Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍
ପୋଷ୍ଟ-ଗ୍ରାଜୁଏଟ୍ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା
Browsing Category
Today’s Highlight
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର: ଆଜି ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ ବଦଳି କରିଛନ୍ତି । ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ଗଙ୍ଗାଧର ନାୟକଙ୍କୁ ଓଡ଼ିଶା ମାନବାଧିକାର କମିଶନଙ୍କ ସଚିବ ଭାବେ ବଦଳି ହୋଇଛି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,!-->!-->!-->…
Read More...
Read More...
ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା
ଭୁବନେଶ୍ବର: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟର ବରିଷ୍ଠ ବୁଣାକାରମାନେ ଏବେ ମାସିକ ୫୦୦ଟଙ୍କା ଓ ୮୦ବର୍ଷରୁ ଅଧିକଙ୍କୁ!-->…
Read More...
Read More...
ଲୋକାର୍ପିତ ହେଲା ସମ୍ ହସ୍ପିଟାଲ୍ ଶିତଳାପଲ୍ଲୀ କ୍ୟାମ୍ପସ
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହେଲା ସମ୍ ହସ୍ପିଟାଲ୍ ଶିତଳାପଲ୍ଲୀ କ୍ୟାମ୍ପସଓଡିଶାବାସୀ ଙ୍କୁ ଉତମ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ସୋଆର ଆଉ ଏକ ପଦକ୍ଷେପ
ବ୍ରହ୍ମପୁର (ଓଡିଶା)୧୪/୦୨: ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଉତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବାର ଲକ୍ଷ୍ୟ ନେଇ!-->!-->!-->…
Read More...
Read More...
ଓଲଟିଲା ବସ୍: ୧ ମୃତ, ୧୦ ଆହତ
କଟକ: କଟକ ଗୋପାଳପୁର ଛକରେ ଓଲଟିଲା ବସ୍। ଆଜି ସନ୍ଧ୍ୟାରେଭୁବନେଶ୍ବରରୁ ବାଲେଶ୍ବର ଯାଉଥିବାବେଳେ ବସଟି ଓଲଟି ପଡ଼ିଥିବା କୁହାଯାଇଛି । ତେବେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଯାତ୍ରୀଙ୍କୁ ଉଦ୍ଧାର କରୁଛି ପ୍ରଶାସନ। ଉଦ୍ଧାର ଯାତ୍ରୀଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଉଛି। ଏହି!-->…
Read More...
Read More...
ବୁଧବାର ଲୋକାର୍ପିତ ହେବ ସମ୍ ହସ୍ପିଟାଲ୍ ଶିତଳାପଲ୍ଲୀ କ୍ୟାମ୍ପସ
ଭୁବନେଶ୍ବର; ଦୀର୍ଘ ୧୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜନସାଧାରଣଙ୍କୁ ଅବିରତ ଓ ଉତ୍ସର୍ଗୀକୃତ ଭାବେ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିଆସୁଥିବା ଶିକ୍ଷା ଓ ଅନୁସନ୍ଧାନ ଏବେ ଦକ୍ଷିଣ ଓଡ଼ିଶାରେ ଉତମ ତଥା ଅତ୍ୟାଧୁନିକ ସେବା ପ୍ରଦାନ କରିବା ଲକ୍ଷ୍ୟରେ ବ୍ରହ୍ମପୁର ନିକଟ ଶିତଳାପଲ୍ଲୀ ଠାରେ ସମ୍!-->…
Read More...
Read More...
ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା
ଭୁବନେଶ୍ୱର: ଆଜି ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଛି। ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ବିଜେଡି ଯୁବ ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଉପରେ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରିଛନ୍ତି ମୋହର। ବିଜେଡି ପକ୍ଷରୁ ଜାରି!-->…
Read More...
Read More...
ପଞ୍ଚଭୂତରେ ବିଲୀନ ହେଲେ ରାଣୀ ମାଆ ସୁଜ୍ଞାନ କୁମାରୀ ଦେଓ
ଖଲ୍ଲିକୋଟ: ପଞ୍ଚଭୂତରେ ବିଲୀନ ହେଲେ ରାଣୀ ମାଆ ସୁଜ୍ଞାନ କୁମାରୀ ଦେଓ। ସରିଲା ପୂର୍ବତନ ବିଧାୟିକା ତଥା ରାଣୀ ମା’ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଶେଷକୃତ୍ୟ। ଖଲ୍ଲିକୋଟ ରାଜବାଟୀ ଶ୍ମଶାନରେ ଗାର୍ଡ ଅଫ ଅନର ଦିଆଯିବା ପରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏଥିପାଇଁ ଜଗନ୍ନାଥ ମନ୍ଦିର!-->…
Read More...
Read More...
ଓଡିଶାରେ ପହଁଞ୍ଚିଲା ରାଣୀ ମାଆଙ୍କ ପାର୍ଥିବ ଶରୀର
ଭୁବନେଶ୍ବର: ପ୍ରଖ୍ୟାତ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓ ପାର୍ଥିବ ଶରୀର ଓଡ଼ିଶାରେ ପହଞ୍ଚିଛି। ମରଶରୀର ଏୟାରପୋର୍ଟରେ ପହଞ୍ଚିବା ପରେ ଶେଷ ଶୋଭାଯାତ୍ରାରେ ଆସିଥିଲେ ରାଣୀ ମାଆ। ସେଠାରୁ ଶଙ୍ଖ ଭବନକୁ ଆସିଥିଲା ପାର୍ଥିବ ଶରୀର। ସେଠାରେ ମୁଖ୍ଯମନ୍ତ୍ରୀ ନବୀନ!-->…
Read More...
Read More...
ପ୍ରାକୃତିକ ଉତ୍ପାଦରୁ ଔଷଧ ପ୍ରସ୍ତୁତ କରିବା ନିମନ୍ତେ ଆମେରିକୀୟ କମ୍ପାନୀ ସହ ଏକତ୍ର କାର୍ଯ୍ୟ କରିବ ସୋଆ
ଭୁବନେଶ୍ୱର, ଫେବୃଆରୀ ୧୦: ଜଟିଳ ବ୍ୟାଧି ଗୁଡ଼ିକର ଚିକିତ୍ସା କରିବା ନିମନ୍ତେ ପ୍ରାକୃତିକ ଉତ୍ପାଦରୁ ଔଷଧ ପ୍ରସ୍ତୁତ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆମେରିକାର ଥିଙ୍କ ଫାର୍ମା ଆଣ୍ଡ ଆର୍ୟୁବିଦ୍ୟା ହେଲ୍ଥ କେୟାର ଇନୋଭେସନ୍ ମିଳିତ ଭାବେ ଗବେଷଣା କରିବାକୁ ଆଗ୍ରହ!-->…
Read More...
Read More...
ଘୋଷଣା ହେଲା ଭାରତ ରତ୍ନ ସମ୍ମାନ
ନୂଆଦିଲ୍ଲୀ: ଭାରତ ରତ୍ନ ସମ୍ମାନ ପାଇବେ ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହା ରାଓ ଏବଂ ଚୌଧୁରୀ ଚରଣ ସିଂ, ବୈଜ୍ଞାନିକ ଏମଏସ ସ୍ବାମୀନାଥନ। ସୋସିଆଲ ମିଡିଆ ଏକ୍ସରେ ଏନେଇ ପୋଷ୍ଟ କରି ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
କଂଗ୍ରେସ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ!-->!-->!-->…
Read More...
Read More...