Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ଓଡିଶା ବିଜେପିର ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା
ଭୁବନେଶ୍ବର: ବିଜେପି ଆଜି ଆଉ ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଦଳ କଟକ ଲୋକସଭା ଆସନରୁ ପ୍ରାର୍ଥୀ କରିଛି। ଶ୍ରୀ ମହତାବ ଗୁରୁବାର ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ।
ସୂଚନାଯୋଗ୍ୟ; ବିଜେପି ପକ୍ଷରୁ ଜାରି ହୋିଥିବା!-->!-->!-->…
Read More...
Read More...
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍ରେ ଜଟିଳ ଅସ୍ତ୍ରୋପଚାର
ପ୍ରସୂତିଙ୍କ ଗର୍ଭରୁ ଦେଢ଼ କିଲୋ ଓଜନର ଟ୍ୟୁମର ବାହାର କଲେ ଡାକ୍ତରୀ ଟିମ୍
ଭୁବନେଶ୍ୱର, ମାର୍ଚ୍ଚ ୩୦ : ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଫୁଲନଖରା ସ୍ଥିତ କ୍ୟାମ୍ପସ୍ରେ ଜଟିଳ ଅସ୍ତ୍ରୋପଚାର ଜରିଆରେ ଡାକ୍ତରୀ ଟିମ୍ ଜଣେ ଗର୍ଭବତୀଙ୍କ ପେଟରୁ ଦେଢ଼!-->!-->!-->…
Read More...
Read More...
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ
ଭୁବନେଶ୍ବର: ରାଜ୍ୟ ସରକାର ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ ଗୁଡିକ ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ!-->…
Read More...
Read More...
ସମ୍ ରେ ଯକ୍ଷ୍ମା ରୋଗ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ୨୯ ମାର୍ଚ୍ଚ: ଯକ୍ଷ୍ମା ଅର୍ଥାତ ଟ୍ୟୁବରକ୍ୟୁଲୋସିସ୍ ସମ୍ପୂର୍ଣ୍ଣ ଆରୋଗ୍ୟସାଧ୍ୟ ଓ ଉପଯୁକ୍ତ ଚିକିତ୍ସା ଦ୍ୱାରା ରୋଗୀ ସୁସ୍ଥ ହୋଇପାରିବ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି। ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଯକ୍ଷ୍ମା ଦିବସ!-->…
Read More...
Read More...
ସମ୍ରେ ପୁଣି ଅଂଗଦାନ: ଅନ୍ୟ ରାଜ୍ୟକୁ ପଠାଗଲା ବ୍ରେନ୍ ଡେଡ୍ ରୋଗୀଙ୍କ ଶରୀରର ଅଂଗ
ଭୁବନେଶ୍ୱର, ୨୭ ମାର୍ଚ୍ଚ : ନଅ ମାସ ବ୍ୟବଧାନ ମଧ୍ୟରେ ଏଠାରେ ସମ୍ ଅଲ୍ଟିମେଟ ମେଡିକେୟାର ଠାରେ ଜଣେ ବ୍ରେନ୍ ଡେଡ୍ ବ୍ୟକ୍ତିଙ୍କ ଠାରୁ କେତେକ ଅଂଗ ବାହାର କରାଯାଇ ଦ୍ୱିତୀୟ ଥର ପାଇଁ ରାଜ୍ୟ ବାହାରେ ଗୁରୁତର ଥିବା ଦୁଇ ଜଣ ରୋଗୀଙ୍କୁ ନୂତନ ଜୀବନ ଦେବା ପାଇଁ ପଠାଯାଇଛି ।
ସୂଚନାଯୋଗ୍ୟ,!-->!-->!-->…
Read More...
Read More...
ବିଜେଡି ଜାରି କଲା ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା
ଭୁବନେଶ୍ବର: ଆଜି ପ୍ରଥମ ପର୍ଯ୍ୟାୟରେ ୯ ଲୋକସଭା ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଥିଲା ବେଳେ, ଦ୍ୱିତୀୟ ପର୍ଯ୍ୟାୟରେ ୬ ଜଣଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ମୋଟ ବିଜେଡି ୧୫ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି। ତେବେ ଦ୍ୱିତୀୟ ପର୍ଯ୍ୟାୟରେ ଯେଉଁ ୬ଟି ଆସନ ପାଇଁ!-->…
Read More...
Read More...
ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା
ଭୁବନେଶ୍ବର: ଆଗକୁ ୨୦୨୪ ଲୋକସଭା ଓ ବିଧାନ ସଭା ନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ପ୍ରଥମ ପର୍ଯ୍ୟାୟରେ ୭୧ ବିଧାନସଭା ଆସନ ବିଜେଡି ତା’ର ପ୍ରାର୍ଥୀ ଘୋଷଣା କରିଛି। ସେହିପରି ୯ଟି ଲୋକସଭା ଆସନ ପାଇଁ ବିଜେଡି ତା’ର ପ୍ରାର୍ଥିଙ୍କ ନାମ ଘୋଷଣା କରିଛି । ବିଜେଡି!-->…
Read More...
Read More...
ଶଙ୍ଖ ଫୁଙ୍କିଲେ ମନ୍ମଥ
ଭୁବନେଶ୍ବର: ବିଜେଡିରେ ମିଶିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ!-->…
Read More...
Read More...
ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି
ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯାଜପୁର, କଟକ ଓ କନ୍ଧମାଳକୁ ବାଦ୍ ଦେଇ ଆଉ ୧୮ଟି ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ବିଜେପିର ଟିକେଟ୍ ଘୋଷଣା ହେଲା ପରେ ଦଳୀୟ ମହଲରେ ବେଶ୍ ତତ୍ପରତା ପ୍ରକାଶ ପାଇଛି।
!-->!-->!-->…
Read More...
Read More...
ଇଣ୍ଡିଆନ ଷ୍ଟିଲ ଆସୋସିଏସନର ସଭାପତି ଭାବରେ ନବୀନ ଜିନ୍ଦଲଙ୍କ ଦାୟିତ୍ବ ଗ୍ରହଣ
ନୂଆଦିଲ୍ଲୀ/ଭୁବନେଶ୍ୱର ମାର୍ଚ୍ଚ ୨୩: ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାରର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ସର୍ବସମ୍ମତିକ୍ରମେ `ଇଣ୍ଡିଆନ୍ ଷ୍ଟିଲ୍ ଆସୋସିଏସନ୍ (ଆଇଏସ୍ଏ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ୨୦୨୪ ମାର୍ଚ୍ଚ ୨୧ରେ ଏଏମ୍ଏନ୍ଏସ୍ ଇଣ୍ଡିଆର ସିଇଓ ତଥା ଆର୍ସେଲର ମିତ୍ତଲର!-->…
Read More...
Read More...