Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ସୋଆରେ ଓଡ଼ିଆଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ…
ଭୁବନେଶ୍ୱର, ୨ ଫେବୃଆରି: ଆସନ୍ତା ଫେବୃଆରି ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ୟୁନିଭର୍ସିଟି ପକ୍ଷରୁ ରବିବାର ଏବଂ ସୋମବାର ଦୁଇ ଦିନ ଧରି ଓଡ଼ିଆ ଭାଷା, ସାହିତ୍ୟ ଓ!-->…
Read More...
Read More...
କଣ ରହିଛି ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ?
ନୂଆଦିଲ୍ଲୀ: ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ଉପସ୍ଥାପିତ ହୋଇଛି। ଏହି ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣ। ଏହି ସମୟରେ ସରକାରୀ ଯୋଜନାର ଲାଭ କଥା କହିଛନ୍ତି ଅର୍ଥମନ୍ତ୍ରୀ। ସେ କହିଛନ୍ତି, ୨୦୪୭ ସୁଦ୍ଧା ଭାରତକୁ ବିକଶିତ ଦେଶ କରିବା ଲକ୍ଷ୍ୟ!-->…
Read More...
Read More...
ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ଭୁବନେଶ୍ୱର: ଭିଜିଲାନ୍ସ ଫାଶରେ ମାଲକାନଗିରି କାଡା ଡିଭିଜନର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି। ଆୟ ବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ। କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଥିଲା। ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ!-->…
Read More...
Read More...
ଫେବୃଆରି ୩ରୁ ୯ ତାରିଖ ପର୍ଯ୍ୟନ୍ତ ଏକାମ୍ର ଉତ୍ସବ
ଭୁବନେଶ୍ବର: ଆସନ୍ତା ଫେବୃଆରି ୩ରୁ ୯ ତାରିଖ ଯାଏଁ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ। ଓଡ଼ିଶା ପରି ଏକ ଭାଷା ଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରଥମ ଥର ପାଇଁ ଶୁଭାରମ୍ଭ କରିବାକୁ ଯାଉଛନ୍ତି ‘ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ’। ଏହି!-->…
Read More...
Read More...
ଆଇପିଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଇପିଏସ୍ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ରେଳବାଇ ଓ ଉପକୂଳ ସୁରକ୍ଷାର ଅତିରିକ୍ତ ଡିଜି ଦୟାଲ ଗଙ୍ଗୱାରଙ୍କୁ ପୁଲିସ ଆଧୁନିକୀକରଣ(ମଡର୍ଣ୍ଣାଇଜେସନ)ର ଅତିରିକ୍ତ ଡିଜି ଭାବେ ବଦଳି କରାଯାଇଛି।
ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି!-->!-->!-->…
Read More...
Read More...
ସ୍ୱେଚ୍ଛାକୃତ ଅବସର ନେଲେ ଆଇପିଏସ୍ ବି.ରାଧିକା
ଭୁବନେଶ୍ବର: ୧୯୮୯ ବ୍ୟାଚ୍ ଆଇପିଏସ୍ ବି.ରାଧିକା ନିଜ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି । ରାଜ୍ୟ ସରକାର ତାଙ୍କର ଆବେଦନକୁ ଗ୍ରହଣ କରି ଫେବୃୟାରୀ ୧ ଅପରାହ୍ନରୁ ତାଙ୍କୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି!-->…
Read More...
Read More...
ଗିରଫ ହେଲେ ହେମନ୍ତ, ମୁଖ୍ୟମନ୍ତ୍ରୀ ହେଲେ ଚମ୍ପାଇ
ଝାରଖଣ୍ଡ: ଶେଷରେ ଗିରଫ ହେଲେ ହେମନ୍ତ ସୋରେନ। ଝାରଖଣ୍ଡର ବିଦାୟୀ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କରିଛି ଇଡି। ଜମି ଦୁର୍ନୀତି ମାମଲାରେ ଆଜି ଇଡି ତାଙ୍କୁ ଦୀର୍ଘ ୫ ଘଣ୍ଟାରରୁ ଅଧିକ ସମୟ ଜେରା କରିବା ପରେ ଗିରଫ କରିଛି।
ବିଧିବଦ୍ଧ ଭାବେ ଗିରଫ ହେବା ପୂର୍ବରୁ ହେମନ୍ତ ସୋରେନ!-->!-->!-->…
Read More...
Read More...
ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ
ଭୁବନେଶ୍ବର: ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ପାଇବେ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ । ଦେବୀପ୍ରସନ୍ନଙ୍କୁ ମାନପତ୍ର ସହ କୋଡ଼ିଏ ଲକ୍ଷ ଟଙ୍କା ପୁରସ୍କାର ରାଶିରେ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ!-->…
Read More...
Read More...
ଅଚଳ ହେବ ‘ପେ-ଟିଏମ’
ନୂଆଦିଲ୍ଲୀ: ଦେଶର ପ୍ରାୟ ଅଧିକାଂଶ ଲୋକ ବ୍ୟବହାର କରୁଥିବା ଡିଜିଟାଲ ପେମେଂଟ ଆପ୍ ‘ପେ-ଟିଏମ’ ବନ୍ଦ ହୋଇପାରେ। କିନ୍ତୁ ପେ-ଟିଏମ ୱାଲେଟରେ ଥିବା ଆପଣଙ୍କ ଟଙ୍କା ସୁରକ୍ଷିତ ରହିବ ଏବଂ ଏଥିରେ ଥିବା ସଂଚୟକୁ ଆପଣ ଯେମିତି ଖର୍ଚ୍ଚ କରୁଥିଲେ ସେମିତି ଖର୍ଚ୍ଚ କରିପାରିବେ । ମାତ୍ର ସଂଚୟ ଶେଷ!-->…
Read More...
Read More...
ଶିଶୁ କନ୍ୟାକୁ ନୂଆ ଜୀବନ ଦେଲେ ସମ୍ ଡାକ୍ତର
ଭୁବନେଶ୍ୱର: ମା’ କୋଳକୁ ଏକା ସଂଗେ ଆସିଥିଲେ ତିନୋଟି ଶିଶୁ। ତେବେ ଦୁଇ ଶିଶୁଙ୍କର ଜନ୍ମ ହେବାର କିଛି ସମୟ ମଧ୍ୟରେ ମୃତ୍ୟୁ ହୋଇଯାଇଥିବା ବେଳେ ମା’ କୋଳରେ ଏକାକୀ ରହିଯାଇଥିବା ଶିଶୁ କନ୍ୟାଟିର ସ୍ୱାସ୍ଥ୍ୟାବସ୍ଥା ମଧ୍ୟ ଗୁରୁତର ହୋଇଯାଇଥିଲା। ଚିକିତ୍ସା ପାଇଁ କେତେକ ହସ୍ପିଟାଲ୍ ବୁଲିବା!-->…
Read More...
Read More...