Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭରସିଟି ଏବଂ ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ ଦ୍ବାରା ସର୍ବବୃହତ ମାନବ ଜାତୀୟ ପତାକା ତିଆରି…
ସୋନିପତ: ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ (ଏଫ୍ଏଫ୍ଆଇ) ସହଯୋଗରେ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟି (ଜେଜିୟୁ) ସର୍ବବୃହତ ମାନବ ଜାତୀୟ ପତାକା ତିଆରି କରି ଗିନିଜ୍ ୱାର୍ଲ୍ଡ ରେକର୍ଡ ସ୍ଥାପନ କରିଛି। ଏହି କାର୍ଯ୍ୟକ୍ରମରେ ଜେଜିୟୁର ୭୩୬୮ ଜଣ ଛାତ୍ରଛାତ୍ରୀ ଓ କର୍ମଚାରୀ ଅଂଶଗ୍ରହଣ କରିଥିଲେ!-->…
Read More...
Read More...
ଓଡ଼ିଶା ସ୍କିଲ୍ ପ୍ରତିଯୋଗିତାରେ ସୋଆ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ କୃତିତ୍ବ
ଭୁବନେଶ୍ୱର, ୧୮/୦୩: ରାଜ୍ୟର ସବୁଠାରୁ ବଡ଼ ସ୍କିଲ ପ୍ରତିଯୋଗିତା ଓଡ଼ିଶା ସ୍କିଲ୍ସ ୨୦୨୩-୨୪ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟର ଛାତ୍ରଛାତ୍ରୀ ରୌପ୍ୟ ଓ କାଂସ୍ୟ ପଦକ ହାସଲ କରିବାରେ ସଫଳ ହୋଇଛନ୍ତି । ମାର୍ଚ୍ଚ ୧୨ ରୁ ୧୫ ପର୍ଯ୍ୟନ୍ତ ଏହି!-->…
Read More...
Read More...
ଜାତୀୟ ମିନିଗଲ୍ଫ୍ ପ୍ରତିଯୋଗିତାରେ ସଫଳ ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ସୋଆ ସଭାପତିଙ୍କ ଅଭିନନ୍ଦନ
ଭୁବନେଶ୍ୱର, ୧୮/୦୩: ନିକଟରେ ନାଗପୁର ଠାରେ ଆୟୋଜିତ ୯ମ ଜାତୀୟ ମିନିଗଲ୍ଫ ଚାମ୍ପିୟନ୍ସିପ୍ରେ ସଫଳତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଅଭିନନ୍ଦନ ଜଣାଇଛନ୍ତି ।
!-->!-->…
Read More...
Read More...
ମନୀଦୀପା ସର୍ଖେଲ ବିଜେଡିରେ ସାମିଲ
ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ପାରାଦୀପର ଟାଣୁଆ ଶ୍ରମିକ ନେତା ତଥା କଂଗ୍ରେସର ପୂର୍ବତନ ବିଧାୟକ ପ୍ରାର୍ଥୀ ବାପି ସର୍ଖେଲଙ୍କ ପତ୍ନୀ ମନୀଦୀପା ସର୍ଖେଲ। ଦଳୀୟ କାର୍ଯ୍ୟାଳୟରେ ଅୟୋଜିତ ମିଶ୍ରଣ ପର୍ବରେ ବିଜେଡି ସାଂସଦ ମାନସ ମଙ୍ଗରାଜ ଓ ପାରାଦୀପ ବିଧାୟକ ସମ୍ବିତ ରାଉତରାୟଙ୍କ!-->…
Read More...
Read More...
ଗିରଫ ହେଲେ ଏଲଭିସ ଯାଦବ
ନୂଆଦିଲ୍ଲୀ: ଲୋକପ୍ରିୟ ୟୁଟ୍ୟୁବର ତଥା ବିଗବସ୍ ଓଟିଟି ୨ର ବିଜେତା ଏଲଭିସ ଯାଦବଙ୍କୁ ନୋଇଡା ପୋଲିସ ଗିରଫ କରିଛି । ବନ୍ୟଜନ୍ତୁ ସଂରକ୍ଷଣ ଆଇନ ଉଲଘଂନ ମାମଲାରେ ତାଙ୍କୁ ଗିରଫ କରାଯାଇଛି । ନୋଏଡା ପୋଲିସ ରବିବାର ଦିନ ତାଙ୍କୁ ପଚରା ଉଚରା କରିବାକୁ ଥାନାକୁ ଡାକିଥିଲା । ପଚରା ଉଚରା ପରେ!-->…
Read More...
Read More...
ଆଇନ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସୋଆ ଲେକ୍ସ କନ୍ସିଲିୟମ୍ ଆୟୋଜିତ
ଭୁବନେଶ୍ୱର, ମାର୍ଚ୍ଚ ୧୬ : ଆଇନ୍ ଶିକ୍ଷା ନିମନ୍ତେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ ବଢ଼ିଚାଲିଥିବା ବେଳେ ଏହାର ନିଯୁକ୍ତି କ୍ଷେତ୍ରର ପରିସୀମା ମଧ୍ୟ ପରିବ୍ୟାପ୍ତ ହେବାରେ ଲାଗିଛି । ତେଣୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍) ଓ!-->…
Read More...
Read More...
କେବେ ଦେବେ ଭୋଟ୍ ? ଆସନ୍ତୁ ଜାଣିବା
ଓଡ଼ିଶାରେ ମେ’ ୧୩, ୨୦, ୨୫ ଓ ଜୁନ୍ ୧ରେ ଭୋଟ ଗ୍ରହଣ
ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ। ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସାରା!-->!-->!-->…
Read More...
Read More...
୧୪ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର
ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୪ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ ।
ଉଲ୍ଲେଖଯୋଗ୍ୟ, ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକରେ ୭ ବିଭାଗର ୧୪!-->!-->!-->…
Read More...
Read More...
ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା
ନୂଆଦିଲ୍ଲୀ: ଆଜି ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଓ ଦୁଇ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରିଛନ୍ତି। ଦେଶର ମୋଟ ୫୪୩ ଲୋକସଭା ଆସନ ପାଇଁ ୭ଟି!-->…
Read More...
Read More...
ଆଜି ଶେଷ କ୍ୟାବିନେଟ୍ ରେ କଣ କହିଲେ ମୁଖ୍ୟମନ୍ତ୍ରୀ ?
ଭୁବନେଶ୍ବର: ପଞ୍ଚମପାଳିର ଶେଷ କ୍ୟାବିନେଟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିଭାଷଣ ରଖିଛନ୍ତି । ସେ ତାଙ୍କ ଅଭିଭାଷଣରେ କହିଛନ୍ତି କି, ଓଡ଼ିଶାର ଭବିଷ୍ୟତ ଉଜ୍ୱଳ । ୧୯୩୬ ମସିହାରେ ଓଡିଶା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ପାଇଥିଲା, ତେଣୁ ୨୦୩୬ ମସିହାରେ ଓଡିଶା ଶତବାର୍ଷିକ ପାଳନ!-->…
Read More...
Read More...