Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
କୁହୁଡି ଲାଗି ଆଗାମି ୩ ଦିନ ପାଇଁ ସତର୍କତା ଜାରି
ଭୁବନେଶ୍ବର: କୁହୁଡି ଲାଗି ଆଗାମି ୩ ଦିନ ପାଇଁ ସତର୍କତା ଜାରି କରାଯାଇଛି। ସତର୍କ କରାଇଲେ ରାଜ୍ୟ ସରକାର। ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହେବ। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଥିପାଇଁ ଜିଲ୍ଲାପାଳ ମାନଙ୍କୁ ସତର୍କତା ଜାରି କରିଛନ୍ତି!-->…
Read More...
Read More...
ଦିଲ୍ଲୀ ଆକାଶରେ ବିମାନ ଉଡାଣକୁ ନେଇ କଟକଣା
ନୂଆଦିଲ୍ଲୀ; ଆଜିଠାରୁ ଅର୍ଥାତ ଜାନୁଆରୀ ୧୯ ତାରିଖରୁ ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ ଆକାଶରେ ବିମାନ ଉଡାଣକୁ ନେଇ କଟକଣା ଲଗାଯାଇଛି । ଏହି ୮ ଦିନ ଧରି ସକାଳ ୧୦.୨୦ ମିନିଟରୁ ମଧ୍ୟାହ୍ନ ୧୨.୪୫ ମିନିଟ ପର୍ଯ୍ୟନ୍ତ ଦିଲ୍ଲୀ ବିମାନବନ୍ଦରରେ କୌଣସି ବିମାନ ଅବତରଣ କରିପାରିବ ନାହିଁ କି!-->…
Read More...
Read More...
ଅନଲାଇନ୍ ଗେମ୍ ପାଇଁ ସାଙ୍ଗକୁ ମାରିଲା ସାଙ୍ଗ
କୋଲକାତା : ପଶ୍ଚିମବଙ୍ଗର ମୁର୍ସିଦାଦ ଜିଲ୍ଲାରେ ଘଟିଛି ଏକ ଅଭାବନୀୟ ଘଟଣା । ଅନଲାଇନ୍ ଗେମ୍ ପାଇଁ ସାଙ୍ଗକୁ ମାରିଛି ସାଙ୍ଗ। ଅନଲାଇନ୍ ଗେମ୍ ଫ୍ରିଫାୟାରର ପାସଓ୍ୱାର୍ଡ ନଦେବାରୁ ନାବାଳକୁ ୪ ସାଙ୍ଗ ମିଶି ମାରିଦେଇଥିବା ଅଭିଯୋଗ ହୋଇଛି। ହତ୍ୟା ପରେ ତାକୁ ପୋଡି ଶରୀରକୁ ଜଙ୍ଗଲରେ!-->…
Read More...
Read More...
ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ
ଭୁବନେଶ୍ବର: ଆସନ୍ତା ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି। ଫେବ୍ରୁଆରି ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିବେ। ଯେହେତୁ!-->…
Read More...
Read More...
ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସଗୁଡିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ!-->…
Read More...
Read More...
୧୬ ବର୍ଷରୁ କମ୍ ଛାତ୍ରଛାତ୍ରୀଙ୍କୁ କୋଚିଂ ସେଣ୍ଟର ମନା
ନୂଆଦିଲ୍ଲୀ: ୧୬ ବର୍ଷରୁ କମ୍ ଙ୍କୁ କୋଚିଂ ସେଣ୍ଟର ମନା। କୋଚିଂ ସେଣ୍ଟର ପାଇଁ ଗାଇଡଲାଇନ୍ ଆଣିଲେ କେନ୍ଦ୍ରସରକାର। ଛାତ୍ରଛାତ୍ରୀଙ୍କ ସୁରକ୍ଷା, ସର୍ବନିମ୍ନ ମାନ ପାଇଁ ଗାଇଡଲାଇନ୍ ଅଣାଗଲା ।
ଉଲ୍ଲେଖଯୋଗ୍ୟ , କେନ୍ଦ୍ର ସରକାରଙ୍କ ଗାଇଡ ଲାଇନ ଅନୁସାରେ, ୧୬ ବର୍ଷରୁ କମ!-->!-->!-->…
Read More...
