Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category
Today’s Highlight
ପୁଣି ଜିତିଲେ ଅପରାଜିତା
ଭୁବନେଶ୍ୱର: ପୁଣି ବିଜୟର ମୁକୁଟ ପିନ୍ଧିଲେ ଅପରାଜିତା ଷଡ଼ଙ୍ଗୀ। ଅପରାଜିତା ଭୁବନେଶ୍ବରରେ ପୁଣି ବିଜୟିନୀ ହୋଇଛନ୍ତି। ସେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କୁ ହରାଇ ବାଜି ମାରିନେଇଛନ୍ତି। ଲଗାତାର ବିଜେପି ପ୍ରାର୍ଥୀଙ୍କ ବିଜୟ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବର ମାହୋଲ!-->…
Read More...
Read More...
ଓଡିଶାକୁ ଧନ୍ୟବାଦ ଜଣେଇଲେ ମୋଦୀ
ଭୁବନେଶ୍ବର: ଧନ୍ୟବାଦ ଓଡ଼ିଶା! ସୁଶାସନ ନେଇ ବଡ଼ ବିଜୟ କହି ସୋଶାଲ୍ ମିଡ଼ିଆ ଏକ୍ସରେ ବଧେଇ ଜଣାଇଲେ ମୋଦି। ଲୋକଙ୍କ ସ୍ୱପ୍ନ ପୂରଣ ପାଇଁ ବିଜେପି ସୁଯୋଗ ହାତଛଡ଼ା କରିବନି। ବିଜେପି କାର୍ଯ୍ୟକର୍ତ୍ତା କଠିନ ପରିଶ୍ରମ ଯୋଗୁ ଏହା ସମ୍ଭବ ବୋଲି ମୋଦି ସୋଶାଲ ମିଡ଼ିଆ Xରେ ଲେଖିଛନ୍ତି।
!-->!-->!-->…
Read More...
Read More...
ହିଞ୍ଜିଳିରୁ ଜିତିଲେ ନବୀନ
ଭୁବନେଶ୍ବର, ଚଳିତବର୍ଷ ନିର୍ବାଚନରେ ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ ବିଜୟଲାଭ କରିଛନ୍ତି। ଭାଜପା ପ୍ରାର୍ଥୀଙ୍କୁ ୪ ହଜାରରୁ ଅଧିକ ଭୋଟରେ ନବୀନ!-->…
Read More...
Read More...
ଦିଗପହଣ୍ଡିରେ ବିଜୟ ମୁକୁଟ ପିନ୍ଧିଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି: ବିଜେଡି ଗଡରେ ବିଜୟୀ ହେଲା ବିଜେପି। ଦିଗପହଣ୍ଡିରେ ଜିତିଲେ ଅଭିନେତା ସିଦ୍ଧାନ୍ତ ମହାପାତ୍ର। ବିଜେଡି ପ୍ରାର୍ଥୀ ବିପ୍ଲବ ପାତ୍ରଙ୍କୁ ୧୫ ହଜାରରୁ ଅଧିକ ଭୋଟରେ ହରାଇ ଜିତିଛନ୍ତି ବିଜେପି ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର।
ବିପ୍ଲବ ହେଉଛନ୍ତି ବିଜେଡିର ପୁରୁଖା ନେତା!-->!-->!-->…
Read More...
Read More...
ବାରଣାସିରୁ ତୃତୀୟ ଥର ଜିତିଲେ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ତୃତୀୟ ଥର ପାଇଁ ଉତ୍ତର ପ୍ରଦେଶର ବାରଣାସୀ ଲୋକସଭା ଆସନରୁ ବିଜୟୀ ହୋଇଛନ୍ତି। ସେ କଂଗ୍ରେସର ଅଜୟ ରାୟଙ୍କ ପ୍ରାୟ ଦେଢ ଲକ୍ଷ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି। ମୋଦୀଙ୍କୁ ପ୍ରାୟ ୬ ଲକ୍ଷ ୧୨ ହଜାର ଭୋଟ ମିଳିନଥିବାବେଳେ ଅଜୟ ରାୟଙ୍କୁ ୪ ଲକ୍ଷ ୬୦ ହଜାର!-->…
Read More...
