Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ପ୍ରବେଶିକା ପରୀକ୍ଷା ତାରିଖରେ ପରିବର୍ତ୍ତନ
ଭୁବନେଶ୍ବର: ନିର୍ବାଚନକୁ ଆଖି ଆଗରେ ରଖି ପରୀକ୍ଷା ତାରିଖରେ ପରିବର୍ତ୍ତନ କରାଯାଇଛି। ମେ ୧୯ରୁ ଜୁନ୍ ୧ ଯାଏ ମୋଟ ୭ଟି ପର୍ଯ୍ୟାୟରେ ଦେଶରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମୟ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷାକୁ ପରିବର୍ତ୍ତନ କରାଯାଇଛି। ଜେଇ ମେନ୍, ନିଟ୍ ପିଜି,!-->…
Read More...
Read More...
ସ୍କୁଲ ବସ୍ ଓଲଟି ୪ ଶିଶୁ ମୃତ୍ୟୁ, ୨୫ ଶିଶୁ ଗୁରୁତର
ବାରାବାଙ୍କି: ଉତ୍ତର ପ୍ରଦେଶର ବାରବାଙ୍କିରେ ଏକ ସ୍କୁଲ ବସ୍ ଓଲଟି ପଡିବାରୁ ଘଟଣାସ୍ଥଳରେ ୪ ଶିଶୁଙ୍କ ମୃତ୍ୟୁ ହୋଇଛି। ଜଣେ ବସ କର୍ମଚାରୀ ବି ମୃତ୍ୟୁବରଣ କରିଛନ୍ତି । ଏହି ଦୁର୍ଘଟଣାରେ ପ୍ରାୟ ୨୫ ଜଣ ଶିଶୁ ଗୁରୁତର ଆହତ ହୋଇଛନ୍ତି। ଆହତ ଶିଶୁମାନଙ୍କୁ ତୁରନ୍ତ ସ୍ଥାନୀୟ ଲୋକଙ୍କ ସହାୟତାରେ!-->…
Read More...
Read More...
ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ
ଭୁବନେଶ୍ବର: ୨୦୨୪ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ୮ ଲୋକସଭା ଓ ୪୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡା ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ ବଲାଙ୍ଗୀର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ନରସିଂହ!-->…
Read More...
Read More...
ଓଡିଶା ବିଜେପିର ପ୍ରାର୍ଥୀ ଘୋଷଣା
ଭୁବନେଶ୍ବର: ୨୦୨୪ ବିଧାନସଭା ନିର୍ବାଚନ ପାଇଁ ବିଜେପି ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ବଳକା ୩୫ ଆସନରେ ବିଜେପି ପ୍ରାର୍ଥୀ ଘୋଷଣା କରିନାହିଁ। ତେବେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଚାନ୍ଦବାଲିରୁ ଲଢ଼ିବେ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପୁଣି ସମ୍ବଲପୁରରୁ!-->…
Read More...
Read More...
ପରଲୋକରେ ଶାନ୍ତିଲତା
ଭୁବନେଶ୍ବର: ଆଜି ଅର୍ଥାତ ସୋମବାର ସଂଧ୍ୟାରେ ବିଶିଷ୍ଠ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ଦେହାନ୍ତ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ ଦୀର୍ଘଦିନ ଧରି ସେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ହେଉଥିଲେ।
!-->!-->…
Read More...
Read More...
ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ଏପ୍ରିଲ ୩ରୁ “ପଖାଳ ଉତ୍ସବ” ଆରମ୍ଭ
ଭୁବନେଶ୍ୱର, ୧ ଏପ୍ରିଲ : ଓଡିଶାର ପାରମ୍ପରିକ ଖାଦ୍ୟ ‘ପଖାଳ’ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ବେଶ ଆଦୃତ ଓ ପ୍ରିୟ ଖାଦ୍ୟ । ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି । ପ୍ରତ୍ୟେକ ଓଡ଼ିଆଙ୍କର ଏହି!-->…
Read More...
Read More...
ସୋଆ ପକ୍ଷରୁ ଉତ୍କଳ ଦିବସ ପାଳିତ
ଭୁବନେଶ୍ୱର, ୧ ଏପ୍ରିଲ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସୋମବାର ୮୯ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ୧୯୩୬ ମସିହା ଏପ୍ରିଲ ୧ ତାରିଖ ଦିନ ଭାଷା ଭିତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେବାର ସ୍ମୃତିକୁ ଉଦ୍ଜୀବିତ କରି ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ଦିବସ ପାଳନ!-->…
Read More...
Read More...
ବିଜେପିରେ ମିଶିଲେ କେନ୍ଦ୍ରାପଡା ସାଂସଦ ଅନୁଭବ
ନୂଆଦିଲ୍ଲୀ: ବିଜେପିରେ ଯୋଗ ଦେଲେ କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି। ଦିଲ୍ଲୀସ୍ଥିତ ବିଜେପି କାର୍ଯ୍ୟାଳୟରେ ଦଳରେ ଯୋଗ ଦେଇଛନ୍ତି ଅନୁଭବ ମହାନ୍ତି। ଗତ ଶନିବାର ବିଜେଡିରୁ ଇସ୍ତଫା ଦେଇଥିଲେ ଅନୁଭବ। ବିଜେଡିରୁ ଇସ୍ତଫା ଦେବା ସହ ଅନୁଭବ ଲେଖିଥିଲେ,ମୁଖ୍ୟମନ୍ତ୍ରୀଙ୍କ ସହ ଦେଖା କରିବାର!-->…
Read More...
Read More...
ଆସାମ ରେ ଘୂର୍ଣ୍ଣିଝଡ଼
ଆସାମ: ଆସାମରେ ପ୍ରବଳ ବର୍ଷା ସାଙ୍ଗକୁ ଘୂର୍ଣ୍ଣିଝଡ଼ ହେବା କାରଣରୁ ବ୍ରହ୍ମପୁତ୍ର ନଦୀରେ ଯାତ୍ରୀବାହୀ ଡଙ୍ଗା ବୁଡି ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ଥିବା ଜଣାପଡିଛି। ୨୦ ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।
ସୂଚନା ଅନୁସାରେ, ଆସାମର ଦକ୍ଷିଣ-ସଲମରା!-->!-->!-->…
Read More...
Read More...
ଏବେ ସକାଳୁଆ ହେବ ଅଙ୍ଗନବାଡି
ଭୁବନେଶ୍ବର: ଚଳିତ ବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ସକାଳ ୭ଟାରୁ ୧୧.୩୦ ଯାଏ ଧାର୍ଯ୍ୟ କରାଯାଇଛି। ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି!-->…
Read More...
Read More...