Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୩ ଟି ପ୍ରସ୍ତାବ ଉପରେ ମୋହର
ଭୁବନେଶ୍ବର: ଗତକାଲି ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୩ ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସଭା ଭବନରେ ହୋଇଥିବା କ୍ୟାବିନେଟ୍ ମିଟିଙ୍ଗ୍ ରେ ରାଜ୍ୟ ସରକାର ପଦବି ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ବୃଦ୍ଧି!-->…
Read More...
Read More...
ସମ୍ରେ ଜାତୀୟ ଶିଶୁ ଶଲ୍ୟ ଦିବସ ପାଳିତ
ଭୁବନେଶ୍ୱର, ଡିସେମ୍ବର ୩୦: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ଚଳିତ ଡିସେମ୍ବର ୨୯ ତାରିଖରେ ଜାତୀୟ ଶିଶୁ ଶଲ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ହସ୍ପିଟାଲ୍ର ଶିଶୁ ଶଲ୍ୟ ବିଭାଗରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଶେଷଜ୍ଞ ଓ ଡାକ୍ତର!-->…
Read More...
Read More...
ସୋଆରେ ନଭେଲ ମ୍ୟାଟେରିଆଲ୍ସ ଫର୍ ଇଞ୍ଜିନିୟରିଂ ଆପ୍ଲିକେସନ୍ ସମ୍ପର୍କିତ ଫ୍ୟାକଲ୍ଟି ଡେଭଲପ୍ମେଂଟ ପ୍ରୋଗ୍ରାମ୍…
ଭୁବନେଶ୍ୱର, ୨୯/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ଠାରେ ଡିସେମ୍ବର ୧୮ ରୁ ୨୩ ତାରିଖ ପର୍ଯ୍ୟନ୍ତ ୬ ଦିନି ଧରି ‘ନଭେଲ ମ୍ୟାଟେରିଆଲ୍ସ ଆଣ୍ଡ ଇଟ୍ସ ଇଞ୍ଜିନିୟରିଂ ଆପ୍ଲିକେସନ୍ସ’ ଶୀର୍ଷକ ଏକ!-->…
Read More...
Read More...
ସୋଆରେ ଅମୃତ କାଳ ବିମର୍ଶ ବିକଶିତ ଭାରତ କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ୨୯/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ (ଆଇଏଏସ୍) ରେ ଭାରତ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଅମୃତ କାଳ ବିମର୍ଶ ବିକଶିତ ଭାରତ ଅ ୨୦୪୭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବେଙ୍ଗାଲୁରୁ ସ୍ଥିତ ସିଏସ୍ଆଇଆର!-->…
Read More...
Read More...
ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି । ଡିସେମ୍ବର ୩୧ରେ ମୁଖ୍ୟ ସଚିବଙ୍କ କାର୍ଯ୍ୟକାଳ ସରୁଥିଲା । ଜୁନ୍ ୩୦ ତାରିଖ ଯାଏଁ କାର୍ଯ୍ୟକାଳ ବଢ଼ାଇଲେ ସରକାର । ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ!-->…
Read More...
Read More...
କୁଖ୍ୟାତ ଅପରାଧୀ କାଳୁ ଭୋଳକୁ ପୁରୀ ପୁଲିସ୍ ଏନ୍କାଉଣ୍ଟର
ପୁରୀ: କୁଖ୍ୟାତ ଅପରାଧୀ କାଳୁ ଭୋଳକୁ ପୁରୀ ପୁଲିସ୍ ଏନ୍କାଉଣ୍ଟର କରିଛି। ଗୁଳିମାଡ଼ରେ କାଳୁ ଆହତ ହୋଇଛି। ତାକୁ ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏନକାଉଣ୍ଟର ବେଳେ କାଳୁ ଭୋଳର ଡାହାଣ ଗୋଡରେ ବାଜିଛି ଗୁଳି ।
ସୂଚନାଯୋଗ୍ୟ, ସତ୍ୟବାଦୀ ଆଇଆଇସିଙ୍କ ଉପରକୁ!-->!-->!-->…
Read More...
Read More...
ଓଡ଼ିଆ ପୁଅ ଦକ୍ଷିଣଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆର ମ୍ୟାନେଜର
ଭୁବନେଶ୍ବର: ଭାରତୀୟ କ୍ରିକେଟ ଦଳର ମ୍ୟାନେଜର ଦାୟିତ୍ବ ତୁଲାଉଛନ୍ତି ଓଡ଼ିଆ ପୁଅ ଶତବୀର ସିଂହ ରିୟର । ଭାରତର ସାଉଥ ଆଫ୍ରିକା ଗସ୍ତରେ ଟିମ୍ ଇଣ୍ଡିଆକୁ କଂଟ୍ରୋଲ କରିବେ ମାଲକାନଗିରି ଜିଲ୍ଲାର କ୍ରିକେଟର ସତବୀର ସିଂ ରାଏର ଓରଫ ପପ୍ପୁ ସିଂ । ଚଳିତ ସାଉଥ ଆଫ୍ରିକା ଟେଷ୍ଟ ସିରିଜ ଲାଗି!-->…
Read More...
Read More...
ସୋଆର ୩ ଆଇନ୍ ଛାତ୍ରଛାତ୍ରୀ ଓ ଦୁଇ ଫ୍ୟାକଲ୍ଟିଙ୍କର ଓଜେଏସ୍ ପରୀକ୍ଷାରେ ସଫଳତା
ଭୁବନେଶ୍ୱର, ଡିସେମ୍ବର ୨୮: ନିକଟରେ ପ୍ରକାଶ ପାଇଥିବା ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍ (ଓଜେଏସ୍) ପରୀକ୍ଷାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୩ ଜଣ ପୂର୍ବତନ ଆଇନ ଛାତ୍ରଛାତ୍ରୀ ଓ ଦୁଇଜଣ ଫ୍ୟାକଲ୍ଟି ସଫଳତା ହାସଲ କରିବା ସହ କୃତିତ୍ୱ!-->…
Read More...
Read More...
ସାମାଜିକ ବିକାଶ ନିମନ୍ତେ ସୋଆ ଏବଂ ସିୱାଇଏସ୍ଡି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ୱର,ଡିସେମ୍ବର ୨୮: ସାମାଜିକ ବିକାଶ ନେଇ ବିଭିନ୍ନ କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଆଦିବାସୀ ଏବଂ ଗ୍ରାମାଂଚଳର ଗରିବ ଲୋକଙ୍କର ଜୀବନର ଉନ୍ନତି ଦିଗରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ ‘ସେଂଟର ଫର ୟୁଥ ଆଣ୍ଡ ସୋସିଆଲ୍ଡେ!-->…
Read More...
Read More...
କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍ଘାଟିତ
ଭୁବନେଶ୍ୱର, ଡିସେମ୍ବର ୨୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର କ୍ୟାମ୍ପସ୍- ୨ ନିକଟରେ ମଙ୍ଗଳବାର କମିଶନରେଟ୍ ପୋଲିସ୍ ପକ୍ଷରୁ କଳିଙ୍ଗ ନଗର ପୋଲିସ ଫାଣ୍ଡି ଉଦ୍ଘାଟିତ ହୋଇଯାଇଛି । ଦ୍ୱୈତ ନଗରୀରର ପୋଲିସ୍ କମିଶନର ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏହି ଫାଣ୍ଡିର ଉଦ୍ଘାଟନ କରିଥିବା!-->…
Read More...
Read More...