Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ବିଧାୟକ ସମୀର ଦାଶଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି
ଭୁବନେଶ୍ବର: ଗତକାଲି ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ବିଧାୟକ ସମୀର ରଞ୍ଜନ ଦାସ। ଆଜି ବିଜେପି ସମୀରଙ୍କୁ ଦଳ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନ୍ୟସ୍ତ କରିଛି। ସେହିପରି ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେପି ଆଜି ଦଳରୁ ବହିଷ୍କାର କରିଛି ।!-->…
Read More...
Read More...
ବଙ୍ଗୋପସାଗର ରେ ଦାନା ବାନ୍ଧୁଛି ଲଘୁଚାପ କ୍ଷେତ୍ର, ଅଧିକ ଘନୀଭୂତ ହେବା ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ଏହା କ୍ରମଶଃ ଉତ୍ତର ପୂର୍ବ ଦିଗ ରେ ଅଗ୍ରସର ହୋଇ ୨୩ ତାରିଖ ରାତି କିମ୍ବା ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗର ରେ ଡିପ୍ରେଶନ ରେ ପରିଣତ ହେବାର ସମ୍ଭାବନା ରହିଛି।!-->…
Read More...
Read More...
ପିକଅପ ଭ୍ୟାନ୍ ଓଲଟି ୧୭ ଜଣଙ୍କର ମୃତ୍ୟୁ
ଛତିଶଗଡର : ଛତିଶଗଡର କାୱାର୍ଡା ଜିଲ୍ଲାରେ ଏକ ପିକଅପ ଭ୍ୟାନ୍ ଓଲଟି ପଡିବାରୁ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ରୁ ୧୨ ଜଣ ଆହତ ହୋଇଥିବା ସୂଚନା।
ସୂଚନାନୁସାରେ, ପ୍ରାୟ ୩୦ ଜଣ ଲୋକ କେନ୍ଦୁପତ୍ର ତୋଳିବାର ପରେ ଏହି ପିକ୍ଅପ୍ ଭ୍ୟାନ୍ରେ ଫେରୁଥିଲେ। ତେବେ ବହପାଣି ଅଞ୍ଚଳ ଦେଇ!-->!-->!-->…
Read More...
Read More...
ସୋଆ ଏନ୍ସିସି ଛାତ୍ରଛାତୀମାନଙ୍କ ଦ୍ୱାରା ରକ୍ତଦାନ ଶିବିର ଆୟୋଜିତ
ଭୁବନେଶ୍ୱର, ୧୭ / ୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ପରିସରରେ ଗୁରୁବାର ଦିନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରକୁ କଟକ ଏନ୍ସିସି ଗ୍ରୁପ୍!-->…
Read More...
Read More...
ସୋଆ ଆଇଭିଏସ୍ଏଏଚ୍ର ପ୍ରଥମ ବାର୍ଷିକ ଉତ୍ସବ ଆୟୋଜିତ
ଭୁବନେଶ୍ୱର, ମେ ୧୭: ପ୍ରାଣୀମାନେ ଯଦିଓ କଥା କହିପାରନ୍ତି ନାହିଁ କିମ୍ବା ସେମାନଙ୍କର ଭାବାବେଗ ପ୍ରକାଶ କରିପାରନ୍ତି ନାହିଁ କିନ୍ତୁ ସେମାନେ ଭଲ ପାଇବା ଓ ସ୍ନେହର ଭାଷା ବୁଝିପାରନ୍ତି । ତେଣୁ ପ୍ରତ୍ୟେକ ପ୍ରାଣୀ ଚିକିତ୍ସକ ସ୍ନେହ ଓ ଯତ୍ନ ଦେଇ ସେମାନଙ୍କର ଚିକିତ୍ସା କଲେ ସେମାନେ ନିଜ!-->…
Read More...
Read More...
ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର, ମେ ୧୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ୟୁନିଭର୍ସିଟି ପରିଚାଳିତ ଫ୍ୟାକଲ୍ଟି ଅଫ୍ ମ୍ୟାନେଜମେଂଟ ସାଇନ୍ସେସ୍, ଇନ୍ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍)ର ପ୍ରଫେସର ମନୋରଞ୍ଜନ ଦାଶ, ପ୍ରଫେସର ଅୟସକାନ୍ତ ମହାନ୍ତି ଓ ଡକ୍ଟର!-->…
Read More...
Read More...
ନବୀନଙ୍କ ରୋଡ ଶୋ’ ରେ ସାମିଲ ହେଲେ ଲକ୍ଷ ଲକ୍ଷ ଲୋକ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’ ରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଲୋକ। ଜନ ସମୁଦ୍ର ପାଲଟିଛି ରାଜଧାନୀ ରାଜରାସ୍ତା । ଗଙ୍ଗନଗର ଛକରୁ ଆରମ୍ଭ ହୋଇଥିଲା ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ । ମୁଖ୍ୟମନ୍ତ୍ରୀ ହାତ!-->…
Read More...
Read More...
ପୁଣି ବଢିବ ଖରା, ବିଭିନ୍ନ ଅଞ୍ଚଳ ରେ କାଳବୈଶାଖୀ ବର୍ଷା ସମ୍ଭାବନା!
ଭୁବନେଶ୍ବର: ଦକ୍ଷିଣ ବିହାର ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, କୋରାପୁଟ , ରାୟଗଡ଼ା ଜିଲ୍ଲା ର!-->…
Read More...
Read More...
ସରକାରୀ କର୍ମଚାରୀ ପାଇବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ
ରାଉରକେଲା: ସରକାରୀ କର୍ମଚାରୀ ବି ପାଇବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ। ଆଶା ଦିଦିଙ୍କ ଠୁ ଅଙ୍ଗନୱାଡି ଦିଦି ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡର ଲାଭ ଉଠାଇପାରିବେ। ରାଉରକେଲା ନିର୍ବାଚନୀ ପ୍ରଚାରରେ ଘୋଷଣା କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ପୂର୍ବରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ!-->…
Read More...
Read More...
ସୋଆ ସମର୍କ୍ୟାମ୍ପ ଉଦ୍ଯାପିତ
ସ୍କୁଲ ଛାତ୍ରଛାତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ ସୋଆ ସମର୍ କ୍ୟାମ୍ପକୁ ଆହୁରି ବ୍ୟାପକ କରାଯିବ: ସୋଆ ଉପସଭାପତ
ଭୁବନେଶ୍ୱର, ୧୫/୦୫ : ଗ୍ରୀଷ୍ମକାଳୀନ ଛୁଟି ସମୟରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କୁ କ୍ରୀଡା କ୍ଷେତ୍ରରେ ଅଧିକ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)!-->!-->!-->…
Read More...
Read More...