ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

Today’s Highlight

ଏବର୍ଷ ଚିଲିକାରେ ପକ୍ଷୀସଂଖ୍ୟା ବଢ଼ିଛି

ପୁରୀ: ଚଳିତ ବର୍ଷ ଚିଲିକା ଚିଲିକାକୁ ଆସିଛନ୍ତି ୫ ହଜାର ୮୩୦ ଅଧିକ ପକ୍ଷୀ। ଆଜି ପକ୍ଷୀ ଗଣନା ଶେଷ ହୋଇଥିବା ବେଳେ ଅଧିକ ସଂଖ୍ୟକ ପକ୍ଷୀ ଚିଲିକାକୁ ଆସିଥିବା ଜଣାପଡ଼ିଛି। ୧୮୭ ପ୍ରଜାତିର ୧୧ଲକ୍ଷ ୩୭ ହଜାର ୭୫୯ ପକ୍ଷୀ। ଗତବର୍ଷ ୧୮୪ ପ୍ରଜାତିର ୧୧ଲକ୍ଷ ୩୧ ହଜାର ୯୨୯ ପକ୍ଷୀ ଆସିଥିଲେ।
Read More...

ନେତାଙ୍କ ଚିନ୍ତା ବଢାଇଲାଣି ଡିପ୍ ଫେକ ଭିଡିଓ

ଭୁବନେଶ୍ବର: ନେତାଙ୍କୁ ଚିନ୍ତାରେ ପକାଇଲାଣି ଡିପଫେକ୍ ଭିଡ଼ିଓ। ସାଇବର ଠକ ବ୍ଲାକମେଲ ପରେ କରିପାରନ୍ତି ବଦନାମ । ନେତାମାନେ ଚିନ୍ତାରେ ପଡିଥିବା ବେଳେ ଏବେଠୁ ସଜାଗ ହୋଇଛି ପୋଲିସ ।ପ୍ରଭାବଶାଳୀ ଲୋକଙ୍କ ଫୋଟୋ ଓ ଭିଡିଓ ବ୍ୟବହାର କରି ଆର୍ଟିଫିସିଆଲ ଇଣ୍ଟେଲିଜନ୍ସେ ମାଧ୍ୟମରେ ନକଲି ଭିଡିଓ
Read More...

କର୍ତ୍ତବ୍ୟପଥରେ ବିଶ୍ବ ଦେଖିବ ଓଡ଼ିଶାର କଳା

ନୂଆଦିଲ୍ଲୀ : ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ  ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଗଣତନ୍ତ୍ର (ସାଧାରଣତନ୍ତ୍ର) ଦିବସ‌ ପରେଡ୍‌ରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବ। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମାଧ୍ୟମରେ କର୍ତ୍ତବ୍ୟପଥରେ ଦର୍ଶକମାନେ ଓଡ଼ିଶାର
Read More...

ସୋଆ କମ୍ୟୁନିଟି ରେଡିଓର ନିର୍ଦ୍ଦେଶିକା ରାଜ୍ୟ କମ୍ୟୁନିଟି ରେଡ଼ିଓ ସଂଘର ଉପସଭାପତି ମନୋନୀତ

ଭୁବନେଶ୍ୱର, ୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ ର ନିର୍ଦ୍ଦେଶିକା ଶ୍ରୀମତି ହନୀ ପଟ୍ଟନାୟକ ସର୍ବଭାରତୀୟ କମ୍ୟୁନିଟି ରେଡିଓ ସଂଘର ରାଜ୍ୟ ଉପସଭାପତି ଭାବେ ମନୋନୀତ ହୋଇଛନ୍ତି । ସର୍ବଭାରତୀୟ କମ୍ୟୁନିଟି ରେଡିଓ ସଂଘର ଅନୁମୋଦନ କ୍ରମେ
Read More...

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଓଡିଶାର ନବମ ସର୍ବବୃହତ ବନ୍ଧ୨୦୧୯ରୁ ୫ଟି ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛିବଲାଙ୍ଗୀର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ ୮୦ ହଜାର ଚାଷୀ ଉପକୃତ ହେବେ, ପାନୀୟ ଜଳର ସୁବିଧା ମଧ୍ୟ ମିଳିବଭୂତଳ ପାଇପ ଲାଇନ ଜରିଆରେ ଜଳସେଚନ
Read More...

