Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍
ପୋଷ୍ଟ-ଗ୍ରାଜୁଏଟ୍ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା
Browsing Category
Today’s Highlight
ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କର କୃତିତ୍ୱ
ଭୁବନେଶ୍ୱର, ଡିସେମ୍ବର ୪: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍) ଏମ୍.ବି.ଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟର ଦ୍ୱୀତିୟ ବର୍ଷର ଛାତ୍ରୀ ଏସ୍.ଭି. ଚନ୍ଦନା ନିକଟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ରେ ରାଜ୍ୟ ସ୍ତରୀୟ!-->…
Read More...
Read More...
ଦିନକ ପାଇଁ ବଢ଼ିଲା କଟକ ବାଲିଯାତ୍ରା
କଟକ: ଦିନକ ପାଇଁ ବଢ଼ିଲା କଟକ ବାଲିଯାତ୍ରା। ଲୋକଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜି ଐତିହାସିକ ବାଲିଯାତ୍ରାର ଶେଷ ଦିନ ଥିଲା।
ସୂଚନା ଅନୁସାରେ, କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା କଟକର ଐତିହାସିକ ବାଲିଯାତ୍ରା ଆଜି ଶେଷ ହେବାର!-->!-->!-->…
Read More...
Read More...
ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ
ତେଲେଙ୍ଗାନା: ତେଲେଙ୍ଗାନା ଡିଣ୍ଡିଗୁଲ ବାୟୁସେନା ଏକାଡେମୀରେ ଟ୍ରେନିଂବେଳେ ଘଟିଛ ବଡ ଧରଣର ଅଘଟଣ । ପାଇଲଟସ୍ ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ ହୋଇଛି । ମୃତ ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ଥିବା!-->…
Read More...
Read More...
ଚେନ୍ନାଇରେ ବାତ୍ୟା ମିଚାଓଙ୍ଗ ପ୍ରଭାବରେ ପ୍ରବଳ ବର୍ଷା
ଚେନ୍ନାଇ: ଏବେ ବଙ୍ଗୋପସାାଗରରେ ଅଧିକ ମାତ୍ରାରେ ଘନୀଭୁତ ହୋଇ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଉଛି ସାମୁଦ୍ରିକ ବାତ୍ୟା ‘ମିଚାଓଙ୍ଗ’। ଏହା ପ୍ରଭାବରେ ତାମିଲନାଡୁ ଏବଂ ପୁଡୁଚେରୀରେ ପ୍ରବଳ ବର୍ଷା ଚାଲିଛି । ଉତ୍ତର ଉପକୂଳ ତାମିଲନାଡୁର ଚେନ୍ନାଇ, ଚେଙ୍ଗଲପାଟ୍ଟୁ, କାଞ୍ଚିପୁରମ୍,!-->…
Read More...
Read More...
ବଙ୍ଗୋପସାଗର ରେ ବାତ୍ୟା ‘ ମିଚାଉଙ୍ଗ ‘
ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ସକ୍ରିୟ ରହିଛି ବାତ୍ୟା ' ମିଚାଉଙ୍ଗ ' ଏହା ଉତ୍ତର- ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ୨୪ ଘଣ୍ଟା ରେ ଭୀଷଣ ବାତ୍ୟା ରେ ପରିଣତ ହେବ। ୪ ତାରିଖ ଅପରାହ୍ନ ରେ ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ପହଞ୍ଚିବ ଓ ଉତ୍ତର ଦିଗ ରେ ଅଗ୍ରସର ହୋଇ!-->…
Read More...
Read More...
ସମ୍ଭାବ୍ୟ ବାତ୍ୟା ପାଇଁ ୫୪ଟି ଟ୍ରେନ୍ ବାତିଲ
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ୫୪ଟି ଟ୍ରେନ୍କୁ ବାତିଲ କରିଛି ପୂର୍ବତଟ ରେଳବାଇ । ପୂର୍ବତଟରୁ ବାହାରୁଥିବା ୧୨ଟି ଏବଂ ପୂର୍ବତଟ ଦେଇ ଯାଉଥିବା ୪୨ଟି ଟ୍ରେନ୍କୁ ବାତିଲ କରାଯାଇଛି।
ବାତିଲ ଟ୍ରେନ୍ଗୁଡ଼ିକ ମଧ୍ୟରେ ରହିଛି ପୁରୀ-ଚେନ୍ନାଇ, ଭୁବନେଶ୍ୱର-ତିରୁପତି,!-->!-->!-->…
Read More...
Read More...
୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ବାତ୍ୟା
ଦକ୍ଷିଣ ଆଭ୍ୟନ୍ତର , ଉପକୂଳ ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନ
ଭୁବନେଶ୍ବର: ଗତ କାଲି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ଥିବା ଅବପାତ ଆଜି ସକାଳେ ଆହୁରି ଘନିଭୂତ ହୋଇ ଗଭୀର ଅବପାତ ରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ - ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ!-->!-->!-->…
Read More...
Read More...
ଅବପାତ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା : ସିଇସି
ଭୁବନେଶ୍ୱର, ଡିସେମ୍ବର ୧: ଦକ୍ଷିଣ - ପୂର୍ବ ବଙ୍ଗୋପ ସାଗର ଓ ତତ୍ ସଂଲଗ୍ନ ତାମିଲନାଡୁ ଉପକୁଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ!-->…
Read More...
Read More...
ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ମୃତ, ୮ଗୁରୁତର
ଘଟଗାଁ: ତାରିଣୀଙ୍କୁ ଦର୍ଶନ କରିବା ପାଇଁ ଆସିଥିବା ଦୁଇ ପରିବାରଙ୍କ ଖୁସି ମଉଳି ଯାଇଛି। ଆଜି ସକାଳେ ଘଟଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ପ୍ରାଣ ହରାଇଛନ୍ତି ୮ ଲୋକ। ଏହାଛଡ଼ା ୮ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା!-->…
Read More...
Read More...
ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍ଫରେନ୍ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି!-->…
Read More...
Read More...