Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ସୋଆରେ ‘ଇ–ସମିଟ ୨୦୨୪’ ଉଦ୍ଘାଟିତ
ଭୁବନେଶ୍ୱର, ଏପ୍ରିଲ୍ ୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଶନିବାର ଆରମ୍ଭ ହୋଇଛି ଦୁଇ ଦିନିଆ ଇ-ସମିଟ। ସୋଆ ଅନ୍ତର୍ଗତ ଅଟଳ ଇନକ୍ୟୁବେସନ୍ ସେଂଟର ସୋଆ ଫାଉଣ୍ଡେସନ୍ ଓ ସେଂଟର ଫର୍ ଇନୋଭେସନ୍ ଆଣ୍ଡ ଇନକ୍ୟୁବେସନ୍ (ସୋଆ - ସିଆଇଆଇ)ର ମିଳିତ ଆନୁକୂଲ୍ୟରେ ଏହି ସମିଟର ଆୟୋଜନ କରାଯାଇଛି।
!-->!-->!-->…
Read More...
Read More...
ରାଜ୍ୟରେ ଆଜି ୨୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ
ଭୁବନେଶ୍ବର: ଚଳିତ ବର୍ଷ ରାଜ୍ୟରେ ତାପମାତ୍ରା ପୁଣି ୪୩.୫ ଡିଗ୍ରି ରେକର୍ଡ କରାଯାଇଛି। ଗତକାଲି ରାଜଧାନୀ ଭୁବନେଶ୍ବରରେ ଚଳିତ ବର୍ଷର ସର୍ବାଧିକ ଦିନ ତାପମାତ୍ର ରେକର୍ଡ ହୋଇଥିବା ବେଳେ ଆଜି ସମାନ ପରିମାଣରେ ଅନୁଗୁଳରେ ରହିଛି ଅର୍ଥାତ ଆଜି ଅନୁଗୁଳରେ ତାପମାତ୍ରା ୪୩.୫ ଡିଗ୍ରି ରେକର୍ଡ!-->…
Read More...
Read More...
ସମ୍ ଫୁଲନଖରା କ୍ୟାମ୍ପସ୍ରେ ସଫଳ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ ସର୍ଜରୀ
ଭୁବନେଶ୍ୱର: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଫୁଲନଖରା କ୍ୟାମ୍ପସ୍ରେ ଏକ ଡାକ୍ତରୀ ଟିମ୍ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ ଏଣ୍ଡୋନାଜାଲ ପ୍ରକ୍ରିୟା ପ୍ରୟୋଗ କରି ଜଣେ ୧୬ ବର୍ଷୀୟ ବାଳକର ନାକରୁ ଭାସ୍କୁଲାର ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ।!-->…
Read More...
Read More...
ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ
ଭୁବନେଶ୍ବର: ଶୁକ୍ରବାର ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି। ନିର୍ବାଚନ କମିସନ ରାଜ୍ୟର ୨ଜଣ ଆଇଏଏସ୍ ଓ ୬ଜଣ ଆଇପିଏସ ଅଫିସରଙ୍କୁ ନିର୍ବାଚନ କାର୍ଯ୍ୟରୁ ବାଦ୍ ଦେବା ପରେ ରାଜ୍ୟ ସରକାର କଟକ ଜିଲ୍ଲାପାଳ ଭିନିତ!-->…
Read More...
Read More...
ସମ୍ ସିଇଓଙ୍କୁ ‘ଉତ୍କଳ ପ୍ରତିଭା ସମ୍ମାନ’
ଭୁବନେଶ୍ୱର, ଏପ୍ରିଲ୍ ୫ : ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍)ର ଚିଫ୍ ଏଗ୍ଜିକ୍ୟୁଟିଭ୍ ଅଫିସର ଡକ୍ଟର ଶ୍ୱେତପଦ୍ମା ଦାଶଙ୍କୁ ଏପ୍ରିଲ୍ ୧ ତାରିଖ ଉତ୍କଳ ଦିବସ ଅବସରରେ ଉତ୍କଳ ପ୍ରତିଭା ଫାଉଣ୍ଡେସନ୍ ପକ୍ଷରୁ ‘ଉତ୍କଳ ପ୍ରତିଭା ସମ୍ମାନ’ରେ ସମ୍ମାନିତ କରାଯାଇଛି । ସ୍ୱାସ୍ଥ୍ୟ ସେବା!-->…
Read More...