ସୁନ୍ଦରଗଡକୁ ବିଶ୍ବସ୍ତରରେ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ: କାର୍ତ୍ତିକ ପାଣ୍ଡିଆନ

କଥା କମ, କାମରେ ବେଶି ବିଶ୍ୱାସ କରନ୍ତି ମୁଖ୍ୟମନ୍ତ୍ରୀ‘ମୁଁ ବି ତାଙ୍କ ଆଦର୍ଶରେ ଅନୁପ୍ରାଣିତ’ସୁନ୍ଦରଗଡବାସୀଙ୍କ ସବୁ ଆବେଦନର ସମାଧାନ ହେବ୮ମାସରେ ସୁନ୍ଦରଗଡ ନିର୍ବାଚନମଣ୍ଡଳିକୁ ମିଳିଛି ୩୫୦ କୋଟି ଟଙ୍କାର ସହାୟତାତଳସରା ନିର୍ବାଚନମଣ୍ଡଳିର ବିଭିନ୍ନ ପ୍ରକଳ୍ପ ପାଇଁ ମିଳିଛି ୨୦୦ କୋଟି
Read More...

ବିଷାକ୍ତ ହର୍ବିସାଇଟ୍ ପାରାକ୍ବାଟ୍‌କୁ ନିଷିଦ୍ଧ କର

କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ଜଣାଇଲେ ରାଜ୍ୟ ସରକାର୩ମାସ ପାଇଁ ସରକାର ଓଡ଼ିଶାରେ ଏହାକୁ ନିଷିଦ୍ଧ କରିଥିଲେମଣିଷର ଜୀବନ ପ୍ରତି ବିପଦ ଏହି ରାସାୟନିକ ପଦାର୍ଥସ୍ବାସ୍ଥ୍ୟ ପ୍ରତି କେବଳ ବିପଦ ଆଣୁନି, ଜୀବନ ବି ନେଇଯାଉଛି ଭୁବନେଶ୍ବର: ଅତ୍ୟନ୍ତ ବିଷାକ୍ତ ହର୍ବିସାଇଡ୍‌ ପାରାକ୍ବାଟ୍‌ ଓ
Read More...

ନୂଆ ଡିଜିପି ଭାବେ ଦାୟିତ୍ୱ ନେଲେ ଅରୁଣ ଷଡଙ୍ଗୀ

ଭୁବନେଶ୍ବର: ଓଡ଼ିଶା ପୁଲିସର ନୂଆ ଡିଜିପି ଭାବେ ଦାୟିତ୍ୱ ନେଇଛନ୍ତି ଅରୁଣ ଷଡଙ୍ଗୀ । ଆଜି ସରୁଛି ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଙ୍କ କାର୍ଯ୍ୟକାଳ । ପୁଲିସ ମୁଖ୍ୟାଳୟରେ ଇନଚାର୍ଜ ଡିଜିପି ଭାବେ ଅରୁଣ ଷଡଙ୍ଗୀଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ସୁନୀଲ ବଂଶଲ। ତେବେ ନୂଆ ଡିଜିପି
Read More...

ତପ୍ତପାଣି ଘାଟିରେ ଓଲଟିଛି ବସ୍ ୪୦ ଯାତ୍ରୀ ଆହତ, ୬ ଗୁରୁତର

ଗଞ୍ଜାମ: ଗଞ୍ଜାମ ଓ ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପିକନିକ ବସ୍ ଓଲଟି ୪୦ ଯାତ୍ରୀ ଆହତ ଓ ୬ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଆହତଙ୍କ ଭିତରେ ବହୁ ମହିଳା ଓ ଛୋଟ ଛୁଆ ରହିଛନ୍ତି। ଏବେ ଆହୁରି ଅନେକ ଯାତ୍ରୀ ବସ୍‌ ଭିତରେ ଫସି ରହିଥିବା ଅନୁମାନ କରାଯାଉଛି। ସୂଚନା ଅନୁସାରେ,
Read More...

ଅରୁଣ ଷଢ଼ଙ୍ଗୀଙ୍କୁ ଡିଜିପି ଦାୟିତ୍ବ

ଭୁବନେଶ୍ବର: ୧୯୯୦ ବ୍ୟାଚ୍ ର ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶାର ପୁଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି । ଆଜି ତାଙ୍କୁ ରାଜ୍ୟ ସରକାର ପୁଲିସ୍‌ ମହାନିର୍ଦ୍ଦେଶ ଭାବେ ନିଯୁକ୍ତି ଦେଇଛନ୍ତି। ସେ ଏହି ପଦର ଅତିରିକ୍ତ ଦାୟିତ୍ୱରେ ରହିବେ। ନୂଆ ଡିଜିପି
Read More...