Read More...
ବଡ଼ୋଦରା ହ୍ରଦରେ ଡଙ୍ଗା ବୁଡ଼ି ୨ ଶିକ୍ଷକ ଓ ୯ ଛାତ୍ରଛାତ୍ରୀ ମୃତ୍ୟୁ
ଗୁଜୁରାଟ: ଗୁଜରାଟର ବଡ଼ୋଦରାରେ ଥିବା ଏକ ହ୍ରଦରେ ଡଙ୍ଗା ବୁଡ଼ି ଯିବାରୁ ୨ ଶିକ୍ଷକ ଓ ୯ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଡଙ୍ଗାଟିରେ ୨୭ ଜଣ ଛାତ୍ରଛାତ୍ରୀ ଥିଲେ। ସେମାନେ ନ୍ୟୁ ସନ୍ରାଇଜ ନାମକ ଏକ ଘରୋଇ ସ୍କୁଲରେ ପଢ଼ନ୍ତି। ସ୍କୁଲ୍ ପକ୍ଷରୁ ସେମାନଙ୍କୁ ପିକ୍ନିକ୍ରେ ସେଠାକୁ!-->…
Read More...
Read More...
ଆସନ୍ତା ୨୨ ତାରିଖକୁ ଅଧା ଦିନ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ଆସନ୍ତା ୨୨ ତାରିଖରେ ଅଯୋଧ୍ୟା ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ପାଇଁ କେନ୍ଦ୍ର ସରକାରଙ୍କ ବଡ ଘୋଷଣା । ଜାନୁଆରୀ ୨୨ ତାରିଖକୁ ଅଧା ଦିନ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଅପରାହ୍ନ ୨ଟା ୩୦ ଯାଏଁ ଛୁଟି ଘୋଷଣା କରିଛନ୍ତି ସରକାର । ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା!-->…
Read More...
Read More...
କଂଗ୍ରେସକୁ ଫେରିଲେ ଗିରିଧର ଗମାଙ୍ଗଙ୍କ ପରିବାର
ଭୁବନେଶ୍ବର: ପୁଣି କଂଗ୍ରେସକୁ ଫେରିଲେ ଗିରିଧର ଗମାଙ୍ଗଙ୍କ ପରିବାର। ଏଆଇସିସି ତରଫରୁ ସବୁଜ ସଙ୍କେତ ମିଳିବା ସହ ପିସିସି ସଭାପତିଙ୍କ ସହ ପୂର୍ବରୁ ଆଲୋଚନା ସରିଥିଲା । ଏବେ ବିଦ୍ଧିବଦ୍ଧ ଭାବେ ସେ ପୁଣି କଂଗ୍ରେସରେ ସାମିଲ ହୋଇଛନ୍ତି।
ତେବେ ଆଜି ବିଧିବଦ୍ଧ ଭାବେ ଗିରିଧର ଗମାଙ୍ଗ, ହେମା!-->!-->!-->…
Read More...
Read More...
ଜାଲିକାଟୁ ଖେଳରେ ଅଘଟଣ ଘଟି ୨ମୃତ, ୪୦ ଆହତ
ଶିବଗଙ୍ଗା: ତାମିଲନାଡୁର ଶିବଗଙ୍ଗା ଜିଲ୍ଲାରେ ବୁଧବାର ଷଣ୍ଢ ପିଛା କରୁଥିବା ଖେଳ ମଞ୍ଜୁଭିରଟ୍ଟୁରେ ଜଣେ ନାବାଳକଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି। ମୃତ ନାବାଳକ ଜଣକ ପ୍ରତିଯୋଗୀ ଥିବାବେଳେ ଅନ୍ୟ ସବୁ ଦର୍ଶକ ଥିଲେ। ନାବଳକ ଜଣକ ଶଣ୍ଢକୁ ଅଟକାଇବାକୁ!-->…
Read More...
Read More...