Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ନିର୍ବାଚନ ପାଇଁ ବଡ଼ ନିଷ୍ପତ୍ତି ନିଆଯାଉଥିବା ଆକଳନ
ଭୁବନେଶ୍ବର: ନବୀନ ନିବାସରେ ଆଜି ଅପରାହ୍ଣ ୩ଟାରୁ ୫ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ବୈଠକ ହୋଇଥିଲା। ଦ୍ବିତୀୟ ପର୍ଯ୍ୟାୟରେ ପୁଣି ସନ୍ଧ୍ୟା ୬ଟାରେ ବୈଠକ ବସିଥିଲା। ଦ୍ବିତୀୟ ପର୍ଯ୍ୟାୟର ବୈଠକ ଶେଷ ହେଲା ପରେ ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା!-->…
Read More...
Read More...
ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ନ ୨ଟା ୪୦ରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯାତ୍ରା କରିଥିଲେ।
ଉଲ୍ଲେଖଯୋଗ୍ୟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ!-->!-->!-->…
Read More...
Read More...
ସମ୍ ଅଲ୍ଟିମେଟ ମେଡିକେୟାରରେ ଦୁଇ ଶିଶୁଙ୍କ ଶରୀରରେ କକ୍ଲିୟର ଇଂପ୍ଲାଂଟ ପ୍ରତ୍ୟାରୋପଣ
ଭୁବନେଶ୍ୱର,୨ ମାର୍ଚ୍ଚ : ବୈଷୟିକ ଜ୍ଞାନ କୌଶଳ ଦ୍ୱାରା ଓଡ଼ିଶାର ଉପାନ୍ତ ଅଂଚଳର ଦୁଇ ଜଣ ଶିଶୁଙ୍କ ଶରୀରରେ ସଫଳତାର ସହ କକ୍ଲିୟର ପ୍ରତ୍ୟାରୋପଣ ଅସ୍ତ୍ରୋପଚାର କରାଯିବା ପରେ ସେମାନେ ଶ୍ରବଣ ଶକ୍ତି ପାଇ ପାରିଛନ୍ତି । କେନ୍ଦୁଝର ଜିଲ୍ଲାର ଏହି ଦୁଇ ଶିଶୁଙ୍କର ଜନ୍ମରୁ ବାକ୍ ଶକ୍ତି ଓ ଶ୍ରବଣ!-->…
Read More...
Read More...
୨୦୨୪ ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି
ନୂଆଦିଲ୍ଲୀ: ୨୦୨୪ ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ପ୍ରଥମ ପର୍ଯ୍ୟାୟରେ ୧୯୫ଟି ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି।ବାରଣାସୀରୁ ତୃତୀୟଥର ଲାଗି ନିର୍ବାଚନ ଲଢ଼ିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୧୯୫ ଆସନରୁ ଘୋଷଣା କଲା!-->…
Read More...
Read More...
୫ଟି ମେଡିକାଲ କଲେଜର ଟିଚିଂ ହସ୍ପିଟାଲର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସ୍ୱାସ୍ଥ୍ୟ ଶିକ୍ଷା ଓ ସେବା କ୍ଷେତ୍ରରେ ଆଉ ପାଦେ ଆଗକୁ ଗଲା ଓଡିଶା। ଆଜି ୫ଟି ମେଡିକାଲ କଲେଜର ଟିଚିଂ ହସ୍ପିଟାଲର ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪ଟି ମେଡିକାଲ କଲେଜର ରୂପାନ୍ତରଣ ପାଇଁ ଭିତ୍ତିପ୍ରସ୍ତର ବି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବଲାଙ୍ଗିର!-->…
Read More...
Read More...
ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି
ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କା ବୃଦ୍ଧି ନେଇ ଘୋଷଣା କରିଛନ୍ତି। ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କୁ ମିଳିବ ମାତୃତ୍ବ ଛୁଟି । ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ!-->…
Read More...
Read More...
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ, କିରାଣି
ଆସିକା: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଳସମ୍ପଦ ବିଭାଗ ଆସିକା ସିଏଡି ଭିଜିଜନ୍-୮ (ସେଚାଞ୍ଚଳ ଉନ୍ନୟନ ଖଣ୍ଡ) ନିର୍ବାହୀ ଯନ୍ତ୍ରୀ ବେଣୁଧର ଦଳାଇ ଓ କନିଷ୍ଠ କିରାଣି କୈଳାସ ଚନ୍ଦ୍ର ବେହେରା। ଜଣେ ଗାଡ଼ି ମାଲିକଙ୍କ ବକେୟା ବିଲ୍ ପାସ୍ କରିବା ପାଇଁ ଲାଞ୍ଚ ନେଉଥିଲେ। ସେମାନଙ୍କ ନିକଟରୁ!-->…
Read More...
Read More...
ଲୋକାର୍ପିତ ହେଲା ନବନିର୍ମିତ ବାବା ସାହେବ ଭୀମ୍ରାଓ ଆମ୍ବେଦକର ବସ୍ ଟର୍ମିନାଲ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ନବନିର୍ମିତ ବାବା ସାହେବ ଭୀମ୍ରାଓ ଆମ୍ବେଦକର ବସ୍ ଟର୍ମିନାଲ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ବସ୍ ଟର୍ମିନାଲ୍କୁ ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ହୋଇ ରହିବା ସହିତ ସାରା!-->…
Read More...
Read More...
ଦ୍ୱିତୀୟ ପର୍ଯ୍ୟାୟରେ ଆମ ବ୍ୟାଙ୍କର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨ହଜାର ଗ୍ରାମ ପଞ୍ଚାୟତରେ ଆମ ବ୍ୟାଙ୍କର ଶୁଭାରମ୍ଭ କରିଛନ୍ତି। ଓଡିଶାର ୬ ହଜାର ୭୯୮ଟି ଗ୍ରାମ ପଞ୍ଚାୟତ ମଧ୍ୟରୁ ୪ ହଜାର ୩୭୩ଟି ପଞ୍ଚାୟତରେ ବ୍ୟାଙ୍କ ଶାଖା ନଥିଲା। ୨୦୨୩ ନଭେମ୍ବର ମାସରେ!-->…
Read More...
Read More...
ଅଙ୍ଗନବାଡି କର୍ମୀଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଅଙ୍ଗନବାଡି କର୍ମୀଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି!-->…
Read More...
Read More...