Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category
Today’s Highlight
ବିଜେଡିର ନିର୍ବାଚନୀ ଇସ୍ତାହାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ସନ୍ଧ୍ୟାରେ ବିଜୁ ଜନତା ଦଳ ୨୦୨୪ ନିର୍ବାଚନୀ ଇସ୍ତାହାର ଜାରି କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ଇସ୍ତାହାର ଲୋକଙ୍କ ସାମ୍ନାରେ ରଖି କହିଛନ୍ତି ଏହି ମନିଫେଷ୍ଟୋ ଓଡ଼ିଶାରେ ଇତିହାସ ଲିପିବଦ୍ଧ କରିବ। ଗତ ୨୪ ବର୍ଷ ମଧ୍ୟରେ, ବିଜେଡି ସରକାର ଓଡିଶାକୁ ଏକ!-->…
Read More...
Read More...
ରିଲିଆନ୍ସ ଟ୍ରେଣ୍ଡରେ ଲାଗିଲା ନିଆଁ
ଆନନ୍ଦପୁର: ଆନନ୍ଦପୁରରେ ଏକ ସପିଙ୍ଗ୍ ମଲ୍ରେ ନିଆଁ ଲାଗି ଜଳିଗଲା ସବୁ ସାମଗ୍ରି। ନିଆଁ ଲିଭାରେ ୪ଟି ଅଗ୍ନିଶମ ଗାଡ଼ି ନିୟୋଜିତ ହୋଇଥିଲା। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଇଛି। ସପିଙ୍ଗ୍ ମଲ୍ରେ ଥିବା ସମସ୍ତ କର୍ମଚାରିଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।
ସୂଚନା!-->!-->!-->…
Read More...
Read More...
ଓଡିଶାରେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ମୋଦିଙ୍କୁ ସ୍ୱାଗତ କରିଛନ୍ତି ହଜାର ହଜାର ଲୋକ।ରାଜଭବନରେ ରାତ୍ରି ଯାପନ କରିବେ ପ୍ରଧାନମନ୍ତ୍ରୀ। ୬ ତାରିଖ ସକାଳୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ବିଶାଳ!-->…
Read More...
Read More...
ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ଅତ୍ୟାଧୁନିକ ଚିକିତ୍ସା ଓ ଅସ୍ତ୍ରୋପଚାର ଉପଲବ୍ଧ
ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାବାସୀଙ୍କୁ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ବର୍ତ୍ତମାନ ଅତ୍ୟାଧୁନିକ ଚିକିତ୍ସା ଓ ଅସ୍ତ୍ରୋପଚାର ଉପଲବ୍ଧ ହୋଇ ପାରୁଛି।
ଏହି!-->!-->!-->…
Read More...
Read More...
ଆସନ୍ତାକାଲି ଓଡିଶା ଆସିବେ ମୋଦି
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି। କାଲି ରାତି ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ଆଜି ଏନେଇ ସୂଚନା ଦେଇଛନ୍ତି।
ଭୁବନେଶ୍ୱରରେ ପହଞ୍ଚିବା ପରେ!-->!-->!-->…
Read More...
Read More...
ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ହେଲେ ସୁଜାତା
ଭୁବନେଶ୍ବର: ଆଇଏଏସ ସୁଜାତା କାର୍ତ୍ତିକେୟନଙ୍କ ବଦଳି । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗରୁ ମଧ୍ୟ ବଦଳି । ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ୱରେ ରହିବେ ସୁଜାତା । କାଲି ବଦଳି ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ କମିଶନ । ବିଜେପିର ଅଭିଯୋଗ ପରେ ଦେଇଥିଲେ ବଦଳି ନିର୍ଦ୍ଦେଶ ।!-->…
Read More...
Read More...
ସୋଆରେ ଡିବିଟି ର ଦୁଇ ଦିନିଆ ସମୀକ୍ଷା ବୈଠକ
ଭୁବନେଶ୍ୱର: ଭାରତ ସରକାରଙ୍କ ଡିପାର୍ଟମେଂଟ ଅଫ୍ ବାୟୋଟେକନୋଲୋଜି (ଡିବିଟି) ଅଧିନସ୍ଥ ରିସର୍ଚ୍ଚ ରିସୋର୍ସ ସର୍ଭିସ ଫେସିଲିଟି ଆଣ୍ଡପ୍ଳାଟଫର୍ମସ (ଆରଆରଏସଏଫପି)ର ଟାସ୍କଫୋର୍ସ ସଭ୍ୟମାନଙ୍କ ଦୁଇଦିନିଆ ସମୀକ୍ଷା ବୈଠକ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟଠାରେ ଶୁକ୍ରବାର ଉଦ୍ଯାପିତ!-->…
Read More...
Read More...
ନିର୍ବାଚନ ଲଢ଼ିବେ ସୌମ୍ୟ ପଟ୍ଟନାୟକ
ଭୁବନେଶ୍ବର: ବରିଷ୍ଠ ନେତା ସୌମ୍ୟରଞ୍ଜନ ପଟ୍ଟନାୟକ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ। ନିଜର ସମର୍ଥକ ଓ ଶୁଭେଚ୍ଛୁଙ୍କ ସହ ବୈଠକ କରିବା ପରେ ସୌମ୍ୟ ଏହି ଘୋଷଣା କରିଛନ୍ତି।
ଜନସଭା ପରେ ସୌମ୍ୟ କହିଛନ୍ତି ଯେ, ଆଜିର ସମାବେଶ ଦେଖି ଲାଗୁଛି ଲୋକମାନେ ଏଥର ପରିବର୍ତ୍ତନ!-->!-->!-->…
Read More...
Read More...
ଓଡିଶା ଉପକୂଳ ଅଂଚଳ ରେ ଗ୍ରୀଷ୍ମ ପ୍ରବାହ ହ୍ରାସ
ଭୁବନେଶ୍ୱର: ଉତ୍ତର ପଶ୍ଚିମ ଦିଗରୁ ହେଉଥିବା ବାୟୁ ପ୍ରବାହରେ ପରିବର୍ତନ ଯୋଗୁଁ ଓଡିଶାର ଉପକୂଳ ଅଂଚଳରେ ପ୍ରବଳ ଗ୍ରୀଷ୍ମ ଉତାପ ହ୍ରାସ ପାଇଛି। ଏଥିପାଇଁ ମେ ୧୨ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତୀ ଜିଲ୍ଲା ଗୁଡିକରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା କମ୍ ରହିଥିବା ବେଳେ ଆଭ୍ୟନ୍ତରୀଣ!-->…
Read More...
Read More...
ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଟୀକାକରଣ ସପ୍ତାହ ପାଳିତ
ଭୁବନେଶ୍ୱର, ମଇ ୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ୍ର ଶିଶୁରୋଗ ବିଭାଗ ଏବଂ ଇଣ୍ଡିଆନ୍ ଏକାଡେମି ଅଫ୍ ପେଡିଆଟ୍ରିକ୍ସ ଭୁବନେଶ୍ୱର ଶାଖାର ମିଳିତ ଆନୁକୂଲ୍ୟରେ ଗତ ଏପ୍ରିଲ୍ ୨୪ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଏକ!-->…
Read More...
Read More...