Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍
ପୋଷ୍ଟ-ଗ୍ରାଜୁଏଟ୍ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା
Browsing Category
Today’s Highlight
ବାଂଜୁଙ୍ଗର ରାଜାଙ୍କ ନେତୃତ୍ୱରେ କ୍ୟାମେରୁନ୍ର ପ୍ରତିନିଧି ମଣ୍ଡଳୀଙ୍କର ସୋଆ ପରିଦର୍ଶନ
ଭୁବନେଶ୍ୱର, ଡିସେମ୍ବର ୧୮: ବାଂଜୁଙ୍ଗର ରାଜା ଡକ୍ଟର ହୋନର୍ ଜୋମୋ କାମ୍ଗାଙ୍କ ନେତୃତ୍ୱରେ କ୍ୟାମେରୁନ୍ର ଏକ ତିନି ଜଣିଆ ପ୍ରତିନିଧି ଦଳ ଦୁଇ ଦିନିଆ ସୋଆ ଗସ୍ତରେ ଆସି ବିଶ୍ୱବିଦ୍ୟାଳୟ ପରିଚାଳିତ ମେଡିକାଲ୍ କଲେଜ ଓ ହସ୍ପିଟାଲ୍ ସମ୍ପର୍କରେ ଜ୍ଞାନ ଆହରଣ କରିଛନ୍ତି । ରାଜାଙ୍କ ସହିତ!-->…
Read More...
Read More...
ରାଉରକେଲାରେ ବଢୁଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା
ରାଉରକେଲା: ବଢୁଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା। ରାଉରକେଲାରେ ସ୍ବାସ୍ଥ୍ୟ ଟିମର ତନାଘନା। ସହରରେ ୫୯୫ ଜଣ ସଂକ୍ରମିତ ହୋଇଥିବାବେଳେ ୧୬୨ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଗୁରୁତର ଅଛନ୍ତି। ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କ ମୃତ୍ୟୁ!-->…
Read More...
Read More...
ବିସ୍ଫୋଟକ ପ୍ରସ୍ତୁତକାରୀ କମ୍ପାନୀରେ ବିସ୍ଫୋରଣ ଘଟି ୯ ଶ୍ରମିକଙ୍କ ମୃତ୍ୟୁ
ନାଗପୁର: ନାଗପୁରରେ ଥିବା ଏକ ବିସ୍ଫୋଟକ ପ୍ରସ୍ତୁତକାରୀ କମ୍ପାନୀରେ ବିସ୍ଫୋରଣ ଘଟି ୯ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏହାସହ ଏକାଧିକ ଗୁରୁତର ଆହତ ହୋଇଥିବା ଜଣାପଡିଛି ।ବଜାରଗାଓଁ ଅଞ୍ଚଳରେ ଅବସ୍ଥିତ ‘ସୋଲାର୍ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍’ ନାମକ କମ୍ପାନିରେ ସକାଳ ପ୍ରାୟ ୯.୩୦ ମିନିଟ!-->…
Read More...
Read More...
ସାକ୍ଷୀଗୋପାଳ ମନ୍ଦିରରୁ ଚୋରି
ପୁରୀ: ସତ୍ୟବାଦୀର ଐତିହ୍ୟ ପୀଠ ସାକ୍ଷୀଗୋପାଳ ମନ୍ଦିରରୁ ଚୋରି। ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ହୁଣ୍ଡିବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ଗତକାଲି ବିଳମ୍ବିତ ରାତିରେ ଏହି ଚୋରି ହୋଇଛି। ମନ୍ଦିରର ଦକ୍ଷିଣ ଦ୍ବାର ନିକଟରେ ଥିବା ପାଚେରୀ ଡେଇଁ ପଶିଥିଲେ ଦୁର୍ବୃତ୍ତ।
!-->!-->!-->…
Read More...
Read More...
ପୁଣି ଭୁବନେଶ୍ବରରେ ପାଳିତ ହେବ ପଥୋତ୍ସବ
ଭୁବନେଶ୍ବର: ଆସନ୍ତା ୨୪ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥୋତ୍ସବ। ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ ପାଳନ କରିବାକୁ ଲକ୍ଷ୍ୟ ରଖିଛି ବିଏମସି। ଏନେଇ ବିଏମସି ଅତିରିକ୍ତ କମିଶନର ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ସଂଯୋଜନାରେ ବିଏମସି ମୁଖ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।!-->…
Read More...
