Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ
କେନ୍ଦୁଝର : ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ୮୯ ବର୍ଷ ବୟସରେ ପରଲୋକ। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। କେନ୍ଦୁଝର ଜିଲ୍ଲା ବୈଦରାଜ ସାହି ସ୍ଥିତ ନିଜର ପୈତୃକ ବାସଭାବନରେ ସେ ଶେଷ ନିଶ୍ବାସ ତ୍ୟାଗ!-->…
Read More...
Read More...
ଅପରାହ୍ନ ୧ଟା ସୁଦ୍ଧା ୩୮% ମତଦାନ
ଭୁବନେଶ୍ବର: ରାଜ୍ୟରେ ଆଜି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଜାରି ରହିଛି। ଅପରାହ୍ନ ୧ ଟା ସୁଦ୍ଧା ହାରାହାରି ୩୮ ପ୍ରତିଶତ ଭୋଟିଂ ହୋଇଛି। ବାଲେଶ୍ୱରରେ ୪୧.୪%,ଭଦ୍ରକରେ ୩୪.୭୩%,କଟକରେ ୩୯%,ଜଗତସିଂହପୁରରେ ୩୬.୮୫%,ଯାଜପୁରରେ ୩୩.୯୬%,କେନ୍ଦ୍ରାପଡ଼ାରେ ୩୪.୪୫%,ମୟୁରଭଞ୍ଜରେ ୩୯.୬୫% ଓ!-->…
Read More...
Read More...
ସୋଆରେ ବିଶ୍ୱ ତମାଖୁ ମୁକ୍ତ ଦିବସ ପାଳିତ
ଭୁବନେଶ୍ୱର, ମଇ ୩୧: ବିଶ୍ୱ ତମାଖୁ ମୁକ୍ତ ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନ୍ସେସ୍ (ଆଇଡିଏସ୍)ର ପବ୍ଲିକ୍ ହେଲ୍ଥ ଡେଂଟିଷ୍ଟ୍ରି ବିଭାଗ ପକ୍ଷରୁ ସଫେଇ କର୍ମଚାରୀଙ୍କ ନିମନ୍ତେ ତମାଖୁ ବର୍ଜନ ନେଇ ଏକ ସଚେତନତା କାର୍ଯ୍ୟକ୍ରମ!-->…
Read More...
Read More...
ସୋଆ ରେଡ଼ିଓରେ ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ
ଭୁବନେଶ୍ୱର, ମଇ ୩୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ଦ୍ୱାରା ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ମଙ୍ଗଳବାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ ‘ପିରିୟଡ ଫ୍ରେଣ୍ଡଲି ୱାର୍ଲ୍ଡ’କୁ ନେଇ!-->…
Read More...
Read More...
ଖସିଲା ତୀର୍ଥଯାତ୍ରୀ ବସ୍: ୨୧ ମୃତ,୪୦ରୁ ଅଧିକ ଆହତ
ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀରରେ ୧୫୦ ଫୁଟ ତଳକୁ ଖସିପଡ଼ିଛି ତୀର୍ଥଯାତ୍ରୀ ବସ୍। ଏହି ଦୁର୍ଘଟଣାରେ ୨୧ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତଙ୍କ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି!-->…
Read More...
Read More...
ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ: ସିଇସି
ଭୁବନେଶ୍ୱର: ଜୁନ୍ ୧୦ ପର୍ଯ୍ୟନ୍ତ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀର ଆଗମନ ନେଇ କୌଣସି ସମ୍ଭାବନା ନଥିବା ବେଳେ ରାଜ୍ୟର ଆଭ୍ୟନ୍ତରୀଣ ଓ ପଶ୍ଚିମ ଅଂଚଳର ଜିଲ୍ଲାଗୁଡ଼ିକରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)!-->…
Read More...
Read More...
ସମ୍ ହସ୍ପିଟାଲ୍ରେ ପେଡିଆଟ୍ରିକ୍ ଗ୍ୟାଷ୍ଟ୍ରୋଏନ୍ଟେରୋଲୋଜି ସମ୍ପର୍କିତ କର୍ମଶାଳା ଆୟୋଜିତ
ଭୁବନେଶ୍ୱର, ୨୯/୦୫: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ଗତ ରବିବାର ପେଡିଆଟ୍ରିକ ଗ୍ୟାଷ୍ଟ୍ରୋଏନ୍ଟେରୋଲୋଜି ସମ୍ପର୍କିତ ଏକ କର୍ମଶାଳା ଆୟୋଜିତ ହୋଇଯାଇଥିବା ବେଳେ ଏଥିରେ ପ୍ରାୟ ୧୫୦ ଜଣ ପ୍ରତିନିଧି ସାମିଲ ହୋଇଥିଲେ ।
କର୍ମଶାଳାରେ ଲକ୍ଷ୍ନୋ!-->!-->!-->…
Read More...
Read More...
ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ: ୩ମୃତ, ୩୦ ଆହତ
ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ମଡ ଧରଣର ବାଣ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ନାବାଳକ ସହ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ, ପୁରୀ ନରେନ୍ଦ୍ର୍ର ପୁଷ୍କରଣୀରେ ମହାପ୍ରଭୁଙ୍କ ଭଉଁରି ଖେଳ ବେଳେ ବାଣ!-->!-->!-->!-->!-->…
Read More...
Read More...
ପ୍ରକାଶ ପାଇଲା +୨ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ
ଭୁବନେଶ୍ବର: ପ୍ରକାଶ ପାଇଛି +୨ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ। କଳାରେ ପାସ୍ ହାର ୮୦.୯୫% ଥିବା ବେଳେ ବିଜ୍ଞାନର ପାସ୍ ହାର ୮୬.୯୩ % ଓ ବାଣିଜ୍ୟର ପାସ୍ ହାର ୮୨.୨୭% ରହିଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ ପାଇଛି।
ସୂଚନାଯୋଗ୍ୟ, ଗୋଟିଏ!-->!-->!-->…
Read More...
Read More...
ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ
କଟକ: ଆଜି ଜଣେ ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ ଘଟିଛି। କଟକ ହାଡ଼ିବନ୍ଧୁ ସ୍କୁଲ୍ ୧୧୪ ନମ୍ବର ବୁଥ୍ ର ମହିଳା ପୋଲିଂ ଅଫିସର ସୁଜାତା ମିତ୍ରଙ୍କ ମୃତ୍ୟୁ ହୋଇଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୁଚନା ଦେଇଛନ୍ତି। ଏହି ଦୁଃଖଦ ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ!-->…
Read More...
Read More...