Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ଏପ୍ରିଲ୍ ୨୮ରେ ମାଗଣା ମଧୁମେହ ଚିକିତ୍ସା ଶିବିର
ବ୍ରହ୍ମପୁର, ୨୫/୪: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ସ୍ଥାନୀୟ ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ଆସନ୍ତା ଏପ୍ରିଲ୍ ୨୮ ତାରିଖ ଦିନ ମଧୁମେହ ରୋଗୀଙ୍କ ନିମନ୍ତେ ସମ୍ପୂର୍ଣ୍ଣ ମାଗଣାରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହେବ। ସକାଳ ୯ ଟାରୁ ଦିନ ୧ଟା!-->…
Read More...
Read More...
ସମ୍ ଅଲ୍ଟିମେଟକୁ କୁ ଜେସିଆଇ ପ୍ରାଇମ୍ ସ୍ୱୀକୃତି ମିଳିଲା
ଭୁବନେଶ୍ୱର: ଉତ୍ତମ ସ୍ବାସ୍ଥ୍ୟସେବା ଓ ରୋଗୀଙ୍କ ସୁରକ୍ଷା ଉପରେ ଗୁରୁତ୍ବ ଦେଉଥିବା ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍) ସଫଳତାର ଆଉ ଏକ ପାହାଚରେ ପାଦ ଦେଇଛି। ବୁଧବାର ହସ୍ପିଟାଲକୁ ଜଏଂଟ କମିଶନ ଇଂଟରନ୍ୟାସନାଲ୍ (ଜେସିଆଇ) ପ୍ରାଇମ୍ ମାନ୍ୟତା ପ୍ରାପ୍ତ ହୋଇଛି। ହସ୍ପିଟାଲ ପରିସରରେ!-->…
Read More...
Read More...
ସୋଆ ପକ୍ଷରୁ କମିଶନରେଟ୍ ପୋଲିସ୍ ଓ ଟ୍ରାଫିକ୍ ପୋଲିସ୍କୁ ଓଆର୍ଏସ୍ ଓ ଜଳ ବଂଟନ
ଭୁବନେଶ୍ୱର, ଏପ୍ରିଲ୍ ୨୩: ସାରା ରାଜ୍ୟର ଅସହ୍ୟ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ରାଜଧାନୀରେ ଆଇନ୍ ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ୍ ବ୍ୟବସ୍ଥାରେ ନିୟୋଜିତ ଥିବା କମିଶନରେଟ ପୋଲିସ୍ର ଅଧିକାରୀ ଓ କର୍ମଚାରୀମାନଙ୍କୁ ଟିକେ ଆଶ୍ୱସ୍ତି ଦେବା ନିମନ୍ତେ ସହାୟତାର!-->…
Read More...
Read More...
ସମ୍ରେ ‘ଭିପିଡି ସର୍ଭେଲାନ୍ସ ଆଣ୍ଡ ଏମ୍ଆର୍ କ୍ୟାମ୍ପେନ୍’ ପ୍ରସଙ୍ଗକୁ ନେଇ କର୍ମଶାଳା ଆୟୋଜିତ
ଭୁବନେଶ୍ୱର, ଏପ୍ରିଲ୍ ୨୨: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଶିଶୁରୋଗ ବିଭାଗର ମିଳିତ ସହଯୋଗରେ ‘ଭିପିଡି ସର୍ଭେଲାନ୍ସ ଆଣ୍ଡ ଏମ୍ଆର୍ କ୍ୟାମ୍ପେନ୍’ ପ୍ରସଙ୍ଗକୁ ନେଇ ଏକ!-->…
Read More...
Read More...
ନୂଆଦିଲ୍ଲୀରେ ସୋଆକୁ ୩ଟି ସିଏସ୍ଆର୍ ସମ୍ମାନ
ଭୁବନେଶ୍ୱର, ୨୨/୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଂରାଜୀ ପତ୍ରିକା ‘କମ୍ପିଟିସନ୍ ସକ୍ସେସ୍ ରିଭ୍ୟୁ’ ପକ୍ଷରୁ ୩ ଟି ସିଏସ୍ଆର୍ ସମ୍ମାନ ପ୍ରଦାନ କରାଯାଇଛି । ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ଆୟୋଜିତ ସିଏସ୍ଆର୍ ସମ୍ମାନ ଉତ୍ସବରେ ଏହି ସମ୍ବର୍ଦ୍ଧନା ଦିଆଯାଇଛି। ସୋଆ ଡିମ୍ଡ ଟୁ ବି!-->…
Read More...
Read More...
ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ବନ୍ଧ୍ୟାଦୋଷ ଚିକିତ୍ସା ଶିବିର
ବ୍ରହ୍ମପୁର, ୨୨/୪ : ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ଗତ ରବିବାର ଏକ ନିଃଶୁକ୍ଳ ବନ୍ଧ୍ୟାଦୋଷ ଚିକିତ୍ସା ଓ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଦକ୍ଷିଣ ଓଡିଶାର ବିଭିନ୍ନ ଅଂଚଳରୁ ବହୁ ନିଃସନ୍ତାନ ଦମ୍ପତି ଏହି!-->…
Read More...
Read More...
ଓଡିଶା ପାଇଁ ବିଜେପି ପକ୍ଷରୁ ସଂକଳ୍ପ ପତ୍ରରେ କଣ ରହିଛି ?
ରାଜ୍ୟ ବିଜେପି ପକ୍ଷରୁ ସଂକଳ୍ପ ପତ୍ର ଜାରି ହୋଇଛି। ମୋଦୀ ଗାରେଣ୍ଟି – ୨୦୨୪ ସଂକଳ୍ପ ପତ୍ରର ଓଡିଆ ସଂସ୍କରଣ ଉନ୍ମୋଚନ କରିଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ। ତେବେ କଣ ରହିଛି ଆସନ୍ତୁ ଜାଣିବା--
ଗ୍ରାମୀଣ ଅଞ୍ଚଳରେ ତିନି କୋଟି ମହିଳା ସାଜିବେ ଲକ୍ଷପତି ଦିଦି ସଂସଦ ଓ ବିଧାନସଭାରେ!-->!-->!-->…
Read More...
Read More...
ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା
ଭୁବନେଶ୍ବର: ଆଜି ବିଜେଡିର ସପ୍ତମ ତାଲିକା ଘୋଷିତ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏଥର ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, କାକଟପୁରରୁ ତୁଷାରକାନ୍ତି ବେହେରା,!-->…
Read More...
Read More...
ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ମୃତ ୫ ଆହତ
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୩ ମୃତ ୫ ଆହତ ହୋଇଛନ୍ତି। ଟ୍ରକ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଦୁର୍ଏଘଟଣା ଘଟିଛି। ଜଣେ ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର ଅଛନ୍ତି । ମୃତକ ମାନଙ୍କୁ ଯୋଡିଙ୍ଗା!-->…
Read More...
Read More...
ଏପ୍ରିଲ ୨୫ରୁ ଖରା ଛୁଟି
ଭୁବନେଶ୍ବର: ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଆସନ୍ତାକାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ!-->…
Read More...
Read More...