Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍
ପୋଷ୍ଟ-ଗ୍ରାଜୁଏଟ୍ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା
Browsing Category
Today’s Highlight
ବସ୍ ଧର୍ମଘଟ ପ୍ରତ୍ୟାହାର କଲେ ଘରୋଇ ବସ୍ ମାଲିକ ସଂଘ
ଭୁବନେଶ୍ବର: ବସ୍ ଧର୍ମଘଟ ପ୍ରତ୍ୟାହାର। ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହାର କରିଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ଆଜି ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ହୋଇଥିବା ବୈଠକରେ ଘରୋଇ ବସ୍ ମାଲିକ ସଂଘର ଦାବି ଉପରେ ଆଲୋଚନା ହୋଇଥିଲା।
!-->!-->!-->…
Read More...
Read More...
ସମ୍ ହସ୍ପିଟାଲ ପକ୍ଷରୁ ୱାର୍ଲ୍ଡ ମୁଭ୍ମେଂଟ ଡିଜ୍ଅର୍ଡର ଦିବସ ପାଳିତ
ଭୁବନେଶ୍ୱର, ୨୯/୧୧: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ବୁଧବାର ୱାର୍ଲ୍ଡ ମୁଭ୍ମେଂଟ ଡିଜ୍ଅର୍ଡର ଦିବସ ପାଳିତ ହୋଇଯାଇଛି । ନ୍ୟୁରୋଲୋଜି ବିଭାଗ ପକ୍ଷରୁ ଏହି ଦିବସ ପାଳନ କରାଯିବା ପରିପ୍ରେକ୍ଷୀରେ ଏକ ୱାକାଥନ ଓ ସମ୍ମିଳନୀର ଆୟୋଜନ କରାଯାଇଥିଲା!-->…
Read More...
Read More...
ନୂଆ ଜୀବନ ପାଇଲେ ୪୧ ଶ୍ରମିକ
ଗୁରୁବାର ଓଡ଼ିଶାର ସମସ୍ତ ପାଞ୍ଚଜଣ ଫେରିବେ: ଶ୍ରମମନ୍ତ୍ରୀ
ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଉତ୍ତରକାଶୀର ସୁଡ଼ଙ୍ଗ ଭିତରେ ଦୀର୍ଘ ୧୭ ଦିନ ଧରି ଜୀବନ-ମୃତ୍ୟୁ ସହିତ ଚାଲିଥିଲା ସଂଘର୍ଷ। ଶେଷରେ ଫସି ରହିଥିବା ସମସ୍ତ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଆଜି ଉଦ୍ଧାର କରାଯାଇଛି। ପାରମ୍ପରିକ ମୂଷା!-->!-->!-->…
Read More...
Read More...
ଜିନ୍ଦଲକୁ ମିଳିଲା ସମ୍ମାନଜନକ ଗ୍ରୀନଟେକ୍ ସିଏସ୍ଆର ଇଣ୍ଡିଆ ପୁରସ୍କାର ୨୦୨୩
ନୂଆଦିଲ୍ଲୀ: ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) କୁ ଭିନ୍ନକ୍ଷମଙ୍କ ପୁନଃଥଇଥାନ ଏବଂ ସଶକ୍ତିକରଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସମ୍ମାନଜନକ ଗ୍ରୀନଟେକ୍ ସିଏସ୍ଆର ଇଣ୍ଡିଆ ପୁରସ୍କାର ୨୦୨୩ ରେ ସମ୍ମାନିତ କରାଯାଇଛି । ପ୍ରଭାବଶାଳୀ ସିଏସ୍ଆର ପଦକ୍ଷେପ!-->…
Read More...
Read More...
ବଙ୍ଗୋପସାଗର ରେ ବାତ୍ୟା ସମ୍ଭାବନା
ଭୁବନେଶ୍ବର: ଗତ କାଲି ଦକ୍ଷିଣ ଆଣ୍ଡମାନ ସାଗରରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ଦକ୍ଷିଣ ଆଣ୍ଡାମାନ ସାଗର ତତ୍ ସଂଲଗ୍ନ ମଲକ୍କା ଷ୍ଟ୍ରେଟ ନିକଟରେ ଲଘୁଚାପ ରେ ପରିଣତ ହୋଇଛି। ଏହି ଲଘୁଚାପ କ୍ରମଶଃ ପଶ୍ଚିମ - ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ୨୯ ତାରିଖ ରେ ଦକ୍ଷିଣ ପୂର୍ବ!-->…
Read More...
Read More...
ବିଜେଡିରେ ଯୋଗ ଦେଲେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍
ଭୁବନେଶ୍ବର: ଶେଷରେ ଦୀର୍ଘ ଦିନ ଧରି ଚର୍ଚ୍ଚାରେ ଥିବା ପାଣ୍ଡିଆନ୍ ସାର୍ ବିଜେଡିରେ ଯୋଗ ଦେଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଶ୍ରୀ!-->…
Read More...
Read More...
ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଉଦ୍ଯାପିତ
ଭୁବନେଶ୍ୱର, ୨୬/୧୧ : ସମାଜକୁ ଯୋଡ଼ି ରଖିବାରେ ସାହିତ୍ୟ ଏକ ସେତୁ ସଦୃଶ । ତିନିଦିନିଆ ସୋଆ ସାହିତ୍ୟ ଉତ୍ସବର ଉଦ୍ଯାପନୀ ଉପଲକ୍ଷେ ରବିବାର ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାହିତ୍ୟକୁ ନେଇ ଏଭଳି ବ୍ୟାଖ୍ୟା କରିଛନ୍ତି ବିଶିଷ୍ଟ ପଞ୍ଜାବୀ ସାହିତ୍ୟିକ ଡକ୍ଟର ସୁରଜିତ୍ ପତର । କଂକ୍ରିଟ୍!-->…
Read More...
Read More...
ଐତିହାସିକ ବାଲିଯାତ୍ରା ପାଇଁ ଚଳଚଞ୍ଚଳ କଟକ ସହର
କଟକ: କାଲି ଠାରୁ କଟକର ଐତିହାସିକ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ଆସନ୍ତା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଚଳିତ ବର୍ଷ ୮ ଦିନ ହେବାକୁ ଥିବା ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ, ସୁରକ୍ଷିତ ଆଉ ଜନାଦୃତ କରିବା ପାଇଁ ତଥା ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା!-->…
Read More...
Read More...
ଓଡିଶା ଗସ୍ତରେ ମହାମହିମ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆଜି ଠାରୁ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିଛନ୍ତି। ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ!-->…
Read More...
Read More...
ସୋଆ ଉତ୍ସବରେ ଜୟନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି, ଦିବଙ୍ଗତ କବିଙ୍କୁ ‘ଆଲୋକ ବର୍ତିକା’ ସମ୍ବୋଧନ :
ଭୁବନେଶ୍ୱର, ନଭେମ୍ବର ୨୫: ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବରେ ବିଖ୍ୟାତ ଭାରତୀୟ ଇଂରାଜୀ କବି ଦିବଙ୍ଗତ ଜୟନ୍ତ ମହାପାତ୍ରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିବା ବେଳେ ବିଶିଷ୍ଟ କବି ଓ ଲେଖକମାନେ ତାଙ୍କୁ ଭାରତୀୟ ଇଂରାଜୀ କବିତା ଜଗତର ‘କିମ୍ବଦନ୍ତୀ’ ତଥା ‘ଆଲୋକ ବର୍ତିକା’!-->…
Read More...
Read More...