Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ବିଜେଡି ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା
ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ଆଜି ତା’ର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେମତ ୪୦ ଜଣଙ୍କ ନାଁ ରହିଛି। ସେମାନଙ୍କ ମଧ୍ୟରେ ଭିକେ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର!-->…
Read More...
Read More...
ସମରେ ଜାତୀୟ ସ୍ତରୀୟ ଫିଜିଓଥେରାପିଷ୍ଟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ସପୋର୍ଟ’ ଆୟୋଜିତ
ଭୁବନେଶ୍ୱର, ଏପ୍ରିଲ୍ ୨୦: ଅସୁସ୍ଥ ହୋଇ ଶୋଇ ରହିଥିବା ଅବସ୍ଥାରେ ହସ୍ପିଟାଲ୍କୁ ଆସୁଥିôବା ରୋଗୀଟି କିଭଳି ସୁସ୍ଥ ହୋଇ ନିଜ ଗୋଡ଼ରେ ଚାଲି ଡିସ୍ଚାର୍ଜ ହୋଇପାରିବ ସେ କ୍ଷେତ୍ରରେ ଫିଜିଓଥେରାପିଷ୍ଟ ମାନଙ୍କର ଅନେକ ଭୂମିକା ରହିଛି । ଏହି ସ୍ୱାସ୍ଥ୍ୟ ସେବା କାର୍ଯ୍ୟକୁ ଫିଜିଓଥେରାପିଷ୍ଟ ମାନେ!-->…
Read More...
Read More...
ଆରମ୍ଭ ହେଲା ଶୀତଳାପଲ୍ଲୀ ସମ୍ ହସ୍ପିଟାଲରେ ଡାଏଲିସିସ୍ ସେବା
ବ୍ରହ୍ମପୁର,୨୦/୪ : ଦକ୍ଷିଣ ଓଡ଼ିଶାରେ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ଲକ୍ଷ୍ୟରେ ଏଠାରେ ପ୍ରତିଷ୍ଠିତ ହୋଇଥିବା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ (ଶୀତଳାପଲ୍ଲୀ କ୍ୟାମ୍ପସ୍) ଠାରେ ଗତ ଗୁରୁବାର ଠାରୁ ଆରମ୍ଭ ହୋଇଛି ଡାଏଲିସିସ୍ ଚିକିତ୍ସା । ପ୍ରଥମ!-->…
Read More...
Read More...
ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନେଇ ସୋଆ ଏବଂ ବାଟୋଇ ସିଷ୍ଟମ୍ସ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ୱର, ୨୦/୪ : ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଭୁବନେଶ୍ୱରରେ ସ୍ଥିତ ବାଟୋଇ ସିଷ୍ଟମ୍ସ (ବାଟୋଇ) ମଧ୍ୟରେ ଶନିବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ବାଟୋଇ ହେଉଛି ଏକ ସଫ୍ଟୱେୟାର ଇଞ୍ଜିନିୟରିଂ ଅଟୋମେସନ୍ କମ୍ପାନୀ!-->…
Read More...
Read More...
ଆସିଲା କଂଗ୍ରେସର ଆଉ ଏକ ପ୍ରାର୍ଥୀ ତାଲିକା
ଭୁବନେଶ୍ବର: ଭାରତୀୟ ଜାତୀୟ କଂଗ୍ରେସ ଆଜି ଅର୍ଥାତ ଶନିବାର ଆଉ ଏକ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାର ୩ ଲୋକସଭା ଓ ୧୬ ବିଧାନସଭା ଆସନ ଦଳ ପ୍ରାର୍ଥୀ ତାଲିକା ଜାରି କରିଛି। ଅଖିଳ ଭାରତୀୟ ଜାତୀୟ କଂଗ୍ରେସ (ଏଆଇସିସି) ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ୍!-->…
Read More...
Read More...
ଡ୍ୟୁଟି ସାରି ଫେରୁଥିବା ବେଳେ ଓଲଟିଲା ବସ୍
ବୈତୁଲ: ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ବସ୍ଟି ଓଲଟି ପଡିଛି। ଫଳରେ ଏହି ଦୁର୍ଘଟଣାରେ ପୁଲିସ ସମତେ ୨୧ ହୋମ୍ ଗାର୍ଡ ଆହତ ହୋଇଛନ୍ତି। ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମଧ୍ୟପ୍ରଦେଶର ବୈତୁଲରେ ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି।
ସୂଚନା ମୁତାବକ, ଗତକାଲି ପ୍ରଥମ ପର୍ଯ୍ୟାୟ!-->!-->!-->…
Read More...
Read More...
ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ୍ ଘୋଷଣା କରିଛନ୍ତି। ମୋଟ ୯ ଜଣଙ୍କ ନାମ ତାଲିକାରେ ଥିବା ବେଳେ ଏଥିରେ ୪ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି। ଆଜିର ୯ପ୍ରାର୍ଥୀଙ୍କୁ ମିଶାଇ ବିଜେଡି ସମୁଦାୟ!-->…
Read More...
Read More...
ଏପ୍ରିଲ୍ ୨୧ରୁ ପ୍ରଚଣ୍ଡ ରୌଦ୍ର ତାପରୁ ଆଶ୍ୱସ୍ତି ମିଳିପାରେ : ସିଇସି
ଭୁବନେଶ୍ୱର, ଏପ୍ରିଲ୍ ୧୯: ବଙ୍ଗୋପସାଗରରେ ଆଂଟି ସାଇକ୍ଲୋନ ସୃଷ୍ଟି ହେବାର ସମ୍ଭାବନା କାରଣରୁ ଓଡ଼ିଶାରେ ଆସନ୍ତା ୨୧ ତାରିଖ ଠାରୁ ପ୍ରଚଣ୍ଡ ଖରା ତାତିରୁ କିଛିଟା ଆଶ୍ୱସ୍ତି ମିଳିପାରେ ବୋଲି ଶୁକ୍ରବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ!-->…
Read More...
Read More...
ଅଂଗଦାନକୁ ପ୍ରୋତ୍ସାହନ ଦେଉଛି ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର
ଭୁବନେଶ୍ୱର, ଏପ୍ରିଲ୍ ୧୯: ମୃତ୍ୟୁ ପରେ ବି ଜୀବନ । ଏହି ଉକ୍ତିକୁ ପାଥେୟ କରି ଅଂଗଦାନ ଭଳି ମହତ୍ କାର୍ଯ୍ୟକୁ ଅବିରତ ଭାବେ ପ୍ରୋତ୍ସାହନ ଦେଇଚାଲିଛନ୍ତି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର। ରାଜ୍ୟ ତଥା ଦେଶରେ ସ୍ୱାସ୍ଥ୍ୟ!-->…
Read More...
Read More...
ବୁଡିଲା ଡଙ୍ଗା, ୧୦ରୁ ଅଧିକ ଲୋକ ନିଖୋଜ
ଝାରସୁଗୁଡା: ହୀରାକୁଦ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଦୁଇ ମୃତ ଓ ୧୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ମୃତକ ଜଣେ ମହିଳା ଅଟନ୍ତି। ନିଖୋଜମାନଙ୍କୁ ଉଦ୍ଧାର କରିବା ପାଇଁ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳ ଅଭିମୁଖେ ବାହାରିଛି। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନଙ୍କ ମଧ୍ୟରେ ଅନେକ ମହିଳା ଓ!-->…
Read More...
Read More...