ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

Today’s Highlight

ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ: ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଅପରାହ୍ନ ସାଢ଼େ ଗୋଟାଏରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ 
Read More...

ଜାନୁଆରୀ ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ

କେନ୍ଦ୍ରାପଡା: ଜାନୁଆରୀ ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ ରହିବ। ଆଜି କେନ୍ଦ୍ରାପଡ଼ା ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ଓ ରାମମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ
Read More...

ଆଉ ଏକ ଚିତା ବାଘର ମୃତ୍ୟୁ

ମଧ୍ୟପ୍ରଦେଶ: କୁନୋ ନ୍ୟାସନାଲ ପାର୍କରେ ଆଉ ଏକ ଚିତା ବାଘର ମୃତ୍ୟୁ। ନାମିବ୍ୟାରୁ ଆସିଥିବା ଚିତାବାଘଙ୍କ ମଧ୍ୟରୁ ଆଜି ଶୌର୍ଯ୍ୟ ନାମକ ଚିତା ବାଘର ମୃତ୍ୟୁ ହୋଇଛି। ଆଜି ସକାଳ ୧୧ଟା ସମୟରେ ଚିତାବାଘ ଶୌର୍ଯ୍ୟର ମୃତ୍ୟୁ ଘଟିଥିଲା । ଏହା ପୂର୍ବରୁ ୩ ଚିତାବାଘ ଶାବକ ସହ ୬ ବୟସ୍କ ବାଘଙ୍କ
Read More...

କାଲିଠାରୁ ଆରମ୍ଭ ହେବ ବରଗଡ ଧନୁଯାତ୍ରା

ବରଗଡ: ଆସନ୍ତାକାଲିଠୁ ଆରମ୍ଭ ହେଉଛି ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା। ଏଥିଲାଗି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। କଂସଙ୍କ ରାଜ ଦରବାର ସମେତ ରଙ୍ଗମହଲ ଓ ବିଭିନ୍ନ ତୋରଣ କାମ ଜୋରସୋରରେ ଆଗେଇ ଚାଲିଛି। ବରଗଡ଼ ଧନୁଯାତ୍ରା ଚଳିତଥର ୭୬ ବର୍ଷରେ ପଦାର୍ପଣ କରୁଥିବା ବେଳେ ଏହା
Read More...

ଆସନ୍ତା ୧୭ ତାରିଖ ସରକାରୀ ଛୁଟି

ଭୁବନେଶ୍ବର: ଆସନ୍ତା ୧୭ ତାରିଖ ସରକାରୀ ଛୁଟି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରକଳ୍ପ  ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ।
Read More...

ସୋଆରେ ‘ବେଟି ବଚାଓ ବେଟି ପଢ଼ାଓ’ ନେଇ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ୧୩/୦୧: ଝିଅମାନେ ପାଠ ପଢ଼ିଲେ, ସଶକ୍ତ ହେଲେ ଦେଶ ଆଗକୁ ଯିବ । ପରିବାର ସହିତ ଦେଶର ଅର୍ଥନୀତି ମଧ୍ୟ ମହିଳାଙ୍କ ସଶକ୍ତିକରଣ ଉପରେ ନିର୍ଭର କରେ । ଏହି ପ୍ରସଙ୍ଗ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)ରେ ଶନିବାର ଏକ
Read More...

ଓୟୋ ହୋଟେଲରୁ ଅଙ୍ଗନବାଡ଼ି ଦିଦିଙ୍କ ମୃତ ଦେହ ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ସ୍ଥିତ ଓୟୋ ହୋଟେଲ ରୁମରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୁଲିସ ତାଙ୍କ ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନାଯୋଗ୍ୟ; ମୃତ ଯୁବତୀ ଜଣଙ୍କ ଜଣେ ଅଙ୍ଗନବାଡ଼ି କର୍ମୀ। ତାଙ୍କ ଘର ପୁରୀ ଜିଲ୍ଲା
Read More...

ମଦ୍ୟପ ଆକ୍ରମଣରେ ୫ ଛାତ୍ର ଆହତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ବଙ୍କେଲ ସରକାରୀ ପ୍ରାଥମିକ ସ୍କୁଲ ପରିସରରେ ଘଟିଛି ଅଘଟଣ। ଜଣେ ମଦ୍ୟପ ସ୍କୁଲ ମଧ୍ୟକୁ ପଶି ଆକ୍ରମଣ କରିବା ଯୋଗୁ ୫ ଜଣ ଛାତ୍ର ଆହତ ହୋଇଛନ୍ତି। ଟିଟିଲାଗଡ଼ ଡାକ୍ତରଖାନାରେ ସେମାନଙ୍କର ଚିକିତ୍ସା କରାଯାଇଛି। ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କ
Read More...

ଦୁଇ ମୋଟର ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ

କୋରାପୁଟ: ଦୁଇ ମୋଟର ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ନନ୍ଦପୁର ବ୍ଲକ ଖମରାର ଗ୍ରାମ ଧନିଆ ଖରା ଏବଂ ମାଣିକ ଖେମୁଣ୍ଡୁ। ସେହିପରି ଲମତାପୁଟ ବ୍ଲକ ପାଲାମଗ୍ରାମର ରବୀନ୍ଦ୍ର ଖରା ଗୁରୁତର ହୋଇ ଲମତାପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ
Read More...

ଅଟଳ ସେତୁକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମୁମ୍ବାଇ: ଦେଶର ସବୁଠାରୁ ବଡ଼ ସମୁଦ୍ର ସେତୁ ଅଟଳ ସେତୁକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ବ୍ରିଜକୁ ‘ଅଟଳ ବିହାରୀ ବାଜପାୟୀ-ସେୱାରୀ ହ୍ନାୱା ଅଟଳ ସେତୁ’ ନାମରେ ନାମିତ କରାଯାଇଛି । ଡିସେମ୍ବର ୨୦୧୬ରେ ପ୍ରଧାନମନ୍ତ୍ରୀ ଏହି ପୋଲର ଶିଳାନ୍ୟାସ କରିଥିଲେ । ୧୭
Read More...