ପ୍ରମୁଖ ଖବର

ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌
ପୋଷ୍ଟ-ଗ୍ରାଜୁଏଟ୍‌ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍‌, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା
Browsing Category

Today’s Highlight

ଓଡ଼ିଆ ପୁଅ ଦକ୍ଷିଣଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆର ମ୍ୟାନେଜର

ଭୁବନେଶ୍ବର: ଭାରତୀୟ କ୍ରିକେଟ ଦଳର ମ୍ୟାନେଜର ଦାୟିତ୍ବ ତୁଲାଉଛନ୍ତି ଓଡ଼ିଆ ପୁଅ ଶତବୀର ସିଂହ ରିୟର । ଭାରତର ସାଉଥ ଆଫ୍ରିକା ଗସ୍ତରେ ଟିମ୍ ଇଣ୍ଡିଆକୁ କଂଟ୍ରୋଲ କରିବେ ମାଲକାନଗିରି ଜିଲ୍ଲାର କ୍ରିକେଟର ସତବୀର ସିଂ ରାଏର ଓରଫ ପପ୍ପୁ ସିଂ । ଚଳିତ ସାଉଥ ଆଫ୍ରିକା ଟେଷ୍ଟ ସିରିଜ ଲାଗି
Read More...

ସୋଆର ୩ ଆଇନ୍ ଛାତ୍ରଛାତ୍ରୀ ଓ ଦୁଇ ଫ୍ୟାକଲ୍ଟିଙ୍କର ଓଜେଏସ୍ ପରୀକ୍ଷାରେ ସଫଳତା

ଭୁବନେଶ୍ୱର, ଡିସେମ୍ବର ୨୮: ନିକଟରେ ପ୍ରକାଶ ପାଇଥିବା ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍ (ଓଜେଏସ୍‌) ପରୀକ୍ଷାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୩ ଜଣ ପୂର୍ବତନ ଆଇନ ଛାତ୍ରଛାତ୍ରୀ ଓ ଦୁଇଜଣ ଫ୍ୟାକଲ୍ଟି ସଫଳତା ହାସଲ କରିବା ସହ କୃତିତ୍ୱ
Read More...

ସାମାଜିକ ବିକାଶ ନିମନ୍ତେ ସୋଆ ଏବଂ ସିୱାଇଏସ୍‌ଡି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର,ଡିସେମ୍ବର ୨୮: ସାମାଜିକ ବିକାଶ ନେଇ ବିଭିନ୍ନ କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଆଦିବାସୀ ଏବଂ ଗ୍ରାମାଂଚଳର ଗରିବ ଲୋକଙ୍କର ଜୀବନର ଉନ୍ନତି ଦିଗରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ ‘ସେଂଟର ଫର ୟୁଥ ଆଣ୍ଡ ସୋସିଆଲ୍ଡେ
Read More...

କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ

ଭୁବନେଶ୍ୱର, ଡିସେମ୍ବର ୨୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର କ୍ୟାମ୍ପସ୍- ୨ ନିକଟରେ ମଙ୍ଗଳବାର କମିଶନରେଟ୍ ପୋଲିସ୍ ପକ୍ଷରୁ କଳିଙ୍ଗ ନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଦ୍ୱୈତ ନଗରୀରର ପୋଲିସ୍ କମିଶନର ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏହି ଫାଣ୍ଡିର ଉଦ୍‌ଘାଟନ କରିଥିବା
Read More...

ପୁଣି ଫେରିଲା କି କରୋନା ?

ଭୁବନେଶ୍ବର: ଦୀର୍ଘ ତିନି ବର୍ଷ ଧରି ସାରା ବିଶ୍ୱକୁ କନ୍ଦାଇବା ପରେ ପୁଣି ଥରେ କରୋନା ଭାଇରସ୍ କଡ଼ ଲେଉଟାଇଛି । ବିଭିନ୍ନ ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ରାଜ୍ୟ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି । ଗତ ୨୪ ଘଣ୍ଟା
Read More...

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍‌. ଏମ୍‌. ରାଜେନ୍ଦ୍ରନ୍‌ଙ୍କ ପରଲୋକ

ଭୁବନେଶ୍ୱର, ଡିସେମ୍ବର ୨୩: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍‌. ଏମ୍‌. ରାଜେନ୍ଦ୍ରନଙ୍କର ଶନିବାର ଚେନ୍ନାଇ ଠାରେ ପରଲୋକ ହୋଇଯାଇଛି । ଶନିବାର ଦିନ ୧୨.୩୦ ସମୟରେ ତାଙ୍କର ପରଲୋକ ହୋଇଛି। ୧୯୯୯ ମସିହାର ଅଭୁତପୂର୍ବ ମହାବାତ୍ୟାର ପରେ ପରେ ଶ୍ରୀଯୁକ୍ତ ରାଜେନ୍ଦ୍ରନ୍ ଓଡିଶାର ରାଜ୍ୟପାଳ
Read More...

ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ ବାସଭବନ, ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଥିଲା।
Read More...

ହଇଜାରେ ଆଉ ଜଣଙ୍କ ମୃତ୍ୟୁ

ରାଉରକେଲା: ହଇଜା ସଂକ୍ରମଣ ରାଉରକେଲାରେ ସାମାନ୍ୟ କମିଥିଲେ ଗୁରୁତର ରୋଗୀଙ୍କ ସଂଖ୍ୟା କମୁଥିଲେ ବି ଶୁକ୍ରବାର ଅପରାହ୍‌ଣରେ ଆଉ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ଏଥିସହ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଛି। ମୃତକ ହେଲେ ରାଉରକେଲା ପାୱାରହାଉସ୍‌ ରୋଡ ଅଞ୍ଚଳର ପଙ୍କଜ ମଣ୍ଡଳ (୪୨)। ସେ
Read More...

ରାଉଲକେଲାରେ ହଇଜା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ବର: ରାଉରକେଲା ସହରରେ ଝାଡାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଘଟଣା ନେଇ ଭିସି ଜରିଆରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ସ୍ଥିତି ଅନୁଧ୍ୟାନ କରିଛନ୍ତି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ, ମୁଖ୍ୟ
Read More...

ଫେରିଲା କରୋନା: ଦେଶରେ ୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ପୁଣି ବଢ଼ିଲା କରୋନା ଭୟ। ଦେଶରେ କଡ ଲେଉଟାଇଲା କରୋନା। ପୁଣି ଥରେ କାୟା ବିସ୍ତାର କରିବାରେ ଲାଗିଛି କୋଭିଡ-୧୯ ଭୂତାଣୁ। ୨୪ ଘଣ୍ଟା ଦେଶରେ ୩୩୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୫ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ମୃତକଙ୍କ ମଧ୍ୟରେ କେରଳରୁ ୪ ଜଣ ଅଛନ୍ତି। ସମସ୍ତ
Read More...