Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ସୋଆ କପ୍ କ୍ରୀଡା ଉତ୍ସବରେ କୃଷି ମହାବିଦ୍ୟାଳୟର ଗ୍ରୁପ୍ ଚାମ୍ପିଅନ୍
ଭୁବନେଶ୍ୱର , ୯ ମାର୍ଚ୍ଚ : ଗୁରୁବାର ଉଦ୍ଯାପିତ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ବାର୍ଷିକ ସୋଆ କପ୍ କ୍ରୀଡ଼ା ପ୍ରତିଯୋଗିତାରେ ଏହା ଦ୍ୱାରା ପରିଚାଳିତ ୧୦ଟି ଶିକ୍ଷାନୁଷ୍ଠାନ ଭାଗ ନେଇଥିଲେ । ଏଥିରେ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)!-->…
Read More...
Read More...
ମହିଳା କର୍ମଚାରୀମାନେ ସୋଆ ବିଶ୍ୱବିଦ୍ୟାଳୟର ଗୌରବ : ଶାଶ୍ୱତି ଦାସ
ଭୁବନେଶ୍ୱର , ୯ ମାର୍ଚ୍ଚ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନେ କେବଳ ଶିକ୍ଷା କିମ୍ବା ସ୍ୱାସ୍ଥ୍ୟ କ୍ଷେତ୍ରରେ ନୁହେଁ ବରଂ ବିଭିନ୍ନ ବିଭାଗରେ ନିଜର ବହୁମୂଲ୍ୟ ଯୋଗଦାନ ଦେଇ ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ଏହି ଦୃଷ୍ଟିରୁ ସେମାନେ ବିଶ୍ୱବିଦ୍ୟାଳୟ ଓ ସାରା!-->…
Read More...
Read More...
ରାଜ୍ୟସଭାକୁ ଯିବେ ସୁଧା ମୂର୍ତ୍ତି
ନୂଆଦିଲ୍ଲୀ : ଇନଫୋସିସି ଫାଉଣ୍ଡେସନ ଅଧ୍ୟକ୍ଷ ତଥା ସହ ପ୍ରତିଷ୍ଠାତା ସୁଧା ମୂର୍ତ୍ତି ରାଜ୍ୟସଭାକୁ ମନୋନୀତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୂଧାମୂର୍ତ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ଏହି ସୂଚନା ଦେଇଛନ୍ତି। ରାଜ୍ୟସଭାକୁ ମନୋନୀତ ହେବା ପରେ!-->…
Read More...
Read More...
ବଢ଼ିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା
ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ମହଙ୍ଗା ଭତ୍ତା ବା ଡିଏ ବଢ଼ାଇଛନ୍ତି କେନ୍ଦ୍ର ସରକାର। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏହି ସୂଚନା ଦେଇଛନ୍ତି।
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୪% ବୃଦ୍ଧି!-->!-->!-->…
Read More...
Read More...
ଆଉଟ୍ସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉଟ୍ସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକରେ ୨୫% ବୃଦ୍ଧି କରିଛନ୍ତି। ଏହା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ଓ ଅଭିଯୋଗ ଶୁଣାଣି ଆଦି ବ୍ୟବସ୍ଥା କରିଛନ୍ତି ସରକାର।
ଅଭିଜ୍ଞତା ଥିବା!-->!-->!-->…
Read More...
Read More...
ବିଜେଡିରେ ମିଶିଲେ ବିଜୟଙ୍କ ପୁଅ
ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ । ମନ୍ତ୍ରୀ ପ୍ରତାପ ଜେନା ମଧ୍ୟ ଏହି ମିଶ୍ରଣ ପର୍ବ ସମୟରେ ଉପସ୍ଥିତ ରହିଥିଲେ । ବିଦ୍ଧିବଧଭାବେ ବିଜେଡିରେ ଯୋଗ ଦେଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ!-->…
Read More...
Read More...
ବଢ଼ିଲା ଆଶାକର୍ମୀଙ୍କ ଦରମା
ଭୁବନେଶ୍ବର: ଆଶା କର୍ମୀଙ୍କ ଦରମା ୭ ହଜାରକୁ ବଢାଇଛନ୍ତି ରାଜ୍ୟ ସରକାର । ଏହାସହ ସେବା ନିବୃତ ପ୍ରୋତ୍ସାହନ ରାଶି ମଧ୍ୟ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଗରୁ ମାସିକ ୪ ହଜାର ୫ଶହ ଟଙ୍କା ପାରିଶ୍ରମିକ ପାଉଥିବା ଆଶାକର୍ମୀ ଏଣିକି ୭ ହଜାର ଟଙ୍କା ପାଇବେ। ପାରିଶ୍ରମିକ ରାଶି!-->…
Read More...
Read More...
ଭିଜିଲାନ୍ସ ଜାଲରେ ଆରଆଇ
ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦର ଆରଆଇ ପଡିଛନ୍ତି ଭିଜିଲାନ୍ସ ଜାଲରେ । ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରମୋଦ କୁମାର ବେହେରାଙ୍କୁ ଧରିଛି ଭିଜିଲାନ୍ସ ଟିମ । ସେ ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ତହସିଲରେ ଭାବେ କାର୍ଯ୍ୟରତ ଥିଲେ । ଲାଞ୍ଚ କାରବାରରେ ଆରଆଇଙ୍କୁ!-->…
Read More...
Read More...
ନିର୍ବାଚନ ପାଇଁ ବଡ଼ ନିଷ୍ପତ୍ତି ନିଆଯାଉଥିବା ଆକଳନ
ଭୁବନେଶ୍ବର: ନବୀନ ନିବାସରେ ଆଜି ଅପରାହ୍ଣ ୩ଟାରୁ ୫ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ବୈଠକ ହୋଇଥିଲା। ଦ୍ବିତୀୟ ପର୍ଯ୍ୟାୟରେ ପୁଣି ସନ୍ଧ୍ୟା ୬ଟାରେ ବୈଠକ ବସିଥିଲା। ଦ୍ବିତୀୟ ପର୍ଯ୍ୟାୟର ବୈଠକ ଶେଷ ହେଲା ପରେ ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା!-->…
Read More...
Read More...
ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ନ ୨ଟା ୪୦ରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯାତ୍ରା କରିଥିଲେ।
ଉଲ୍ଲେଖଯୋଗ୍ୟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ!-->!-->!-->…
Read More...
Read More...