ପ୍ରମୁଖ ଖବର

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍‌ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category

Today’s Highlight

ଶକୁନିକୁ ବାଛି ଥିବା ଲୋକର ସବୁ ଦୋଷ : ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ବର: ଓଡ଼ିଶାରେ ବିଜେପି ସରକାର ଗଢିବା ପରେ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ପ୍ରତାପ ଷଡ଼ଙ୍ଗୀ। ବିଜେଡିର ବିପର୍ଯ୍ୟୟ ପରେ ଏବେ ପାୱାରଫୁଲ୍ ନେତା ପାଣ୍ଡିଆନଙ୍କ ପତ୍ତା ମିଳୁନି। ହେଲିକପ୍ଟର ଟୁର୍ ପରେ ଟୁର୍ କରୁଥିଲେ। ନ୍ୟାସନାଲ ଠାରୁ ନେଇ ଲୋକାଲ ସବୁ
Read More...

ଆଡଭୋକେଟ୍ ଜେନେରାଲ ପଦରୁ ଇସ୍ତଫା ଦେଲେ ଅଶୋକ

ଭୁବନେଶ୍ବର: ଓଡ଼ିଶାର ଆଡଭୋକେଟ୍ ଜେନେରାଲ ପଦରୁ ଇସ୍ତଫା ଦେଇଛନ୍ତି ଅଶୋକ ପରିଜା। ତାଙ୍କ ସ୍ଥାନରେ ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକ ଇନଚାର୍ଜ ଆଡଭୋକେଟ୍ ଜେନେରାଲ ଭାବେ ଦାୟିତ୍ୱ ତୁଲାଇବେ। ଶ୍ରୀ ପଟ୍ଟନାୟକ ନିଜ ଦାୟିତ୍ୱ ସହ ଅତିରିକ୍ତ ଭାବେ ‘ଆଡଭୋକେଟ୍ ଜେନେରାଲ’ଙ୍କ ଦାୟିତ୍ୱ
Read More...

ଇସ୍ତଫା ଦେଲେ ମନୋଜ ମିଶ୍ର

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି ବିଭାଗର ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଶ୍ରୀ ମିଶ୍ର ୨୦୨୨ ଡିସେମ୍ବର ୨୮ତାରିଖରେ ସର୍ବଭାରତୀୟ ରେଳବାଇ ଟ୍ରାଫିକ ସେବା(ଆଇଆରଟିଏସ) ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ ଓ ସେବେଠୁ
Read More...

ଓଡ଼ିଶାରୁ ହଟିଲା ନିର୍ବାଚନୀ ଆଦର୍ଶ ଆଚରଣ ବିଧି

ଭୁବନେଶ୍ବର: ରାଜ୍ୟରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଆଜି ହଟାଇ ଦିଆଯାଇଛି। ନିର୍ବାଚନ ଆୟୋଗ ଆଜି ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ୍ ସଚିବଙ୍କୁ ଚିଠି ଲେଖି ଏନେଇ ଅବଗତ କରାଇଛନ୍ତି। ଏପଟେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
Read More...

ବରିଷ୍ଠ ନେତାଙ୍କୁ ଦୂରେଇ ରଖିବାରୁ ହାରିଲା ବିଜେଡି

ଭୁବନେଶ୍ବର: ପ୍ରଥମେ ଅରୁଣ ସାହୁ ଏବେ ଶଶୀଭୂଷଣ ବେହେରା। ବିଜେଡିର ପରାଜୟ ପରେ ଏବେ ଦଳର ଜଣେ ପରେ ଜଣେ ନେତା ମୁହଁ ଖୋଲି ଆରମ୍ଭ କରିଦେଲେଣି। ଆଜି ବରିଷ୍ଠ ନେତା ଶଶୀଭୂଷଣ ବେହେରା ବିଜେଡି ପରାଜୟକୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଦଳର ବରିଷ୍ଠ ନେତାଙ୍କୁ ନିର୍ବାଚନ
Read More...

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପଦରୁ ଇସ୍ତଫା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ରିଟାୟର୍ଡ ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ର ଓ ତାଙ୍କ ସହ ଆର୍ ବାଲକ୍ରିଷ୍ଣନ୍ ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଦୁଇଜଣଙ୍କ ଇସ୍ତଫାକୁ ଗ୍ରହଣ କରିନିଆଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ
Read More...

ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବ

ଭୁବନେଶ୍ୱର: ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବ। ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି। ତେବେ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେବ। ବଜ୍ରପାତ
Read More...

ଆସନ୍ତା ୯ ରେ ଶପଥ ନେଇପାରନ୍ତି ମୋଦୀ !

ନୂଆଦିଲ୍ଲୀ: ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ। ରବିବାର ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ଶପଥ ନେବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି। ପୂର୍ବରୁ ଜୁନ୍ ୮ତାରିଖରେ
Read More...

ରାଜ୍ୟରେ ବନ୍ଦ ହେବନି ବିଏସକେଓ୍ୱାଇ ଯୋଜନା

ଭୁବନେଶ୍ବର: ବିଏସକେଓ୍ୱାଇ ଯୋଜନାକୁ ନେଇ ସ୍ୱାସ୍ଥ୍ୟ ବିଭାଗ ତାର ସ୍ପଷ୍ଟୀକରଣ ରଖିଛି। ପୂର୍ବରୁ ବିଏସକେଓ୍ବାଇ କାର୍ଡରେ ଯେମିତି ସୁବିଧା ମିଳୁଥିଲା ବର୍ତ୍ତମାନ ବି ସେମିତି ସୁବିଧା ମିଳୁଛି। ଏନେଇ ଲୋକଙ୍କ ମଧ୍ୟରେ କିଛି ଦ୍ୱନ୍ଦ ନରହିବା ଉଚିତ। ପୂର୍ବରୁ ଯେମିତି ହସ୍ପିଟାଲ ଓ ସରକାରୀ
Read More...

ମୋଦୀ ସରକାରକୁ ସମର୍ଥନ କଲେ ନୀତୀଶ,ନାଇଡୁ

ନୂଆଦିଲ୍ଲୀ: ଆଜି ଅର୍ଥାତ ବୁଧବାର ଦିଲ୍ଲୀରେ ରାଜଧାନୀ ଦିଲ୍ଲୀରେ ଏନଡିଏର ସହଯୋଗୀ ଦଳର ଶୀର୍ଷ ନେତାଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଟିଡିପି ନେତା ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଯୋଗ ଦେଇଥିଲେ। ପାରିତ ହୋଇଥିବା ଏକ ପ୍ରସ୍ତାବରେ
Read More...