Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି
ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯାଜପୁର, କଟକ ଓ କନ୍ଧମାଳକୁ ବାଦ୍ ଦେଇ ଆଉ ୧୮ଟି ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ବିଜେପିର ଟିକେଟ୍ ଘୋଷଣା ହେଲା ପରେ ଦଳୀୟ ମହଲରେ ବେଶ୍ ତତ୍ପରତା ପ୍ରକାଶ ପାଇଛି।
!-->!-->!-->…
Read More...
Read More...
ଇଣ୍ଡିଆନ ଷ୍ଟିଲ ଆସୋସିଏସନର ସଭାପତି ଭାବରେ ନବୀନ ଜିନ୍ଦଲଙ୍କ ଦାୟିତ୍ବ ଗ୍ରହଣ
ନୂଆଦିଲ୍ଲୀ/ଭୁବନେଶ୍ୱର ମାର୍ଚ୍ଚ ୨୩: ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାରର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ସର୍ବସମ୍ମତିକ୍ରମେ `ଇଣ୍ଡିଆନ୍ ଷ୍ଟିଲ୍ ଆସୋସିଏସନ୍ (ଆଇଏସ୍ଏ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ୨୦୨୪ ମାର୍ଚ୍ଚ ୨୧ରେ ଏଏମ୍ଏନ୍ଏସ୍ ଇଣ୍ଡିଆର ସିଇଓ ତଥା ଆର୍ସେଲର ମିତ୍ତଲର!-->…
Read More...
Read More...
ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭରସିଟି ଏବଂ ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ ଦ୍ବାରା ସର୍ବବୃହତ ମାନବ ଜାତୀୟ ପତାକା ତିଆରି…
ସୋନିପତ: ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ (ଏଫ୍ଏଫ୍ଆଇ) ସହଯୋଗରେ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟି (ଜେଜିୟୁ) ସର୍ବବୃହତ ମାନବ ଜାତୀୟ ପତାକା ତିଆରି କରି ଗିନିଜ୍ ୱାର୍ଲ୍ଡ ରେକର୍ଡ ସ୍ଥାପନ କରିଛି। ଏହି କାର୍ଯ୍ୟକ୍ରମରେ ଜେଜିୟୁର ୭୩୬୮ ଜଣ ଛାତ୍ରଛାତ୍ରୀ ଓ କର୍ମଚାରୀ ଅଂଶଗ୍ରହଣ କରିଥିଲେ!-->…
Read More...
Read More...
ଓଡ଼ିଶା ସ୍କିଲ୍ ପ୍ରତିଯୋଗିତାରେ ସୋଆ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ କୃତିତ୍ବ
ଭୁବନେଶ୍ୱର, ୧୮/୦୩: ରାଜ୍ୟର ସବୁଠାରୁ ବଡ଼ ସ୍କିଲ ପ୍ରତିଯୋଗିତା ଓଡ଼ିଶା ସ୍କିଲ୍ସ ୨୦୨୩-୨୪ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟର ଛାତ୍ରଛାତ୍ରୀ ରୌପ୍ୟ ଓ କାଂସ୍ୟ ପଦକ ହାସଲ କରିବାରେ ସଫଳ ହୋଇଛନ୍ତି । ମାର୍ଚ୍ଚ ୧୨ ରୁ ୧୫ ପର୍ଯ୍ୟନ୍ତ ଏହି!-->…
Read More...
Read More...
ଜାତୀୟ ମିନିଗଲ୍ଫ୍ ପ୍ରତିଯୋଗିତାରେ ସଫଳ ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ସୋଆ ସଭାପତିଙ୍କ ଅଭିନନ୍ଦନ
ଭୁବନେଶ୍ୱର, ୧୮/୦୩: ନିକଟରେ ନାଗପୁର ଠାରେ ଆୟୋଜିତ ୯ମ ଜାତୀୟ ମିନିଗଲ୍ଫ ଚାମ୍ପିୟନ୍ସିପ୍ରେ ସଫଳତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଅଭିନନ୍ଦନ ଜଣାଇଛନ୍ତି ।
!-->!-->…
Read More...
Read More...
ମନୀଦୀପା ସର୍ଖେଲ ବିଜେଡିରେ ସାମିଲ
ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ପାରାଦୀପର ଟାଣୁଆ ଶ୍ରମିକ ନେତା ତଥା କଂଗ୍ରେସର ପୂର୍ବତନ ବିଧାୟକ ପ୍ରାର୍ଥୀ ବାପି ସର୍ଖେଲଙ୍କ ପତ୍ନୀ ମନୀଦୀପା ସର୍ଖେଲ। ଦଳୀୟ କାର୍ଯ୍ୟାଳୟରେ ଅୟୋଜିତ ମିଶ୍ରଣ ପର୍ବରେ ବିଜେଡି ସାଂସଦ ମାନସ ମଙ୍ଗରାଜ ଓ ପାରାଦୀପ ବିଧାୟକ ସମ୍ବିତ ରାଉତରାୟଙ୍କ!-->…
Read More...
Read More...
ଗିରଫ ହେଲେ ଏଲଭିସ ଯାଦବ
ନୂଆଦିଲ୍ଲୀ: ଲୋକପ୍ରିୟ ୟୁଟ୍ୟୁବର ତଥା ବିଗବସ୍ ଓଟିଟି ୨ର ବିଜେତା ଏଲଭିସ ଯାଦବଙ୍କୁ ନୋଇଡା ପୋଲିସ ଗିରଫ କରିଛି । ବନ୍ୟଜନ୍ତୁ ସଂରକ୍ଷଣ ଆଇନ ଉଲଘଂନ ମାମଲାରେ ତାଙ୍କୁ ଗିରଫ କରାଯାଇଛି । ନୋଏଡା ପୋଲିସ ରବିବାର ଦିନ ତାଙ୍କୁ ପଚରା ଉଚରା କରିବାକୁ ଥାନାକୁ ଡାକିଥିଲା । ପଚରା ଉଚରା ପରେ!-->…
Read More...
Read More...
ଆଇନ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସୋଆ ଲେକ୍ସ କନ୍ସିଲିୟମ୍ ଆୟୋଜିତ
ଭୁବନେଶ୍ୱର, ମାର୍ଚ୍ଚ ୧୬ : ଆଇନ୍ ଶିକ୍ଷା ନିମନ୍ତେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ ବଢ଼ିଚାଲିଥିବା ବେଳେ ଏହାର ନିଯୁକ୍ତି କ୍ଷେତ୍ରର ପରିସୀମା ମଧ୍ୟ ପରିବ୍ୟାପ୍ତ ହେବାରେ ଲାଗିଛି । ତେଣୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍) ଓ!-->…
Read More...
Read More...
କେବେ ଦେବେ ଭୋଟ୍ ? ଆସନ୍ତୁ ଜାଣିବା
ଓଡ଼ିଶାରେ ମେ’ ୧୩, ୨୦, ୨୫ ଓ ଜୁନ୍ ୧ରେ ଭୋଟ ଗ୍ରହଣ
ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ। ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସାରା!-->!-->!-->…
Read More...
Read More...
୧୪ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର
ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୪ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ ।
ଉଲ୍ଲେଖଯୋଗ୍ୟ, ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକରେ ୭ ବିଭାଗର ୧୪!-->!-->!-->…
Read More...
Read More...