Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍
Browsing Category
Today’s Highlight
କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ବର: ପୁଣି ଚର୍ଚ୍ଚାରେ କିଟ୍ ବିଶ୍ବବିଦ୍ୟାଳୟ। କିଟ୍ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ହଷ୍ଟେଲରୁ ଛାତ୍ରଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି। ମୃତ ଛାତ୍ର ଛତିଶଗଡର ରାହୁଲ ଯାଦବ ବୋଲି ସୂଚନା ମିଳିଛି । ସେ କମ୍ପ୍ୟୁଟର!-->…
Read More...
Read More...
ସଂସଦରେ ନାରାବାଜି ଡ୍ରାମା କରନାହିଁ : ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ସୋମବାରଠାରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହୋଇଛି। ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଦିବ୍ୟଙ୍ଗତ ସାଂସଦଙ୍କ ଉଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ବାଚସ୍ପତି ଓମ୍ ବିର୍ଲା। ଦିବ୍ୟଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ୧ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ଏହା!-->…
Read More...
Read More...
କିସ୍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
ଜାଗରଣ, ଆତ୍ମୀୟତା ଓ ପ୍ରତିବଦ୍ଧତା ଜୀବନର ମୂଳମନ୍ତ୍ର: ପ୍ରଫେସର ଗଣେଶୀ ଲାଲ
ଭୁବନେଶ୍ୱର: ଜାଗରଣ, ଆତ୍ମୀୟତା ଓ ପ୍ରତିବଦ୍ଧତା ହେଉଛି ଜୀବନର ମୂଳମନ୍ତ୍ର ବୋଲି ଓଡ଼ିଶାର ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ରବିବାର କିସ୍ ବିଶ୍ୱବିଦ୍ୟାଳୟ ୫ମ ସମାବର୍ତ୍ତନ ଉତ୍ସବରେ!-->!-->!-->…
Read More...
Read More...
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ବୌଦ୍ଧ: ୧୦ ଶିକ୍ଷକଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ଆକ୍ସନରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ବିଇଓ ୮ଟି ସ୍କୁଲର ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। ବିଇଓ କୌଣସି ସୂଚନା ନ ଦେଇ ଅଚାନକ ସ୍କୁଲ ଗସ୍ତ!-->…
Read More...
Read More...
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
ନ୍ୟୁଜ୍ ବ୍ୟୁରୋ: ରାଜ୍ୟରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ ରିପୋର୍ଟ ପଞ୍ଜୀକୃତ ହୋଇଛି। ସେମାନଙ୍କ ମଧ୍ୟରୁ ୮,୩୬୨ ଶିଶୁଙ୍କୁ ଉଦ୍ଧାର କରାଯାଇଥିବାବେଳେ ୨,୯୭୫ ଜଣ ନିଖୋଜ ଅଛନ୍ତି। ଏସବୁ ରିପୋର୍ଟକୁ ପଞ୍ଜୀକୃତ କରାଯାଇ ଜିଲା ଶିଶୁ ସୁରକ୍ଷା ୟୁନିଟ୍(ଡିସିପିୟୁ)କୁ ହସ୍ତାନ୍ତର!-->…
Read More...
Read More...
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ଭୁବନେଶ୍ୱର: ୪ ନମ୍ବର ମାଛ ମାର୍କେଟରେ ହେବ ନବକଳେବର, ଆମିଷ ବଜାରରୁ ହଟିବ ଜବରଦଖଲ। ନୂଆ ରୂପ ପାଇବ ଭୁବନେଶ୍ୱର ମହାନଗର ନିଗମ ଅଧୀନ ୪ ନମ୍ବର ମାଛ ମାର୍କେଟ। ଆଜି ସକାଳୁ ବିଏମସି କମିଶନର ଚଞ୍ଚଲ ରଣାଙ୍କ ସହ ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ମେୟର ସୁଲୋଚନା ଦାସ।
ମେୟର କହିଛନ୍ତି!-->!-->!-->…
Read More...
Read More...
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଭୁବନେଶ୍ଵର: ରାଜ୍ୟରେ ଗଡିବ ଆଉ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ। ନୂଆବର୍ଷ ପୂର୍ବରୁ ଗଡିବା ନେଇ ଯୋଜନା ରହିଥିବାବେଳେ, ଗାଡ଼ି ଆସି ସାରିଛି। ଏବେ ଏହାର ବ୍ରାଣ୍ଡିଂ ଚାଲିଥିବା ଜଣାପଡ଼ିଛି। ନିର୍ଦ୍ଦେଶନାମା ଅନୁସାରେ ୫ ବର୍ଷ ପୂରଣ ହୋଇଥିବା ୧୧୨ ଗାଡ଼ିର ଅବଧି ଆସନ୍ତା ୨୦୨୬ ଜାନୁଆରୀ ମଧ୍ୟରେ!-->…
Read More...
Read More...
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆ ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମନ କି ବାତର ୧୨୮ତମ ଏପିସୋଡ୍ ରେ ତାଙ୍କ ବକ୍ତବ୍ୟ ରଖିଛନ୍ତି। ଏହି ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରେରଣାଦାୟକ କାହାଣୀ କହିଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଲକ୍ଷ୍ୟ ହେଉଛି!-->…
Read More...
Read More...
ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
ନ୍ୟୁଜ୍ ବ୍ୟୁରୋ: ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ। ଆଇଏମ୍ଏମ୍ସି ପ୍ରବକ୍ତା ଅନନ୍ତ ଓରଫ ବିକାଶ ନାଗପୁର ସମେତ ୧୫ ହାର୍ଡକୋର୍ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ଗଡ଼ଚିରୋଲି ଜିଲ୍ଲା ଗୋଁଦିଆ ପୋଲିସ ଆଗରେ ଏମାନେ ଆତ୍ମ ସମର୍ପଣ କରିଛନ୍ତି। ତେବେ!-->…
Read More...
Read More...
୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର: ରାଜ୍ୟର ୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆଜି ବିଧାନସଭାରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ରାଜ୍ୟ ସରକାର ୪୧୪୫ ମନ୍ଦିରର ଆର୍ଥିକ ଅନୁଦାନ ବୃଦ୍ଧି!-->…
Read More...
Read More...