ପ୍ରମୁଖ ଖବର

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍‌ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category

Today’s Highlight

ସିଭିଅର୍ ହିଟ୍ ୱେଭ୍ ପାଇଁ ରେଡ୍ ଆଲର୍ଟ ଜାରି

ଆହୁରି ବଢିବ ତାପମାତ୍ରା, ଆସନ୍ତା ଏକ ସପ୍ତାହ ଯାଏଁ ଭୀଷଣ ଗ୍ରୀଷ୍ମ ପ୍ରବାହ୨୬-୨୯ ଏପ୍ରିଲ ରେ ସର୍ବାଧିକ ପ୍ରଭାବ ଭୁବନେଶ୍ବର: ତାତି ରେ ଜଳୁଛି ସାରା ଓଡ଼ିଶା । ପଶ୍ଚିମ / ଉତ୍ତର ପଶ୍ଚିମ ଦିଗ ରୁ ରାଜ୍ୟ କୁ ଗରମ ଓ ଶୁଷ୍କ ପବନ ପ୍ରବାହ ଯୋଗୁଁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ତେବେ
Read More...

ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ଏପ୍ରିଲ୍ ୨୮ରେ ମାଗଣା ମଧୁମେହ ଚିକିତ୍ସା ଶିବିର

ବ୍ରହ୍ମପୁର, ୨୫/୪: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ସ୍ଥାନୀୟ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ଆସନ୍ତା ଏପ୍ରିଲ୍ ୨୮ ତାରିଖ ଦିନ ମଧୁମେହ ରୋଗୀଙ୍କ ନିମନ୍ତେ ସମ୍ପୂର୍ଣ୍ଣ ମାଗଣାରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହେବ। ସକାଳ ୯ ଟାରୁ ଦିନ ୧ଟା
Read More...

ସମ୍ ଅଲ୍ଟିମେଟକୁ କୁ ଜେସିଆଇ ପ୍ରାଇମ୍ ସ୍ୱୀକୃତି ମିଳିଲା

ଭୁବନେଶ୍ୱର: ଉତ୍ତମ ସ୍ବାସ୍ଥ୍ୟସେବା ଓ ରୋଗୀଙ୍କ ସୁରକ୍ଷା ଉପରେ ଗୁରୁତ୍ବ ଦେଉଥିବା ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌) ସଫଳତାର ଆଉ ଏକ ପାହାଚରେ ପାଦ ଦେଇଛି। ବୁଧବାର ହସ୍ପିଟାଲକୁ ଜଏଂଟ କମିଶନ ଇଂଟରନ୍ୟାସନାଲ୍ (ଜେସିଆଇ) ପ୍ରାଇମ୍ ମାନ୍ୟତା ପ୍ରାପ୍ତ ହୋଇଛି। ହସ୍ପିଟାଲ ପରିସରରେ
Read More...

ସୋଆ ପକ୍ଷରୁ କମିଶନରେଟ୍ ପୋଲିସ୍ ଓ ଟ୍ରାଫିକ୍ ପୋଲିସ୍‌କୁ ଓଆର୍‌ଏସ୍ ଓ ଜଳ ବଂଟନ

ଭୁବନେଶ୍ୱର, ଏପ୍ରିଲ୍ ୨୩: ସାରା ରାଜ୍ୟର ଅସହ୍ୟ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ରାଜଧାନୀରେ ଆଇନ୍ ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ୍ ବ୍ୟବସ୍ଥାରେ ନିୟୋଜିତ ଥିବା କମିଶନରେଟ ପୋଲିସ୍‌ର ଅଧିକାରୀ ଓ କର୍ମଚାରୀମାନଙ୍କୁ ଟିକେ ଆଶ୍ୱସ୍ତି ଦେବା ନିମନ୍ତେ ସହାୟତାର
Read More...

ସମ୍‌ରେ ‘ଭିପିଡି ସର୍‌ଭେଲାନ୍ସ ଆଣ୍ଡ ଏମ୍‌ଆର୍ କ୍ୟାମ୍ପେନ୍‌’ ପ୍ରସଙ୍ଗକୁ ନେଇ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ୍ ୨୨: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗର ମିଳିତ ସହଯୋଗରେ ‘ଭିପିଡି ସର୍‌ଭେଲାନ୍ସ ଆଣ୍ଡ ଏମ୍‌ଆର୍ କ୍ୟାମ୍ପେନ୍‌’ ପ୍ରସଙ୍ଗକୁ ନେଇ ଏକ
Read More...

ନୂଆଦିଲ୍ଲୀରେ ସୋଆକୁ ୩ଟି ସିଏସ୍‌ଆର୍ ସମ୍ମାନ

ଭୁବନେଶ୍ୱର, ୨୨/୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଂରାଜୀ ପତ୍ରିକା ‘କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ’ ପକ୍ଷରୁ ୩ ଟି ସିଏସ୍‌ଆର୍ ସମ୍ମାନ ପ୍ରଦାନ କରାଯାଇଛି । ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ଆୟୋଜିତ ସିଏସ୍‌ଆର୍ ସମ୍ମାନ ଉତ୍ସବରେ ଏହି ସମ୍ବର୍ଦ୍ଧନା ଦିଆଯାଇଛି। ସୋଆ ଡିମ୍‌ଡ ଟୁ ବି
Read More...

ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ବନ୍ଧ୍ୟାଦୋଷ ଚିକିତ୍ସା ଶିବିର

ବ୍ରହ୍ମପୁର, ୨୨/୪ : ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ଗତ ରବିବାର ଏକ ନିଃଶୁକ୍ଳ ବନ୍ଧ୍ୟାଦୋଷ ଚିକିତ୍ସା ଓ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଦକ୍ଷିଣ ଓଡିଶାର ବିଭିନ୍ନ ଅଂଚଳରୁ ବହୁ ନିଃସନ୍ତାନ ଦମ୍ପତି ଏହି
Read More...

ଓଡିଶା ପାଇଁ ବିଜେପି ପକ୍ଷରୁ ସଂକଳ୍ପ ପତ୍ରରେ କଣ ରହିଛି ?

ରାଜ୍ୟ ବିଜେପି ପକ୍ଷରୁ ସଂକଳ୍ପ ପତ୍ର ଜାରି ହୋଇଛି। ମୋଦୀ ଗାରେଣ୍ଟି – ୨୦୨୪ ସଂକଳ୍ପ ପତ୍ରର ଓଡିଆ ସଂସ୍କରଣ ଉନ୍ମୋଚନ କରିଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ। ତେବେ କଣ ରହିଛି ଆସନ୍ତୁ ଜାଣିବା-- ଗ୍ରାମୀଣ ଅଞ୍ଚଳରେ ତିନି କୋଟି ମହିଳା ସାଜିବେ ଲକ୍ଷପତି ଦିଦି ସଂସଦ ଓ ବିଧାନସଭାରେ
Read More...

ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଆଜି ବିଜେଡିର ସପ୍ତମ ତାଲିକା ଘୋଷିତ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏଥର ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, କାକଟପୁରରୁ ତୁଷାରକାନ୍ତି ବେହେରା,
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ମୃତ ୫ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୩ ମୃତ ୫ ଆହତ ହୋଇଛନ୍ତି। ଟ୍ରକ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଦୁର୍ଏଘଟଣା ଘଟିଛି। ଜଣେ ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର ଅଛନ୍ତି । ମୃତକ ମାନଙ୍କୁ ଯୋଡିଙ୍ଗା
Read More...