Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category
Today’s Highlight
ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର, ୮ ଜୁନ୍ ୨୦୨୪: ଭାରତୀୟ ଗଣମାଧ୍ୟମ ଜଗତର ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ଗଭୀର ଶୋକ ପ୍ରକାଶ ପାଇଛି। ବିଭିନ୍ନ ଗଣମାଧ୍ୟମର ସମ୍ପାଦକ, ପ୍ରତିନିଧି ଏବଂ ମିଡିଆ ସହ ଜଡ଼ିତ ବ୍ୟକ୍ତିମାନେ ଏକାଠି ହୋଇ ଶନିବାର ସନ୍ଧ୍ୟାରେ ଦିବଙ୍ଗତ ଆତ୍ମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି!-->…
Read More...
Read More...
ବିଜେପିରେ ମିଶିବେ ପ୍ରସନ୍ନ ପାଟ୍ଟଶାଣୀ
ଭୁବନେଶ୍ବର: ପଦ୍ମ ଧରିବେ ପ୍ରସନ୍ନ ପାଟ୍ଟଶାଣୀ। ବିଜେପିରେ ସାମିଲ ହେବେ ପ୍ରସନ୍ନ ପାଟ୍ଟଶାଣୀ। ଶଙ୍ଖ ଛାଡି ପଦ୍ମ ଧରିବେ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ। ଦିଲ୍ଲୀ ବିଜେପି କାର୍ଯ୍ୟାଳୟ ସାମ୍ନାରେ ପାଟ୍ଟଶାଣୀଙ୍କୁ ଦେଖିବା ପରେ ଏବେ ଏଭଳି ଗୋଟିଏ ଚର୍ଚ୍ଚା ଜୋର ଧରିଛି। ଦୀର୍ଘ ବର୍ଷ ଧରି!-->…
Read More...
Read More...
ଲାଗିଲା ଲାଇଟ୍, ପୁଣି ଚମକିବ ଶ୍ରୀମନ୍ଦିର
ପୁରୀ : ପୁଣି ଚମକିବ ଶ୍ରୀମନ୍ଦିର, ମୁଖ୍ୟ ସଚିବଙ୍କ ହସ୍ତକ୍ଷେପ ପରେ ଲାଗିଲା ଲାଇଟ୍। ସଂସ୍ଥାର ୧୦ ଜଣ କର୍ମଚାରୀ ଲାଇଟ୍ ଲଗାଉଛନ୍ତି। ଠିକା ସଂସ୍ଥା ଥାର୍ଡ ୱେବ ପକ୍ଷରୁ ଲଗାଗଲା ଲାଇଟ୍। ଶ୍ରୀମନ୍ଦିରରୁ ଲାଇଟ ଖୋଲି ନେଇଯିବା ଘଟଣା ସାରା ରାଜ୍ୟରେ ଚହଳ ସୃଷ୍ଟି କରିବା ପରେ ନିଜେ ମୁଖ୍ୟ!-->…
Read More...
Read More...
କୁଟ୍ଟେଙ୍କ ନିଲମ୍ବନ ଉଠିଲା; ଅଡୁଆରେ ପଡିଲେ ଆଶିଷ
ଭୁବନେଶ୍ବର: ସାଧାରଣ ନିର୍ବାଚନରେ ବିଜେଡି ପାଇଁ କାର୍ଯ୍ୟକରି ନିଲମ୍ବିତ ହୋଇଥିବା ଆଇପିଏସ ଡିଏସ୍ କୁଟ୍ଟେଙ୍କ ନିଲମ୍ବନକୁ ନିର୍ବାଚନ କମିଶନ ସର୍ତ୍ତମୂଳକ ଭାବେ ହଟାଇ ଦେଇଛନ୍ତି। ଏହାସହିତ ଆଇପିଏସ୍ ଆଶିଷ ସିଂଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ସଚିବଙ୍କୁ ସୁପାରିଶ!-->…
Read More...
Read More...
କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ କଣ କହିଲେ ନବୀନ!
ଭୁବନେଶ୍ବର: ଆଜି ଗଣମାଧ୍ୟମକୁ ସୂଚନା ଦେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାର ଜନତାଙ୍କୁ ସେମାନଙ୍କ ଆଶିର୍ବାଦ ପାଇଁ ଗଭୀର କୃତଜ୍ଞତା ଜ୍ଞାପନ କରୁଛି। ଗଣତନ୍ତ୍ରରେ ବିଜୟ କିମ୍ବା ପରାଜୟ ହୋଇଥାଏ। ଓଡ଼ିଶାର ସାଢେ ୪ କୋଟି ଜନତା ମୋ ପରିବାର ଓ ମୁଁ ସେମାନଙ୍କ ସେବା!-->…
Read More...
Read More...
ଆହତ ଯବାନଙ୍କୁ କରାଗଲା ଏୟାର ଲିଫ୍ଟ
ଛତିଶଗଡ଼: ଛତିଶଗଡ଼ରେ ନାରାୟଣପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ରେ ଆହତ ହୋଇଥିବା ୩ଜଣ ଯବାନଙ୍କୁ ଏୟାର ଲିଫ୍ଟ କରାଯାଇଛି। ହେଲିକପ୍ଟର ଯୋଗେ ଅନ୍ଯ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ଶୁକ୍ରବାର ନାରାୟଣପୁର,!-->!-->!-->…
Read More...
Read More...
ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍; ୨ ମୃତ,୭ ଗୁରୁତର
ଯାଜପୁର: ସିମେଣ୍ଟ ବୋଝେଇ ଟ୍ରକସହିତ ଏକ ଯାତ୍ରୀବାହି ବସ୍ ଧକ୍କା ହୋଇଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦୁଇ ଜଣ ବସ୍ ଡ୍ରାଇଭର ଓ କଣ୍ଡକ୍ଟର!-->…
Read More...
Read More...
ରାମୋଜୀ ରାମା ରାଓଙ୍କ ପରଲୋକ
ହାଇଦ୍ରାବାଦ: ରାମୋଜୀ ଫିଲ୍ମ ସିଟି ଓ ଇଟିଭି ନେଟୱାର୍କର ପ୍ରତିଷ୍ଠାତା ରାମୋଜୀ ରାମା ରାଓଙ୍କ ପରଲୋକ। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ଯୋଗୁଁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଦୀର୍ଘଦିନ ଧରି!-->…
Read More...
Read More...
ଓଲଟିଲା ଯାତ୍ରୀବାହୀ ବସ୍: ୧୫ ଯାତ୍ରୀ ଆହତ
ଭୁବନେଶ୍ବର: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପଶ୍ଚିମବଙ୍ଗ ନାରାୟଣଗର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପଶ୍ଚିମବଙ୍ଗ ନାରାୟଣଗର ଜାତୀୟ!-->…
Read More...
Read More...
ଶ୍ରୀମନ୍ଦିରର ଲାଇଟ୍ ଖୋଲାଯିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ
ଭୁବନେଶ୍ବର: ଶ୍ରୀମନ୍ଦିରର ଆଲୋକିକରଣ ପାଇଁ ଲଗାଯାଇଥିବା ଲାଇଟ୍ ଖୋଲି ଦିଆଯିବା ଘଟଣାର ଅନୁଧ୍ୟାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ପ୍ରଦୀପ ଜେନା। ଗତ ୩ ଦିନ ହେଲା ଅନ୍ଧାର ହୋଇ ରହିଛି ଶ୍ରୀମନ୍ଦିର ଚାରିପଟ।
ଉଲ୍ଲେଖଥାଉକି; ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ!-->!-->!-->…
Read More...
Read More...