Read More...
ଧନୁ ସଂକ୍ରାନ୍ତି ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି
ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଏହି ତିଥିରେ ଶ୍ରୀମନ୍ଦିରରେ ପାଳିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡ଼ାନ୍ତ ହୋଇଥିବା ନୀତିନିର୍ଘଣ୍ଟ ଅନୁଯାୟୀ ରାତ୍ର ୨ଟା ରୁ ଦ୍ୱାର ଫିଟା ହେବା ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି ହୋଇଛି ।!-->…
Read More...
Read More...
ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ନନେବାକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ
ପୁରୀ: ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ । ଫୁଲ ଓ ଭୋଗ ପଲିଥିନରେ ମନ୍ଦିର ଭିତରକୁ ନ ନେବାକୁ ଭକ୍ତ ଓ ସମସ୍ତ ନିଯୋଗକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ । କଟନ୍ ବ୍ୟାଗ୍ , କାଠ ବା ବାଉଁଶରେ ନିର୍ମିତ ଚାଙ୍ଗୁଡିରେ ଫୁଲ ଓ ଭୋଗ!-->…
Read More...
Read More...
ଆଉ ୫ବର୍ଷ ବଢ଼ିଲା ଖାଦ୍ୟ ସୁରକ୍ଷା ଯୋଜନାର ଅବଧି
ଭୁବନେଶ୍ବର: ରାଜ୍ୟ ସରକାର ନିଜସ୍ୱ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ଆଜି ଆଉ ୫ବର୍ଷ ବୃଦ୍ଧି କରିଛନ୍ତି। ଏ ବାବଦରେ ରାଜ୍ୟ ସରକାର ୧୨୫୦କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଜଣାପଡ଼ିଛି।
ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର!-->!-->!-->…
Read More...
Read More...
ଆଇପିଏସ୍ ବି. ରାଧିକାଙ୍କୁ ମିଳିଲା ନୂଆ ଦାୟିତ୍ୱ
ଭୁବନେଶ୍ବର: ରାଜ୍ୟ ଆଇପିଏସ ସ୍ତରରେ ଛୋଟ ଧରଣର ଅଦଳବଦଳ । ଆଇପିଏସ ବି. ରାଧିକାଙ୍କୁ ମିଳିଛି ନୂଆ ଦାୟିତ୍ୱ । କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ମିଳିଲା ନୂଆ ଦାୟିତ୍ୱ। ବି. ରାଧିକା ହେଲେ ପୋଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷ । ଏସଏଫଏସଆଇର ନିର୍ଦ୍ଦେଶ ଭାବେ ମଧ୍ୟ ମିଳିଲା ଅତିରିକ୍ତ!-->…
Read More...
Read More...
ଭାରତରେ ଜନସଂଖ୍ୟାର ୬ ରୁ ୭ ପ୍ରତିଶତ ଲୋକ ଦନ୍ତ ଚିକିତ୍ସକଙ୍କ ପାଖକୁ ଯାଆନ୍ତି: ବିଶେଷଜ୍ଞ
ଭୁବନେଶ୍ୱର, ୧୫/୧୨: ପ୍ରତ୍ୟେକ ମଣିଷ ନିଜ ଦାନ୍ତର ଯତ୍ନ ନେବା ଉଚିତ୍ । ତେବେ ଭାରତରେ ମୋଟ ଜନସଂଖ୍ୟାର ମାତ୍ର ୬ ରୁ ୭ ପ୍ରତିଶତ ଲୋକ ନିଜ ଦାନ୍ତ ଚିକିତ୍ସା ପାଇଁ ଦନ୍ତ ଚିକିତ୍ସକଙ୍କ ନିକଟକୁ ଯାଇ ଥାଆନ୍ତି। ତେବେ ଏହି ସଂଖ୍ୟାକୁ ଅତି କମ୍ରେ ୧୫ ପ୍ରତିଶତକୁ ବଢ଼ାଇବା ପଡ଼ିବ ଏବଂ ଏ ନେଇ!-->…
Read More...
Read More...