Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ତାଜ ଏକ୍ସପ୍ରେସରେ ୪ଟି ବଗିରେ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ : ଦିଲ୍ଲୀରୁ ଝାନ୍ସି ଅଭିମୁଖେ ଯାଉଥିବା ତାଜ ଏକ୍ସପ୍ରେସରେ ଆଜି ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏକ୍ସପ୍ରେସରେ ୪ଟି ବଗିରେ ନିଆଁ ଲାଗି ପୋଡିଯାଇଛି। ଦକ୍ଷିଣ ପୂର୍ବ ଦିଲ୍ଲୀର ସରିତା ବିହାରରେ ଏହି ନିଆଁ ଲାଗିଥିବା ଅଧିକାରୀମାନେ କହିଛନ୍ତି। ଦିଲ୍ଲୀ ଅଗ୍ନିଶମ!-->…
Read More...
Read More...
ବିଧାନସଭା ଭାଙ୍ଗିଲେ ରାଜ୍ୟପାଳ
ଭୁବନେଶ୍ୱର: ବିଧାନ ସଭା ନିର୍ବାଚନ ଫଳାଫଳ ଆସିବାର ଗୋଟିଏ ଦିନ ପୂର୍ବରୁ ଓଡ଼ିଶା ବିଧାନସଭାକୁ ଭଙ୍ଗ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ୍ ମଧ୍ୟ ସୁପାରିସ କରିଥିଲା।
!-->!-->!-->…
Read More...
Read More...
ଐତିହାସିକ ରେକର୍ଡ ହାସଲ କରିଛି ଭାରତ : ଭୋଟ ଦେଇଛନ୍ତି ୬୪ କୋଟିରୁ ଅଧିକ ଭୋଟର
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଫଳାଫଳ ପୂର୍ବରୁ ଭାରତୀୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ। ଚଳିତ ବର୍ଷ ଭୋଟିଂରେ ବିଶ୍ୱ ରେକର୍ଡ କରିଛି ଭାରତ। ମୋଟ ୬୪.୨ କେଟି ଭୋଟର ନିଜର ମତସାବ୍ୟସ୍ତ କରି ଏହି ରେକର୍ଡ କରିଛନ୍ତି। ଚଳିତବର୍ଷ ମତଦାନକୁ ନେଇ ସିଇସି ରାଜୀବ କୁମାର କହିଛନ୍ତି ଚଳିତଥର!-->…
Read More...
Read More...
ଓଲଟିଲା ବରଯାତ୍ରୀ ଟ୍ରାକ୍ଟର: ୧୩ ,୧୫ ଆହତ
ରାଜଗଡ: ମଧ୍ୟପ୍ରଦେଶ ରାଜଗଡ଼ରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ବରଯାତ୍ରୀ ଭର୍ତ୍ତି ଟ୍ରାକ୍ଟର। ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ ଜଣ ଆହତ ହୋଇଛନ୍ତି। ରାଜସ୍ଥାନ ମୋତୀପୁରାରୁ କୁଲାମପୁର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।
ସୂଚନା!-->!-->!-->…
Read More...
Read More...
ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ
ଭୁବନେଶ୍ବର: ପ୍ରକାଶ ପାଇଛି ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE) ରେଜଲ୍ଟ। ୬୫ ହଜାର ୭୪୨ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିବା ବେଳେ ୫୬ହଜାର ୪୭ ଜଣ ରାଙ୍କ ପାଇଛନ୍ତି।
ବି.ଫାର୍ମାରେ ସାଗରିକା ଦାଶ ଟପ୍ପର ହୋଇଥିବା ବେଳେ ଏମ୍. ଫାର୍ମାରେ ପଦ୍ମାଳୟା ମିଶ୍ର ଟପ୍ପର!-->!-->!-->…
Read More...
Read More...
