ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

Today’s Highlight

ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ ହେବେ ଜଭେଦ ଆଖତର

ଭୁବନେଶ୍ୱର, ନଭେମ୍ବର ୨୭: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରର ଉଜ୍ୱଳ ତାରକା, ଶବ୍ଦର ଯାଦୁକର, ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ତାଙ୍କର ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ
Read More...

ରାଜଭବନରେ କଳିଙ୍ଗ ଅତିଥି ନିବାସକୁ ଉଦଘାଟନ କଲେ ରାଷ୍ଟ୍ରପତି

ଭୁବନେଶ୍ବର; ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଭୁବନେଶ୍ୱରର ରାଜଭବନ ପରିସରରେ ସେ କଳିଙ୍ଗ ଅତିଥି ନିବାସକୁ ଉଦଘାଟନ କରିଛନ୍ତି। ଏନେଇ ଅଧିକାରୀମାନେ କହିଛନ୍ତି ଯେ ନୂଆ ଭାବରେ ନିର୍ମିତ ଏହି ସୁବିଧା ଭିଭିଆଇପି ଏବଂ
Read More...

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି

ଭୁବନେଶ୍ବର: ଓଡ଼ିଶା ସରକାର ଏବଂ ଉତ୍କଳ ଚାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ପକ୍ଷରୁ ଜନତା ମଇଦାନ ଠାରେ ଆୟୋଜିତ ହୋଇଯାଇଛି ‘ସମୃଦ୍ଧ ଓଡିଶା ୨୦୩୬ କନକ୍ଲେଭ’। ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟିତ କରିଛନ୍ତି। ୨୦୩୬ରେ ଓଡ଼ିଶାକୁ ୫୦୦ ବିଲିୟନ
Read More...

ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା

ଭୁବନେଶ୍ଵର: ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା। ଆସନ୍ତାକାଲି ଏକ ଘରୋଇ ସ୍କୁଲର କାର୍ଯ୍ୟକ୍ରମରେ ଯୋଗଦେବେ ଶୁଭାଂଶୁ। ତେବେ ସେ ବିମାନ ବନ୍ଦରରେ ପହଞ୍ଚି ପ୍ରତିକ୍ରିୟା ଦେଇଛନ୍ତି। ଶୁଭାଂଶୁ କହିଛନ୍ତି, ଓଡିଶା ଆସି ମୁଁ ବହୁତ ଖୁସି। ପୂର୍ବରୁ ବି ଓଡିଶା ଆସିଥିଲି ବୋଲି କହିଛନ୍ତି
Read More...

ଟ୍ୟାଙ୍କରକୁ ପିଟିଲା ବୋଲେରୋ, ୩ମୃତ

କଟକ: ଡିଭାଇଡର୍ ଭାଙ୍ଗି କଣ୍ଟେନର୍ ସହ ପିଟିହେଲା ବୋଲେରୋ। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲକୁ ପଠାଯାଇଛି। କଟକଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବଇଁଚୁଆ ରଜକଣା ଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
Read More...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ଏଆରଆଇ। ଲାଞ୍ଚ ନେଇ ଧରାପଡ଼ିଲେ କେନ୍ଦ୍ରାପଡ଼ା ଜିଲ୍ଲା ନିକିରାଈର ସହକାରୀ ରାଜସ୍ୱ ନୀରିକ୍ଷକ ଅଭିମନ୍ୟୁ ବେହେରା। ୧୨ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଛି ଭିଜିଲାନ୍ସ ଟିମ୍‌। ଅଫିସ ସମେତ ବିଭିନ୍ନ ସ୍ଥାନରେ ଚାଲିଛି ରେଡ।ଜମିର କିସମ
Read More...

ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଅଯୋଧ୍ୟା: ଅଯୋଧ୍ୟାର ଶ୍ରୀରାମଙ୍କ ମନ୍ଦିରରେ ଉଡ଼ିଛି ଧର୍ମଧ୍ୱଜା। ଆଜି ଶୁଭ ମୁହୂର୍ତ୍ତରେ ବିରାଟକାୟ ଧର୍ମଧ୍ୱଜାଙ୍କୁ ବିଧିବଦ୍ଧ ଭାବେ ମନ୍ଦିରର ଚୂଡ଼ାରେ ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ମୋଦୀ କହିଛନ୍ତି ଧର୍ମଧ୍ବଜା ଭାରତୀୟ ସଭ୍ୟତାର ପୁନଃ ଜାଗରଣର
Read More...

ଓଟିଇଟି ୨୦୨୫ ପାଇଁ ବଢିଲା ଫର୍ମ ପୂରଣ ଅବଧି

ଭୁବନେଶ୍ବର; ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)-୨୦୨୫ ପାଇଁ ଫର୍ମ ପୂରଣ କରିବାର ଶେଷ ତାରିଖ ଦୁଇ ଦିନ ବୃଦ୍ଧି କରାଯାଇଥିବା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ପକ୍ଷରୁ ଜଣାପଡ଼ିଛି। ସାରା ରାଜ୍ୟର ପ୍ରାର୍ଥୀ ମାନେ ଆବେଦନ ପ୍ରକ୍ରିୟା ସମାପ୍ତ କରିବା ପାଇଁ ଅଧିକ ସମୟ
Read More...

ତିନି ମାସ ନିଖୋଜ ଥିବା ଆଇନଜୀବୀଙ୍କ ମୃତଦେହ ପୋଖରୀରୁ ଉଦ୍ଧାର

ଭୁବନେଶ୍ବର: ନିଖୋଜ ଆଇନଜୀବୀଙ୍କ ମିଳିଲା ଗଳିତ ମୃତଦେହ। ତିନି ମାସ ତଳୁ ଘରୁ କୁଆଡେ ନିଖୋଜ ଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ ପରିବାର ଲୋକ। ନିଖୋଜ ଯୁବକ ଜଣକ ହେଲେ ଆଇନଜୀବୀ ଗୁଲେଶ ଚନ୍ଦ୍ର ଗୋଚ୍ଛାୟତ (୪୨)। ସେପ୍ଟେମ୍ବରରୁ ଘରୁ କୁଆଡେ ପଳାଇଥିଲେ। ଝାରପୋଖରୀଆ ଥାନା
Read More...

ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବେ ନେଲେ ଶପଥ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ

ନୂଆ ଦିଲ୍ଲୀ: ଭାରତର ନୂଆ ସିଜେଆଇ ଭାବରେ ଶପଥ ନେଇଛନ୍ତି ଜଷ୍ଟିସ ସୂର୍ଯ୍ୟକାନ୍ତ। ସୁପ୍ରିମକୋର୍ଟର ୫୩ ତମ ପ୍ରଧାନ ବିଚାରପତି ଭାବରେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ ଦାୟିତ୍ବ ଗ୍ରହଣ କରିଛନ୍ତି। ତାଙ୍କର ସିଜେଆଇ ଭାବରେ କାର୍ଯ୍ୟକାଳ ୧୫ ମାସ ପାଇଁ ରହିବ। ଏହା ପୂର୍ବରୁ ସିଜେଆଇ ବିଆର ଗଭାଇଙ୍କ
Read More...