Read More...
୪୩ ଡିଗ୍ରୀ ଟପିଲା ଭୁବନେଶ୍ବର ତାପମାତ୍ରା
ଭୁବନେଶ୍ବର: ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୩ ଡିଗ୍ରୀ ସେଲ୍ସିୟସ ଅତିକ୍ରମ କରିଛି। ରାଜ୍ୟର ୫ଟି ସହରରେ ଅପରାହ୍ଣ ୨ଟାରେ ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଏଥିରେ ଭୁବନେଶ୍ବର ସର୍ବାଧିକ ରହିଛି। ରାଜଧାନୀ!-->…
Read More...
Read More...
ସବୁ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ‘ପଖାଳ’: ସୋଆ ଉପସଭାପତି
ଭୁବନେଶ୍ୱର: ପଖାଳ ସବୁ ଓଡ଼ିଆଙ୍କର ପ୍ରିୟ ଖାଦ୍ୟ । ଓଡ଼ିଶାର ଘରେ ଘରେ ଏହି ପାରମ୍ପରିକ ଖାଦ୍ୟ ବେଶ ଆଦୃତ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ । ପଖାଳର ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ସୋଆ ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ!-->…
Read More...
Read More...
ଘୋଷଣା ହେଲା ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା
ଭୁବନେଶ୍ବର: ବିଜୁ ଜନତା ଦଳ ଆଜି ବୁଧବାର ସନ୍ଧ୍ୟାରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀ ଏବଂ ଲୋକସଭା ଆସନ ପାଇଁ ୫ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳର ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ୨୦୨୪ ନିର୍ବାଚନ ପାଇଁ!-->…
Read More...
Read More...
ବିଜେଡିରେ ଯୋଗ ଦେଇଛନ୍ତି ଭୃଗୁ ବକ୍ସିପାତ୍ର
ଭୁବନେଶ୍ବର: ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ ବକ୍ସିପାତ୍ର। ଆଜି ସକାଳେ ଭୃଗୁ ବିଜେପିରୁ ଇସ୍ତଫା ଦେଇଥିଲେ। ୨୦୧୯ ନିର୍ବାଚନରେ ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ଲଢିଥିଲେ ଭୃଗୁ। ବିଜେପି ଟିକେଟରୁ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିଲେ। ହେଲେ!-->…
Read More...
Read More...
ପଞ୍ଚଭୂତରେ ଲିନ ହେଲେ ସଙ୍ଗୀତ ସାମ୍ରାଜ୍ଞୀ ଶାନ୍ତିଲତା
ପୁରୀ: ପୁରୀ ସ୍ୱର୍ଗଦ୍ୱାରରେ ସଙ୍ଗୀତ ସାମ୍ରାଜ୍ଞୀ ଶାନ୍ତିଲତାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ବିଶିଷ୍ଟ କଣ୍ଠଶିଳ୍ପୀଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଦିଆଯାଇଛି ବିଦାୟ। ଶେଷକୃତ୍ୟ ପୂର୍ବରୁ ପୋଲିସ୍ ବାହିନୀ ପକ୍ଷରୁ ଗାର୍ଡ ଅଫ ଅନର୍ ପ୍ରଦାନ କରଯାଇଥିଲା। ମୁଖାଗ୍ନି ଦେଇଛନ୍ତି ତାଙ୍କ ବଡପୁଅ!-->…
Read More...
Read More...