Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍
ପୋଷ୍ଟ-ଗ୍ରାଜୁଏଟ୍ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା
Browsing Category
Today’s Highlight
ମୋଦୀ ଭେଟିଦେଲେ ୬୮ହଜାର କୋଟିର ପ୍ରକଳ୍ପ
ସମ୍ବଲପୁର: ଆଜି ଓଡିଶା ଗସ୍ତରେ ଆସି ସମ୍ବଲପୁରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିଥିଲେ। ଏହା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...
ଉଦଘାଟିତ ହେଲା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ
ଭୁବନେଶ୍ବର: ଜନତା ମୈଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ସାହିତ୍ୟିକ ଡକ୍ଟର ସୀତାକାନ୍ତ ମହାପାତ୍ର, ଡକ୍ଟର ପ୍ରତିଭା ରାୟ ଓ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ପ୍ରମୁଖ!-->…
Read More...
Read More...
ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନର୍ସମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର : ନର୍ସମାନେ ତ୍ୟାଗ ଓ ସେବାର ପ୍ରତୀକ । ତାଙ୍କ ଉପରେ ମଣିଷର ଜୀବନ ନିର୍ଭର କରେ। ତେଣୁ ସେମାନେ ଯତ୍ନର ସହ ରୋଗୀ ସେବା କରିବା ଜରୁରୀ। ଡାକ୍ତର ଓ ନର୍ସ ଗୋଟିଏ ମୁଦ୍ରା ର ଦୁଇଟି ପାଶ୍ୱର୍ ସଦୃଶ ବୋଲି ଓଡିଶା ନର୍ସିଂ ନିର୍ଦ୍ଦେଶକ ଡାକ୍ତର ରାମଚନ୍ଦ୍ର ରାଉତ କହିଛନ୍ତି । ସଦା!-->…
Read More...
Read More...
ବିଶିଷ୍ଟ ଚଳଚିତ୍ର ଅଭିନେତା ସାଧୁ ମେହେରଙ୍କ ପରଲୋକ
ଭୁବନେଶ୍ବର: ପଦ୍ମଶ୍ରୀ ସମ୍ମାନିତ ଅଭିନେତା, ନିର୍ଦ୍ଦେଶକ, ଲେଖକ ଓ ପ୍ରଯୋଜକ ସାଧୁ ମେହେରଙ୍କ ପରଲୋକ ହୋଇଛି। ୮୪ ବର୍ଷ ବୟସରେ ମୁମ୍ବାଇରେ ସାଧୁ ମେହେରଙ୍କ ପରଲୋକ ନେଇ ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସାଧୁ ମେହେର ୨୮ରୁ ଅଧିକ ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ!-->…
Read More...
Read More...
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ସୋଆରେ ଓଡ଼ିଆଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ…
ଭୁବନେଶ୍ୱର, ୨ ଫେବୃଆରି: ଆସନ୍ତା ଫେବୃଆରି ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ୟୁନିଭର୍ସିଟି ପକ୍ଷରୁ ରବିବାର ଏବଂ ସୋମବାର ଦୁଇ ଦିନ ଧରି ଓଡ଼ିଆ ଭାଷା, ସାହିତ୍ୟ ଓ!-->…
Read More...
Read More...
କଣ ରହିଛି ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ?
ନୂଆଦିଲ୍ଲୀ: ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ଉପସ୍ଥାପିତ ହୋଇଛି। ଏହି ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣ। ଏହି ସମୟରେ ସରକାରୀ ଯୋଜନାର ଲାଭ କଥା କହିଛନ୍ତି ଅର୍ଥମନ୍ତ୍ରୀ। ସେ କହିଛନ୍ତି, ୨୦୪୭ ସୁଦ୍ଧା ଭାରତକୁ ବିକଶିତ ଦେଶ କରିବା ଲକ୍ଷ୍ୟ!-->…
Read More...
Read More...
ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ଭୁବନେଶ୍ୱର: ଭିଜିଲାନ୍ସ ଫାଶରେ ମାଲକାନଗିରି କାଡା ଡିଭିଜନର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି। ଆୟ ବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ। କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଥିଲା। ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ!-->…
Read More...
Read More...
ଫେବୃଆରି ୩ରୁ ୯ ତାରିଖ ପର୍ଯ୍ୟନ୍ତ ଏକାମ୍ର ଉତ୍ସବ
ଭୁବନେଶ୍ବର: ଆସନ୍ତା ଫେବୃଆରି ୩ରୁ ୯ ତାରିଖ ଯାଏଁ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ। ଓଡ଼ିଶା ପରି ଏକ ଭାଷା ଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରଥମ ଥର ପାଇଁ ଶୁଭାରମ୍ଭ କରିବାକୁ ଯାଉଛନ୍ତି ‘ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ’। ଏହି!-->…
Read More...
Read More...
ଆଇପିଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସ୍ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ରେଳବାଇ ଓ ଉପକୂଳ ସୁରକ୍ଷାର ଅତିରିକ୍ତ ଡିଜି ଦୟାଲ ଗଙ୍ଗୱାରଙ୍କୁ ପୁଲିସ ଆଧୁନିକୀକରଣ(ମଡର୍ଣ୍ଣାଇଜେସନ)ର ଅତିରିକ୍ତ ଡିଜି ଭାବେ ବଦଳି କରାଯାଇଛି।
ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି!-->!-->!-->…
Read More...
Read More...
ସ୍ୱେଚ୍ଛାକୃତ ଅବସର ନେଲେ ଆଇପିଏସ୍ ବି.ରାଧିକା
ଭୁବନେଶ୍ବର: ୧୯୮୯ ବ୍ୟାଚ୍ ଆଇପିଏସ୍ ବି.ରାଧିକା ନିଜ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି । ରାଜ୍ୟ ସରକାର ତାଙ୍କର ଆବେଦନକୁ ଗ୍ରହଣ କରି ଫେବୃୟାରୀ ୧ ଅପରାହ୍ନରୁ ତାଙ୍କୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି!-->…
Read More...
Read More...