ତାଙ୍କୁ ଗୋଟିଏ ଛାଡ଼ିବାକୁ ପଡ଼ିବ। ଏହାକୁ ନେଇ ଉଭୟ ନିର୍ବାଚନ ମଣ୍ଡଳୀର ଲୋକ ଦ୍ୱନ୍ଦ୍ୱରେ ଥିବା ବେଳେ ରାହୁଲ ତାଙ୍କ ୱାୟନାଡ!-->…
Read More...
Read More...
ମୋ ବସକୁ ଧକ୍କା ଦେଲା ଟ୍ରକ୍, ୨୦ ଯାତ୍ରୀ ଆହତ
କଟକ: ମୋ ବସକୁ ପଛରୁ ଧକ୍କା ଦେଲା ଟ୍ରକ୍। କଟକ ତେଲେଙ୍ଗା ପେଣ୍ଠ ନିକଟରେ ଘଟିଛି ଏହି ଦୁର୍ଘଟଣା। ଏକାଥରକେ ଦୁଇଟି ଟ୍ରକ ମୋ ବସକୁ ଧକା ଦେବାରୁ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି।। ଏହି ଦୁର୍ଘଟଣା ପରେ କିଛି ଯାତ୍ରୀ ବସ୍ରେ ଚାପି ହୋଇ ରହିଯାଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର!-->…
Read More...
Read More...
କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍ରେ ପୁଣି ଥରେ ସୋଆ ସ୍ଥାନିତ
ଭୁବନେଶ୍ୱର , ୮/୦୬: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍ରେ ଓଡ଼ିଶାର ଏକ ମାତ୍ର ବେସରକାରୀ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) । ଦେଶର ୪୬ଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ ନେଇ ପ୍ରସ୍ତୁତ ଏହି ବିଶ୍ୱ ରାଙ୍କିଙ୍ଗ୍ରେ ସ୍ଥାନ ପାଇଛି!-->…
Read More...
Read More...
ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର, ୮ ଜୁନ୍ ୨୦୨୪: ଭାରତୀୟ ଗଣମାଧ୍ୟମ ଜଗତର ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ଗଭୀର ଶୋକ ପ୍ରକାଶ ପାଇଛି। ବିଭିନ୍ନ ଗଣମାଧ୍ୟମର ସମ୍ପାଦକ, ପ୍ରତିନିଧି ଏବଂ ମିଡିଆ ସହ ଜଡ଼ିତ ବ୍ୟକ୍ତିମାନେ ଏକାଠି ହୋଇ ଶନିବାର ସନ୍ଧ୍ୟାରେ ଦିବଙ୍ଗତ ଆତ୍ମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି!-->…
Read More...
Read More...