Read More...
କଣ୍ଟାବାଞ୍ଜିରୁ ହାରିଲେ ନବୀନ
ଭୁବନେଶ୍ବର: ରାଜ୍ୟରେ କ୍ଷମତାସୀନ ବିଜେଡିକୁ ଶକ୍ତ ଧକ୍କା ଲାଗିଛି । କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ଏବଂ ବିଜେଡିର ସଭାପତି ତଥା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ପରାସ୍ତ ହୋଇଛନ୍ତି। ଏହି ନିର୍ବାଚନ କ୍ଷେତ୍ରରେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ବିଜୟୀ!-->…
Read More...
Read More...
କେନ୍ଦ୍ରରେ କଡା ଟକ୍କର, ସବୁଠି ବିଜେପି ଆଗରେ
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ବାରାଣସୀ ଲୋକସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ଅଛନ୍ତି। ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରୁ ୭୩୧୧ ଭୋଟ୍ରେ ଆଗୁଆ ଅଛନ୍ତି। ଲକ୍ଷ୍ନୌ ଲୋକସଭା ଆସନରେ ଆଗରେ ଅଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଦିଲ୍ଲୀର ୭ଟି ଲୋକସଭା ଆସନରେ!-->…
Read More...
Read More...
୭୦ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଭୋଟ୍ ଗଣତି
ଭୁବନେଶ୍ବଣ: ଆରମ୍ଭ ହେଲା ଭୋଟ୍ ଗଣତି । ରାଜ୍ୟରେ ୭୦ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଭୋଟ୍ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟ ଭୋଟ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ବାଲାଟ ଗଣତି ଶେଷ ପରେ ଇଭିଏମ ଗଣତି ଆରମ୍ଭ ହେବ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ପାଇଁ ସିଆରପିଏଫ୍ ଯବାନ, ଡିସିପି!-->…
Read More...
Read More...
ବ୍ରହ୍ମୋସର ଏରୋସ୍ପେସ୍ର ପୂର୍ବ ଇଞ୍ଜିନିୟରଙ୍କୁ ଆଜୀବନ କାରାଦଣ୍ଡ
ନାଗପୁର: ନାଗପୁରର ଏକ ଅଦାଲତ ସୋମବାର ବ୍ରହ୍ମୋସ ଏରୋସ୍ପେସ୍ର ପୂର୍ବ ଇଞ୍ଜିନିୟର ନିଶାନ୍ତ ଅଗ୍ରୱାଲଙ୍କୁ ଆଜୀବନ କାରାଦଣ୍ଡ ସଜା ଶୁଣାଇଛନ୍ତି। ନିଶାନ୍ତଙ୍କ ନାମରେ ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ପାଇଁ କାମ କରୁଥିବା ନେଇ ଅଭିଯୋଗ ରହିଛି।
ସୂଚନା ଅନୁସାରେ, ନାଗପୁରରେ ଥିବା!-->!-->!-->…
Read More...
Read More...
ପୁରୀରେ ହେବନି ବିଜୟ ଶୋଭାଯାତ୍ରା
ପୁରୀ : ନିର୍ବାଚନର ଗଣତି କାଲି ସକାଳ ୮ ଟାରୁ ଆରମ୍ଭ ହେବାକୁ ଯାଉଛି। ପୁରୀରେ ନରେନ୍ଦ୍ର ପୁଷ୍କରଣୀରେ ବାଣ ବିସ୍ଫୋରଣ ଘଟଣା ପରେ ନିର୍ବାଚନ ପରବର୍ତ୍ତୀ ଶୋଭାଯାତ୍ରା ଉପରେ ପୁଲିସ ଓ ଜିଲା ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ପୁରୀରେ ଭୋଟ ଗଣତି ପରବର୍ତ୍ତି ଉତ୍ସବ ପାଳନ!-->…
Read More...
Read More...