Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ଛତିଶଗଡ଼ରେ ବଡ଼ ଧରଣର ମାଓ ଆକ୍ରମଣ
ଛତିଶଗଡ଼: ଛତିଶଗଡ଼ରେ ସୁକମା-ବିଜାପୁର ଜିଲ୍ଲା ସୀମାରେ ଥିବା ଟେକଲଗୁଡେମ୍ ଗାଁ ନିକଟରେ ମାଓବାଦୀ ଓ ଯବାନମାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି । ଏହି ଘଟଣାରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୧୪ ଜଣ ଯବାନ ଆହତ ହୋଇଛନ୍ତି । ଆହତ ଯବାନମାନଙ୍କୁ ଚିକିତ୍ସା ପାଇଁ ରାୟପୁରକୁ ଏୟାରଲିଫ୍ଟ!-->…
Read More...
Read More...
ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ
ଭୁବନେଶ୍ବର: ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ । ଦଳ ରାଜ୍ୟ ମହିଳା ସଭାନେତ୍ରୀ ଭାବେ ମିନାକ୍ଷୀ ବାହିନୀପତିଙ୍କ ନାମ ଘୋଷଣା କରିଛି । ମିନାକ୍ଷୀଙ୍କ ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ଏହି ବିଜ୍ଞପ୍ତି ଜାରି ହୋଇଛି ।
ଏଆଇସିସି ସାଧାରଣ ସମ୍ପାଦକ କେସି!-->!-->!-->…
Read More...
Read More...
ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା
ଭୁବନେଶ୍ୱର: ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା । ପୂର୍ବତନ ସିପି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଠାରୁ ଦାୟିତ୍ୱ ନେଇଛନ୍ତି ।୧୯୯୪ ବ୍ୟାଚର ଆଇପିଏସ ସଞ୍ଜୀବ ପଣ୍ଡା ଟ୍ୱିନ ସିଟିର ପୋଲିସ କମିଶନର ଭାବେ ଦାୟିତ୍ୱ ନେଇଛନ୍ତି । ପୂର୍ବରୁ ଗୁଇନ୍ଦା ବିଭାଗର ନିର୍ଦେଶକ ଭାବେ!-->…
Read More...
Read More...
ସୋଆରେ ଆରମ୍ଭ ହେଲା ଇଂଟରନ୍ୟାସନାଲ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଫେଷ୍ଟିଭାଲ
ଭୁବନେଶ୍ୱର: ରବିବାର ସୋଆ ବିଶ୍ୱବିଦ୍ୟାଳୟରେ ପ୍ରଥମ ସୋଆ ଇଂଟରନ୍ୟାସନାଲ ଗ୍ରାଣ୍ଡ ମାଷ୍ଟର୍ସ ଚେସ ଫେଷ୍ଟିଭାଲ ଆରମ୍ଭ ହୋଇଯାଇଛି । ଏଥିରେ ୧୨ଟି ଦେଶରୁ ଭାଗ ନେଉଥିବା ଚେସ ଖେଳାଳୀ ମାନଙ୍କ ମଧ୍ୟରେ ୯ ଜଣ ଗ୍ରାଣ୍ଡ ମାଷ୍ଟର ଓ ୨୨ ଜଣ ଇଂଟରନ୍ୟାସନାଲ ମାଷ୍ଟର ରହିଛନ୍ତି । ଏହି!-->…
Read More...
Read More...
ସିମି ଉପରେ ଲାଗିଥିବା ବ୍ୟାନ୍ ଆଉ ୫ବର୍ଷ ବଢ଼ିଲା
ନୂଆଦିଲ୍ଲୀ: ଆତଙ୍କବାଦୀ ସଂଗଠନ ସିମି ଉପରେ ଲାଗିଥିବା ବ୍ୟାନ୍ର ଅବଧିକୁ ବଢ଼ାଇଛନ୍ତି କେନ୍ଦ୍ର ସରକାର। ସିମି ଗୋଟିଏ ବେଆଇନ ସଂଗଠନ ହୋଇଥିବାରୁ ଏହା ଉପରେ ଲାଗିଥିବା ବ୍ୟାନ ଆଉ ୫ ବର୍ଷ ବଢ଼ିଛି। କଠୋର ୟୁଏପିଏ ବଳରେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଆଜି ଏହି ବ୍ୟାନର ଅବଧି ବୃଦ୍ଧି କରିଛି।
!-->!-->!-->…
Read More...
