Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
Today’s Highlight
ବଢ଼ିଲା ପାଚିକାଙ୍କ ପାରିଶ୍ରମିକ ରାଶି
ଭୁବନେଶ୍ବର: ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି ହୋଇଛି। ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ଯ ସରକାର। ପାଚିକା ଓ ସହାୟିକା ମାନଙ୍କ!-->…
Read More...
Read More...
ଗୀତିକାର ଗୁଲଜାର ଓ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ପାଇବେ ଜ୍ଞାନପୀଠ ପୁରସ୍କାର
ନୂଆଦିଲ୍ଲୀ: ୫୮ତମ ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବେ, ପ୍ରସିଦ୍ଧ ଗୀତିକାର ଗୁଲଜାର ଏବଂ ସଂସ୍କୃତ ପଣ୍ଡିତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ। ଜ୍ଞାନପୀଠ ଚୟନ କମିଟି ଶନିବାର ଉଭୟଙ୍କ ନାମ ଘୋଷଣା କରିଛି। ଜ୍ଞାନପୀଠ ପୁରସ୍କାର ହେଉଛି ଭାରତର ସର୍ବୋଚ୍ଚ ସାହିତ୍ୟିକ ପୁରସ୍କାର। ଏହି!-->…
Read More...
Read More...
ନିର୍ବାଚନ ପ୍ରସ୍ତୁତି ନେଇ ରାଜୀବ କୁମାର କଣ କହିଲେ ?
ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଆମେ ସଂପୂର୍ଣ୍ଣ ପ୍ରସ୍ତୁତ ଅଛୁ। ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ସମୀକ୍ଷା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଶନିବାର ଏହା କହିଛନ୍ତି। ଭୁବନେଶ୍ବରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସିଇସି କହିଛନ୍ତି, ୨୦୨୪ ଲୋକସଭା ନିର୍ବାଚନ ଓ!-->…
Read More...
Read More...
ମୃତ୍ତିକା ଓ ଜଳ ସଂରକ୍ଷଣ ନିମନ୍ତେ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ସିଏସଆର ଏଣ୍ଡ ସଷ୍ଟେନେବିଲିଟି ପୁରସ୍କାର
ଭୁବନେଶ୍ୱର, ଫେବୃଆରୀ ୧୭: ସିଏସଆର କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣ ଏବଂ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ସିଏସଆର ଏଣ୍ଡ ସଷ୍ଟେନେବିଲିଟି ପୁରସ୍କାର ୨୦୨୪ରେ ସମ୍ମାନିତ କରାଯାଇଛି । ନାବାର୍ଡ ସହଭାଗିତାରେ କାର୍ଯ୍ୟକରି ହେଉଥିବା!-->…
Read More...
Read More...
ଏଚଏଚଜିଙ୍କୁ ୟୁନିଫର୍ମ ପାଇଁ ହଜାରେ ଟଙ୍କା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟର ୭୦ଲକ୍ଷ ମହିଳା ଏଚଏଚଜିଙ୍କୁ ସରକାର ୟୁନିଫର୍ମ ପାଇଁ ହଜାରେ ଟଙ୍କା ଲେଖାଏଁ ସହାୟତା ଦେବେ । ଏହାସହିତ ପ୍ରାୟ ୧.୫ଲକ୍ଷ ପରିଚାଳନା କମିଟି(ଏମସି)!-->…
Read More...
Read More...
ସୋଆ ଛାତ୍ରଛାତ୍ରୀମାନଙ୍କୁ ସୈନ୍ୟ ରଣନୀତିକାରଙ୍କ ଉପଦେଶ
ଭୁବନେଶ୍ୱର: ୧୯୭୧ ମସିହା ଭାରତ-ପାକିସ୍ତାନ ଯୁଦ୍ଧର ସେନାନୀ ତଥା ଜଣେ ସେନା ରଣନୀତିକାର ମେଜର ଜେନେରାଲ ଏସ୍.ଭି.ପିି. ସିଂ ଗୁରୁବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଦର୍ଶନରେ ଆସିଥିଲେ । ଦୀର୍ଘ ୫ ଦଶନ୍ଧି ଧରି ଭାରତୀୟ ସେନାରେ ନେତୃତ୍ୱ ଦେଇଥିବା ମେଜର ଜେନେରାଲ ସିଂ ସୋଆ ପରିଚାଳିତ!-->…
Read More...
Read More...
ବିଜେଡିରେ ସାମିଲ ହେଲେ ଅଂଶୁମାନ
ଭୁବନେଶ୍ବର: କେନ୍ଦ୍ରାପଡ଼ା ରାଜନୀତିରେ ପରିବର୍ତ୍ତନ। କଂଗ୍ରେସ ଛାଡି ବିଜେଡିରେ ସାମିଲ ହେଲେ ଅଂଶୁମାନ ମହାନ୍ତି। ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନଳିନୀ ମହାନ୍ତିଙ୍କ ପୁଅ ଅଂଶୁମାନ ଦୁଇଦିନ ତଳେ କଂଗ୍ରେସ ଛାଡ଼ିଥିଲେ। ଆଜି ଶହ ଶହ ସମର୍ଥକଙ୍କ ସହ ଅଂଶୁମାନ ଏକ ବିରାଟ ରାଲିରେ ଶଙ୍ଖ ଭବନରେ!-->…
Read More...
Read More...
ଆଉ ୬ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ!-->…
Read More...
Read More...
୧୦୮ ଡ୍ରାଇଭର ଓ ସହାୟକଙ୍କ ବଢ଼ିଲା ଭତ୍ତା
ଭୁବନେଶ୍ବର: ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବାରେ ନିୟୋଜିତ ଡ୍ରାଇଭର, ମେଡିକାଲ ଟେକନିସିଆନ ଓ ହେଲପରଙ୍କୁ ସ୍ୱତନ୍ତ୍ର ମାସିକ ଭତ୍ତା ମିଳିବ । ଡ୍ରାଇଭରମାନଙ୍କୁ ମାସିକ ୫ହଜାର ଟଙ୍କା ଏବଂ ମେଡିକାଲ ଟେକନସିଆନ୍ ଓ ହେଲପରଙ୍କୁ ୩ହଜାର ଟଙ୍କା ପ୍ରଦାନ କରାଯିବ । ସେମାନଙ୍କୁ ନିଜ ଦରମା ସହ ଏହି!-->…
Read More...
Read More...
ଓଡିଶା ଗସ୍ତରେ ମୁଖ୍ୟ ନିର୍ବାଚନ କମିସନର
ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଓ ତାଙ୍କ ଟିମ ଓଡ଼ିଶାରେ ପହଞ୍ଚିଛନ୍ତି। ଓଡିଶାରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ସେମାନେ ଇଭିଏମ୍ ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ।ମୁଖ୍ୟ ଶାସନ!-->…
Read More...
Read More...