Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍
ପୋଷ୍ଟ-ଗ୍ରାଜୁଏଟ୍ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା
Browsing Category
Today’s Highlight
ଭି.ସୁଜ୍ଞାନ କୁମାର ଦେଓଙ୍କୁ ଦେଖିବା ପାଇଁ ନବୀନ ଗଲେ ଚେନ୍ନାଇ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚେନ୍ନାଇ ଗସ୍ତରେ ଯାଇଛନ୍ତି। ସେ ଆଜି ସନ୍ଧ୍ୟା ୭ଟାରେ ସ୍ୱତନ୍ତ୍ର ଏୟାରକ୍ରାଫ୍ଟରେ ଚେନ୍ନାଇ ଯାଇ ରାତି ପ୍ରାୟ ୧୨ଟାରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି। ବିଜେଡିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାର!-->…
Read More...
Read More...
ଉପସ୍ଥାପିତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ
ଭୁବନେଶ୍ବର: ବିଧାନସଭାରେ ଉପସ୍ଥାପିତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ମୋଟ ୨ ଲକ୍ଷ ୫୫ କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି । ଏଥିରେ ୧ ଲକ୍ଷ ୧୮ ହଜାର ଟଙ୍କାର କାମଚଳା ବଜେଟ!-->…
Read More...
Read More...
ସୋଆ ପରିଦର୍ଶନରେ ପ୍ରଫେସର ଆର୍ଲୋ ଗ୍ରିଫିଥ୍ସ
ଭୁବନେଶ୍ୱର, ଫେବୃଆରୀ ୦୭: ମହାଭାରତ କାବ୍ୟକୁ ନେଇ ଦୀର୍ଘ ୨୦ ବର୍ଷ ହେବ ଗବେଷଣା ଚଳାଇଥିବା ହଲାଣ୍ଡର ପ୍ରଫେସର ଆର୍ଲୋ ଗ୍ରିଫିଥ୍ସ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର୍ ପ୍ରିଜରଭେସନ୍, ପ୍ରୋପାଗେସନ୍ ଆଣ୍ଡ ରେଷ୍ଟୋରେସନ୍ ଅଫ୍ ଆନ୍ସିଏଂଟ୍ କଲ୍ଚର ଆଣ୍ଡ!-->…
Read More...
Read More...
ସମାଜର ଦୁର୍ବଳତାଗୁଡ଼ିକର ନିରାକରଣ ନିମନ୍ତେ ସାହିତ୍ୟ ଗୁରୁତ୍ୱପୂର୍ଣ୍ଣ : ୫ ଟି ଅଧ୍ୟକ୍ଷ
ଭୁବନେଶ୍ୱର: ସମାଜର ଅନ୍ତର୍ନିହିତ ଦୁର୍ବଳତାଗୁଡ଼ିକୁ ଗୁରୁତ୍ୱ ଦେଇ ଏହାର ନିରାକରଣ ନିମନ୍ତେ ସାହିତ୍ୟିକମାନେ ମନୋନିବେଶ କରିବା ଆବଶ୍ୟକ ବୋଲି କହିଛନ୍ତି ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍। ସାହିତ୍ୟ ସମାଜର ଦର୍ପଣ ସଦୃଶ ଯାହାକି ସମାଜର ଅନ୍ତର୍ନିହିତ ଅନ୍ୟାୟକୁ!-->…
Read More...
Read More...
କୋଭିଡ ଯୁଦ୍ଧରେ ସୋଆର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା : ୫ ଟି ଅଧ୍ୟକ୍ଷ
ଭୁବନେଶ୍ୱର, ଫେବୃଆରୀ ୫: ଓଡ଼ିଶାରେ କୋଭିଡ ଯୁଦ୍ଧର ମୁକାବିଲା କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା ଯାହା ଦ୍ୱାରା କି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଅନେକ ହ୍ରାସ ପାଇଥିଲା ବୋଲି କହିଛନ୍ତି ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ!-->…
Read More...
Read More...
ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉଦ୍ଯାପିତ
ଭୁବନେଶ୍ୱର, ଫେବୃୟାରୀ ୦୫: ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉତ୍ସବ ଏ’ ବର୍ଗରେ ଗ୍ରାଣ୍ଡ ମାଷ୍ଟର ( ଜିଏମ୍) ସାୟନ୍ତନ ଦାସ (୨୫୨୪) ଚାମ୍ପିଅନ ହୋଇଛନ୍ତି । ସେ ସର୍ବାଧିକ ୮ ପଏଂଟ୍ ସହ ପ୍ରଥମ ସ୍ଥାନ ହାସଲ କରିଥିଲେ । ଜିଏମ୍ ଦୀପ୍ତାୟନ ଘୋଷ (୨୫୬୮) ୭.୫ ପଏଂଟ୍ ସହ!-->…
Read More...
Read More...
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର, ୪।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ସାହିତ୍ୟିକ ଡ଼. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ ତଥା ସମ୍ମାନିତ କରାଯାଇଛି। ଓଡ଼ିଆ ଭାଷା ଓ ସାହିତ୍ୟ ପ୍ରତି ବିଶେଷ ଅବଦାନ ଓ ସମ୍ମାନ!-->…
Read More...
Read More...
ଓଡ଼ିଆକୁ ବିକଶିତ କରିବା ପାଇଁ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି
ଭୁବନେଶ୍ୱର, ଫେବୃଆରୀ ୪: ଓଡ଼ିଆ ୬ଷ୍ଠ ତମ ଭାରତୀୟ ଭାଷା ଭାବେ ଶାସ୍ତ୍ରୀୟ ମାନ୍ୟତା ଲାଭ କରିସାରିଛି । ଏହି ଭାଷାକୁ ବିକଶିତ କରିବା ନିମନ୍ତେ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି ବୋଲି ରବିବାର ଏଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଆୟୋଜିତ ବିମର୍ଶରେ ବକ୍ତାମାନେ ମତ!-->…
Read More...
Read More...
ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ସୋଆରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ
ଭୁବନେଶ୍ୱର, ଫେବୃଆରୀ ୩: ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଏଠାରେ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଓ ରାଜ୍ୟ ସରକାରଙ୍କ ଆହ୍ୱାନ କ୍ରମେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ଶନିବାର ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଥିଲା!-->…
Read More...
Read More...
ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତରତ୍ନ
ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ମିଳିବା ନେଇ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଦୀ କହିଛନ୍ତି, ଲାଲକୃଷ୍ଣ ଆଡଭାନୀ ଜୀଙ୍କୁ ଭାରତ ରତ୍ନରେ ସମ୍ମାନୀତ କରାଯିବ। ଆଡଭାନୀଙ୍କୁ ଏ ସୁସମ୍ବାଦ ଦେବା ସହ ମୁଁ!-->…
Read More...
Read More...