ପୁରୀ ବାଣ ବିସ୍ଫୋରଣ ଘଟଣା, ୪ ଦିନରେ ୧୩ ମୃତ
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ବର୍ତମାନ ସୁଦ୍ଧା ୧୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ମିଳିଛି ।
ପୁରୀ ବାଣ ମୃତ୍ୟସଂଖ୍ୟାରେ!-->!-->!-->…
Read More...
Read More...
ମାତା ପିତାଙ୍କ ଆଶୀର୍ବାଦ ନେଇ ଜେଲ ଫେରୁଛନ୍ତି କେଜ୍ରିୱାଲ
ନୂଆଦିଲ୍ଲୀ : ସରିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଅବଧି। ଆଜି ତିହାର ଜେଲ ଫେରୁଛନ୍ତି କେଜ୍ରିୱାଲ। ୨୧ ଦିନିଆ ଜାମିନରେ ଆସିଥିଲେ କେଜ୍ରିୱାଲ। ଜାମିନ ଅବଧି ଶେଷ ପରେ ସେ ନିଜେ ଯାଇ ତିହାର ଜେଲରେ ସରେଣ୍ଡର କରିବେ ବୋଲି କୁହାଯାଉଛି। ଜେଲ ଫେରିବା ପୂର୍ବରୁ ସେ!-->…
Read More...
Read More...
ଆଜି ମାରାଥନ ବୈଠକ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ନିର୍ବାଚନର ବ୍ୟସ୍ତତା ଭିତରୁ ବାହାରି ଓ ଆଧ୍ୟାତ୍ମିକ ବିରତିରୁ ଫେରି ନୂଆ ସରକାର ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଗାମୀ କାର୍ଯ୍ୟ ଉପରେ ଧ୍ୟାନ କେନ୍ଦ୍ରୀଭୂତ କରିଛନ୍ତି ପ୍ରଧାନମନ୍ତ୍ରୀ।
ସୂଚନାଯୋଗ୍ୟ, ସରକାରକୁ ଆସିଲେ, ପ୍ରଥମ ୧୦୦!-->!-->!-->…
Read More...
Read More...
ବିଜେଡି କହିଲା, ଭୁଲ୍ ହେବ ଆକଳନ
ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ ୪୮ ଘଣ୍ଟା ବାକି ରହିଛି। ଏହା ପୂର୍ବରୁ ପ୍ରକାଶ ପାଇଥିବା ବୁଥ୍ ବାହୁଡ଼ା ମତକୁ ନେଇ ସବୁଠି ଚର୍ଚ୍ଚା ଆଲୋଚନା ଜୋର୍ ଧରିଛି। ଏମିତି ସମୟରେ ବିଜୁ ଜନତା ଦଳ ଗୋଟିଏ ବଡ଼ ବୟାନ ଦେଇଛି। ବିଜେଡି ନେତା ତଥା ଦଳର ସାମାଜିଣ ଗଣମାଧ୍ୟମ ଓ୍ବିଙ୍ଗ୍ର!-->…
Read More...
Read More...
ଧମକାଇଲା ବିଜେପି: ରାସ୍ତାକୁ ଓହ୍ଲାଇବୁ, ଅଣ୍ଡା ମାଡ଼ କରିବୁ
ଭୁବନେଶ୍ବର: ନିର୍ବାଚନ ଶେଷ ପରେ ବି ରାଜନୀତି ତାତି କମିନି। ଆଜି ବିଜେପି ରାଜରାସ୍ତାକୁ ଆସିବାକୁ ଧମକ ଦେଇଛି। ବିଜେପି ଯୁବ ମୋର୍ଚ୍ଚା ଉପ ସଭାପତି ସଂଗ୍ରାମ ପାତ୍ର ଆଜି ଗଣମାଧ୍ୟମକୁ କହିଛନ୍ତି ଯେ ଦଳର ଯୁବ ସଭାପତି ଅଭିଳାଷ ପଣ୍ଡାଙ୍କ ଆକ୍ରମଣ ଘଟଣାରେ ସେମାନେ ଆନ୍ଦୋଳନ କରିବେ। ଡିଜି!-->…
Read More...
Read More...