Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍
ପୋଷ୍ଟ-ଗ୍ରାଜୁଏଟ୍ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା
Browsing Category
Today’s Highlight
ନିର୍ବାଚନ ଲଢିବେ ନାହିଁ ୫-ଟି ଓ ନବୀନ ଓଡ଼ିଶା ଅଧ୍ଯକ୍ଷ
ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ପ୍ରତିଦ୍ୱିନ୍ଦ୍ୱିତା କରିବେ ନାହିଁ ୫-ଟି ଓ ନବୀନ ଓଡ଼ିଶା ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର। ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ!-->…
Read More...
Read More...
ନିଜ ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଭଜନଲାଲ
ରାଜସ୍ଥାନ: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା । ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ରା । ରାଜସ୍ଥାନର ଜୟପୁରସ୍ଥିତ ଐତିହାସିକ ଆଲବର୍ଟ ହଲ୍ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ କାରାଯାଇଛି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ରାଜସ୍ଥାନର!-->…
Read More...
Read More...
ବଲିଉଡ୍ ଅଭିନେତା ଶ୍ରେୟସ ତଲପଡେଙ୍କୁ ହୃଦଘାତ
ମୁମ୍ୱାଇ: ଫିଲ୍ମ ସୁଟିଂ ବେଳେ ହାର୍ଟଆଟାକ୍। ବଲିଉଡ୍ ଅଭିନେତା ଶ୍ରେୟସ ତଲପଡେଙ୍କୁ ହୃଦଘାତ । ଫିଲ୍ମର ସୁଟିଂ କରୁଥିବାବେଳେ ହୃଦଘାତ ହୋଇଥିବା ସୂଚନା ମିଳିଛି। ଆକ୍ଟର ଅକ୍ଷୟ କୁମାରଙ୍କ ସହ ‘ୱେଲକମ ଟୁ ଦ ଜଙ୍ଗଲ’ ଫିଲ୍ମର ସୁଟିଂ ସମୟରେ ତାଙ୍କୁ ହୃଦଘାତ ହୋଇଥିବା ଜଣାପଡ଼ିଛି। ସୁଟିଂ ଶେଷ!-->…
Read More...
Read More...
ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
ଭୁବନେଶ୍ବର: ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ମାର୍ଚ୍ଚ ୨୦ ଯାଏଁ ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି!-->…
Read More...
Read More...
ଜାନୁଆରୀ ୨ରୁ ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ବର: ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆସନ୍ତା ଜାନୁଆରୀ ୨ରୁ ଆରମ୍ଭ ହେଉଛି। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚ୍ଏସ୍ଇ ପକ୍ଷରୁ ଆସନ୍ତା ୨୬ ତାରିଖଠାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଓ ଉତ୍ତର ଖାତା ପଠାଯିବ । ଡିସେମ୍ବର ୩୧!-->…
Read More...
Read More...
ଆସନ୍ତା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା
କଟକ: ଆସନ୍ତା ଫେବ୍ରୁଆରି ୨୦ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ସୂଚନା ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ଫେବ୍ରୁଆରି ୨୦ରେ ଓଡ଼ିଆ ପରୀକ୍ଷା!-->!-->!-->…
Read More...
Read More...
ଡିସେମ୍ବର ୯ରୁ ସୋଆରେ ଆଇଏନ୍ଏଇ ର ତିନିଦିନଆ ବାର୍ଷିକ ସମ୍ମିଳନୀ ଆରମ୍ଭ
ଭୁବନେଶ୍ୱର,୦୮/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଡିସେମ୍ବର ୯ ତାରିଖରୁ ଇଣ୍ଡିଆନ୍ ନ୍ୟାସ୍ନାଲ୍ ଏକାଡେମୀ ଅଫ୍ ଇଞ୍ଜିନିୟରିଂ (ଆଇଏନ୍ଏଇ)ର ତିନିଦିନିଆ ବାର୍ଷିକ ସମ୍ମିଳନୀ ଆରମ୍ଭ ହେଉଥିବା ବେଳେ ଏଥିରେ ସାରା ଦେଶରୁ ଯାନ୍ତ୍ରିକ ବିଜ୍ଞାନ କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗ ଦେବେ!-->…
Read More...
Read More...
ସ୍ଵାସ୍ଥ୍ୟସେବା କ୍ଷେତ୍ରରେ ୬ ମାସ ପାଇଁ ଏସ୍ମା ଲାଗୁ
ଭୁବନେଶ୍ବର: ସ୍ଵାସ୍ଥ୍ୟସେବା କ୍ଷେତ୍ରରେ ଆଗାମୀ ୬ ମାସ ପାଇଁ ରାଜ୍ୟ ସରକାର ଏସେନସିଆଲ୍ ସର୍ଭିସେସ୍ ମେଣ୍ଟେନାନ୍ସ ଆକ୍ଟ (ଏସ୍ମା) ଲାଗୁ କରିଛନ୍ତି। ବୁଧବାର ଗୃହ ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି।
ରାଜ୍ୟ ସରକାର ଏହି ନିୟମ ଆଜିଠାରୁ ଆଗାମୀ ମାସ ପାଇଁ ଲାଗୁ!-->!-->!-->…
Read More...
Read More...
୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ମଙ୍ଗଳବାର ମୋଟର ଯାନ ବକେୟା ଟିକସ ଓ ଜରିମାନାର ଏକକାଳୀନ ପରିଶୋଧ ସମେତ ମୋଟ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆୟୋଜିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର!-->…
Read More...
Read More...
ଆନ୍ଧ୍ର ଉପକୂଳ ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମିଗଜୋମ’
ଭୁବନେଶ୍ବର: ଆନ୍ଧ୍ର ଉପକୂଳ ବାପଟଲାରେ ସ୍ଥଳଭାଗ ଛୁଇଁଲା ମିଗଜୋମ । ସ୍ଥଳଭାଗ ଛୁଇଁବା ସମୟରେ ଘଂଟା ପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ରହିଛି । ପବନର ବେଗ ସର୍ବାଧିକ ୧୧୦ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ!-->…
Read More...
Read More...