ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category

Today’s Highlight

ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ

ନ୍ୟୁଜ୍ ବ୍ୟୁରୋ: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଏହି ଅବସରରେ ଅନେକ ବିଧାୟକ ଓ…
Read More...

ଭୁବନେଶ୍ୱରରେ କଙ୍ଗନା ରଣାୱତ

ଭୁବନେଶ୍ୱର: ବଲିଉଡ ଅଭିନେତ୍ରୀ ଓ ସାଂସଦ କଙ୍ଗନା ରଣାୱତ ନିଜ ଅଭିନୀତ ଫିଲ୍ମ ଭାରତ ଭାଗ୍ୟ ବିଧାତାର ପ୍ରିମିୟର ଶୋ’ରେ ଯୋଗଦେବା ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଆଜି ସନ୍ଧ୍ୟାରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଫିଲ୍ମର ପ୍ରିମିୟର ଶୋ’ ଦେଖିବେ। କାର୍ଯ୍ୟକ୍ରମ ପରେ ସେ…
Read More...

ଦୁଷ୍କର୍ମ ମାମଲାରେ ୮ ବର୍ଷ ପରେ ଫେରାର ମୌଲାନା ଜାମସେଦପୁରରୁ ଗିରଫ

ଝାଡଖଣ୍ଡ: ଦୁଷ୍କର୍ମ ଅଭିଯୋଗରେ ଦୀର୍ଘ ୮ ବର୍ଷ ଧରି ଫେରାର ଥିବା ଜଣେ ମୌଲାନାଙ୍କୁ ଜଗତପୁର ପୋଲିସ ଝାଡଖଣ୍ଡର ଜାମସେଦପୁରରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପଦ୍ମପୁର ମୁତାରିଫା ଗ୍ରାମର ସେକ୍ ନଜିମୁଲ ଅରଫିନ୍ ଓରଫ ହାପିଜ୍ (୪୫)। ୨୦୧୮ ମସିହାରେ ଜଣେ ମହିଳା ତାଙ୍କ ବିରୋଧରେ…
Read More...

ବିଶିଷ୍ଟ ସାହିତ୍ୟିକ ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ, କବି, ନାଟ୍ୟକାର ଓ ଔପନ୍ୟାସିକ ଜଗନ୍ନାଥ ପ୍ରସାଦ ଦାସଙ୍କର ୯୦ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ଓଡ଼ିଆ ସାହିତ୍ୟ ଓ ସଂସ୍କୃତି ଜଗତରେ ଗଭୀର ଶୋକର ଛାୟା ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ପରଲୋକ…
Read More...

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ମୌସୁମୀ ଭାରତରେ ଆନୁଷ୍ଠାନିକ ଭାବେ ପ୍ରବେଶ କରି କେରଳ ଛୁଇଁଛି। ପାଣିପାଗ ବିଭାଗ (ଆଇଏମଡି) ଏହାର ସରକାରୀ ଘୋଷଣା କରି କହିଛି ଯେ, ମୌସୁମୀର ଅଗ୍ରଗତି ପାଇଁ ପରିସ୍ଥିତି ଅନୁକୂଳ ରହିଛି ଏବଂ ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ ଏହା କର୍ଣ୍ଣାଟକ ଉପକୂଳ ଦେଇ ଗୋଆ…
Read More...

ବ୍ରିକ୍ସ ସମ୍ମିଳନୀରେ ମୋହନ ମାଝୀ

ଜିରୋ କାଜୁଆଲିଟି’ ପାଇଁ ବିଶ୍ୱ ପ୍ରସିଦ୍ଧ ଓଡ଼ିଶାପୁରୀ: ପୁରୀରେ ଆୟୋଜିତ ବ୍ରିକ୍ସ ‘ଡିଜାଷ୍ଟର ରିସ୍କ ରିଡକ୍ସନ ୱାର୍କିଂ ଗ୍ରୁପ୍’ (DRRG)ର ଦ୍ୱିତୀୟ ବୈଷୟିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରର ସଫଳତାକୁ ବିଶ୍ୱ ସମ୍ମୁଖରେ ଉପସ୍ଥାପନ…
Read More...

ବିଶ୍ୱ ତମାଖୁ ବର୍ଜନ ଦିବସ ଅବସରରେ ଆଇଡିଏସ୍ ପକ୍ଷରୁ ୱାକାଥନ୍ ଆୟୋଜିତ

ଭୁବନେଶ୍ୱର: ତମାଖୁ ସେବନର ଭୟାବହତା ଓ ଅପକାରିତା ଏବଂ ତମାଖୁ ମୁକ୍ତ ଜୀବନ ସଂପର୍କରେ ସଚେତନତା ବାଂଟିବା ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନସେସ୍ ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ଉପଲକ୍ଷେ ବୁଧବାର ଏକ ୱାକାଥନ୍…
Read More...

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ

ନୂଆ ଦିଲ୍ଲୀ: ବିବାହିତ ଝିଅମାନଙ୍କ ଅଧିକାର ସମ୍ପର୍କରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଓ ଦୂରଗାମୀ ରାୟ ଦେଇଛନ୍ତି। ଅନୁକମ୍ପାମୂଳକ ନିଯୁକ୍ତି ସମ୍ବନ୍ଧୀୟ ଏକ ମାମଲାର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ବିବାହ ପରେ ମଧ୍ୟ ଜଣେ ଝିଅ ତାଙ୍କ ପିତାମାତାଙ୍କ ପରିବାରର ସଦସ୍ୟ…
Read More...

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା

ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ ପୁରୀ: ପୁରୀ ଶ୍ରୀମନ୍ଦିରରେ ଇ-ହୁଣ୍ଡି ବ୍ୟବସ୍ଥା କାର୍ଯ୍ୟକାରୀ କରିବା ନେଇ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଆଇନ, କାର୍ଯ୍ୟ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ…
Read More...

ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ

ନୂଆ ଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗର ଅଞ୍ଚଳର ଏକ ହୋଟେଲରେ ବୁଧବାର ସକାଳେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ଅତିକମରେ ୨୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଛି। ଘନ ଧୂଆଁ ଓ ନିଆଁରେ ହୋଟେଲଟି ଆବୃତ ହୋଇଯିବାରୁ ଅତିଥିମାନଙ୍କ ମଧ୍ୟରେ ଆତଙ୍କ…
Read More...