Read More...
ଲୋକାର୍ପିତ ହେଲା ୫ଟି ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲ
ଭୁବନେଶ୍ବର: ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଭଦ୍ରକ ଓ ସୁନ୍ଦରଗଡ ଆଦି ୫ଟି ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । କଳାହାଣ୍ଡି ୭୩ ଉଚ୍ଚ ବିଦ୍ୟାଳୟ, କନ୍ଧମାଳର ୪୬!-->…
Read More...
Read More...
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ
ଭୁବନେଶ୍ବର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଏସସିବି ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।
ଯାଜପୁର ବଡ଼ଚଣା ବାଲିପଡିଆ ଗାଁର ସ୍ୱାଧୀନତା!-->!-->!-->…
Read More...
Read More...
ସୋଆ ବିଶ୍ୱବିଦ୍ୟାଳୟରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ
ଭୁବନେଶ୍ୱର: ଶୁକ୍ରବାର ଦିନ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସୋଆର କୁଳାଧିପତି ପ୍ରଫେସର (ଡଃ) ଅମିତ ବାନାର୍ଜୀ ଜାତୀୟ ପତାକା ଉତୋଳନ କରି ଛାତ୍ରଛାତ୍ରୀମାନଙ୍କୁ ରାଷ୍ଟ୍ର ନିର୍ମାଣ ପ୍ରକ୍ର୍ରିୟାରେ ସହଯୋଗ କରିବାକୁ ପରାମର୍ଶ!-->…
Read More...
Read More...
ଆସନ୍ତା ୩ ଦିନ ପ୍ରବଳ ଶୀତ ସହ ଘନ କୁହୁଡି
ଭୁବନେଶ୍ବର: ରାଜ୍ୟରେ କିଛି ଦିନ ଧରି ବର୍ଷା ଲାଗି ରହିବା ସହ ଶୀତ ମଧ୍ୟ ଅନୁଭୁତ ହେଉଥିଲା। ତେବେ ଗତ କାଲିଠାରୁ ପାଗରେ ପରିବର୍ତ୍ତନ ଦେଖାଦେଇଛି। ଆଜିଠାରୁ ପ୍ରବଳ ଶୀତ ହେବ ବୋଲି କହିଛି ପାଣିପାଗ ବିଭାଗ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡି ମଧ୍ୟ ଲାଗି ରହିବ। ରାଜ୍ୟକୁ!-->…
Read More...
Read More...
ଦଶପଲ୍ଲା ଟ୍ରକ୍-ବସ୍ ଦୁର୍ଘଟଣାରେ ୪ ମୃତ, ୧୦ରୁ ଅଧିକ ଆହତ
ନୟାଗଡ: ଦଶପଲ୍ଲା ଟ୍ରକ୍-ବସ୍ ଦୁର୍ଘଟଣାରେ ସାମ୍ନାକୁ ଆସିଲା ନୂଆ ତଥ୍ୟ। ଡ୍ରାଇଭର୍ ନୁହେଁ ବରଂ ମଦ ପିଇ ଟ୍ରକ ଚଳାଉଥିଲା ହେଲପର୍ । ବେପାରୁଆ ଗାଡି ଚାଳନା ଯୋଗୁଁ ଚାଲିଗଲା ୪ ନୀରିହ ଜୀବନ । ପ୍ରାଥମିକ ତଦନ୍ତ ପରେ ସୂଚନା ଦେଇଛି ପୋଲିସ।
ସୂଚନାଯୋଗ୍ୟ, ଦଶପଲ୍ଲାରୁ ହରିଶଙ୍କର ଯାଉଥିବା!-->!-->!-->…
Read More...
Read More...