ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

Today’s Highlight

ସୋଆ ଛାତ୍ରଛାତ୍ରୀମାନଙ୍କୁ ସୈନ୍ୟ ରଣନୀତିକାରଙ୍କ ଉପଦେଶ

ଭୁବନେଶ୍ୱର: ୧୯୭୧ ମସିହା ଭାରତ-ପାକିସ୍ତାନ ଯୁଦ୍ଧର ସେନାନୀ ତଥା ଜଣେ ସେନା ରଣନୀତିକାର ମେଜର ଜେନେରାଲ ଏସ୍‌.ଭି.ପିି. ସିଂ ଗୁରୁବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଦର୍ଶନରେ ଆସିଥିଲେ । ଦୀର୍ଘ ୫ ଦଶନ୍ଧି ଧରି ଭାରତୀୟ ସେନାରେ ନେତୃତ୍ୱ ଦେଇଥିବା ମେଜର ଜେନେରାଲ ସିଂ ସୋଆ ପରିଚାଳିତ
Read More...

ବିଜେଡିରେ ସାମିଲ ହେଲେ ଅଂଶୁମାନ

ଭୁବନେଶ୍ବର: କେନ୍ଦ୍ରାପଡ଼ା ରାଜନୀତିରେ ପରିବର୍ତ୍ତନ। କଂଗ୍ରେସ ଛାଡି ବିଜେଡିରେ ସାମିଲ ହେଲେ ଅଂଶୁମାନ ମହାନ୍ତି। ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନଳିନୀ ମହାନ୍ତିଙ୍କ ପୁଅ ଅଂଶୁମାନ ଦୁଇଦିନ ତଳେ କଂଗ୍ରେସ ଛାଡ଼ିଥିଲେ। ଆଜି ଶହ ଶହ ସମର୍ଥକଙ୍କ ସହ ଅଂଶୁମାନ ଏକ ବିରାଟ ରାଲିରେ ଶଙ୍ଖ ଭବନରେ
Read More...

ଆଉ ୬ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ
Read More...

୧୦୮ ଡ୍ରାଇଭର ଓ ସହାୟକଙ୍କ ବଢ଼ିଲା ଭତ୍ତା

ଭୁବନେଶ୍ବର: ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବାରେ ନିୟୋଜିତ ଡ୍ରାଇଭର, ମେଡିକାଲ ଟେକନିସିଆନ ଓ ହେଲପରଙ୍କୁ ସ୍ୱତନ୍ତ୍ର ମାସିକ ଭତ୍ତା ମିଳିବ । ଡ୍ରାଇଭରମାନଙ୍କୁ ମାସିକ ୫ହଜାର ଟଙ୍କା ଏବଂ ମେଡିକାଲ ଟେକନସିଆନ୍ ଓ ହେଲପରଙ୍କୁ ୩ହଜାର ଟଙ୍କା ପ୍ରଦାନ କରାଯିବ । ସେମାନଙ୍କୁ ନିଜ ଦରମା ସହ ଏହି
Read More...

ଓଡିଶା ଗସ୍ତରେ ମୁଖ୍ୟ ନିର୍ବାଚନ କମିସନର

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଓ ତାଙ୍କ ଟିମ ଓଡ଼ିଶାରେ ପହଞ୍ଚିଛନ୍ତି। ଓଡିଶାରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ସେମାନେ ଇଭିଏମ୍‌ ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ।ମୁଖ୍ୟ ଶାସନ
Read More...

ଓଡିଶା ମିନିଗଲ୍‌ଫ୍ ଟିମ୍ ରେ ସୋଆର ୬ଜଣ ଛାତ୍ରଛାତ୍ରୀ ଓ ଜଣେ ଫ୍ୟାକଲ୍ଟି ମନୋନୀତ

ଭୁବନେଶ୍ୱର, ୧୫/୦୨: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ର ଛଅ ଜଣ ଛାତ୍ରଛାତ୍ରୀ ଓ ଜଣେ ଫ୍ୟାକଲ୍ଟି ଆସନ୍ତା ମାର୍ଚ୍ଚ ମାସ ୩ ତାରିଖ ରୁ ୬ ତାରିଖ ପର୍ଯ୍ୟନ୍ତ ନାଗପୁରଠାରେ ଆୟୋଜିତ ହେବାକୁ ଥିବା ଜାତୀୟ ପୁରୁଷ ଓ ମହିଳା ମିନି ଗଲ୍ଫ ଚାମ୍ପିଅନ୍‌ସିପ୍‌ରେ ଭାଗ ନେବା ନିମନ୍ତେ
Read More...

ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ ବଦଳି କରିଛନ୍ତି । ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ଗଙ୍ଗାଧର ନାୟକଙ୍କୁ ଓଡ଼ିଶା ମାନବାଧିକାର କମିଶନଙ୍କ ସଚିବ ଭାବେ ବଦଳି ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,
Read More...

ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା

ଭୁବନେଶ୍ବର: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟର ବରିଷ୍ଠ ବୁଣାକାରମାନେ ଏବେ ମାସିକ ୫୦୦ଟଙ୍କା ଓ ୮୦ବର୍ଷରୁ ଅଧିକଙ୍କୁ
Read More...

ଲୋକାର୍ପିତ ହେଲା ସମ୍ ହସ୍ପିଟାଲ୍ ଶିତଳାପଲ୍ଲୀ କ୍ୟାମ୍ପସ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହେଲା ସମ୍ ହସ୍ପିଟାଲ୍ ଶିତଳାପଲ୍ଲୀ କ୍ୟାମ୍ପସଓଡିଶାବାସୀ ଙ୍କୁ ଉତମ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ସୋଆର ଆଉ ଏକ ପଦକ୍ଷେପ ବ୍ରହ୍ମପୁର (ଓଡିଶା)୧୪/୦୨: ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଉତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବାର ଲକ୍ଷ୍ୟ ନେଇ
Read More...

ଓଲଟିଲା ବସ୍: ୧ ମୃତ, ୧୦ ଆହତ

କଟକ: କଟକ ଗୋପାଳପୁର ଛକରେ ଓଲଟିଲା ବସ୍। ଆଜି ସନ୍ଧ୍ୟାରେଭୁବନେଶ୍ବରରୁ ବାଲେଶ୍ବର  ଯାଉଥିବାବେଳେ ବସଟି ଓଲଟି ପଡ଼ିଥିବା କୁହାଯାଇଛି । ତେବେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଯାତ୍ରୀଙ୍କୁ ଉଦ୍ଧାର କରୁଛି ପ୍ରଶାସନ। ଉଦ୍ଧାର ଯାତ୍ରୀଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଉଛି। ଏହି
Read More...