Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
Today’s Highlight
ପୁଣି ଫେରିଲା କି କରୋନା ?
ଭୁବନେଶ୍ବର: ଦୀର୍ଘ ତିନି ବର୍ଷ ଧରି ସାରା ବିଶ୍ୱକୁ କନ୍ଦାଇବା ପରେ ପୁଣି ଥରେ କରୋନା ଭାଇରସ୍ କଡ଼ ଲେଉଟାଇଛି । ବିଭିନ୍ନ ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ରାଜ୍ୟ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି । ଗତ ୨୪ ଘଣ୍ଟା!-->…
Read More...
Read More...
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍. ଏମ୍. ରାଜେନ୍ଦ୍ରନ୍ଙ୍କ ପରଲୋକ
ଭୁବନେଶ୍ୱର, ଡିସେମ୍ବର ୨୩: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍. ଏମ୍. ରାଜେନ୍ଦ୍ରନଙ୍କର ଶନିବାର ଚେନ୍ନାଇ ଠାରେ ପରଲୋକ ହୋଇଯାଇଛି । ଶନିବାର ଦିନ ୧୨.୩୦ ସମୟରେ ତାଙ୍କର ପରଲୋକ ହୋଇଛି। ୧୯୯୯ ମସିହାର ଅଭୁତପୂର୍ବ ମହାବାତ୍ୟାର ପରେ ପରେ ଶ୍ରୀଯୁକ୍ତ ରାଜେନ୍ଦ୍ରନ୍ ଓଡିଶାର ରାଜ୍ୟପାଳ!-->…
Read More...
Read More...
ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତ ଗିରଫ
ଭୁବନେଶ୍ୱର: ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ ବାସଭବନ, ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଥିଲା।!-->…
Read More...
Read More...
ହଇଜାରେ ଆଉ ଜଣଙ୍କ ମୃତ୍ୟୁ
ରାଉରକେଲା: ହଇଜା ସଂକ୍ରମଣ ରାଉରକେଲାରେ ସାମାନ୍ୟ କମିଥିଲେ ଗୁରୁତର ରୋଗୀଙ୍କ ସଂଖ୍ୟା କମୁଥିଲେ ବି ଶୁକ୍ରବାର ଅପରାହ୍ଣରେ ଆଉ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ଏଥିସହ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଛି। ମୃତକ ହେଲେ ରାଉରକେଲା ପାୱାରହାଉସ୍ ରୋଡ ଅଞ୍ଚଳର ପଙ୍କଜ ମଣ୍ଡଳ (୪୨)। ସେ!-->…
Read More...
Read More...
ରାଉଲକେଲାରେ ହଇଜା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ବର: ରାଉରକେଲା ସହରରେ ଝାଡାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଘଟଣା ନେଇ ଭିସି ଜରିଆରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ସ୍ଥିତି ଅନୁଧ୍ୟାନ କରିଛନ୍ତି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ, ମୁଖ୍ୟ!-->…
Read More...
Read More...
ଫେରିଲା କରୋନା: ଦେଶରେ ୫ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ପୁଣି ବଢ଼ିଲା କରୋନା ଭୟ। ଦେଶରେ କଡ ଲେଉଟାଇଲା କରୋନା। ପୁଣି ଥରେ କାୟା ବିସ୍ତାର କରିବାରେ ଲାଗିଛି କୋଭିଡ-୧୯ ଭୂତାଣୁ। ୨୪ ଘଣ୍ଟା ଦେଶରେ ୩୩୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୫ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ମୃତକଙ୍କ ମଧ୍ୟରେ କେରଳରୁ ୪ ଜଣ ଅଛନ୍ତି। ସମସ୍ତ!-->…
Read More...
Read More...
ବାଂଜୁଙ୍ଗର ରାଜାଙ୍କ ନେତୃତ୍ୱରେ କ୍ୟାମେରୁନ୍ର ପ୍ରତିନିଧି ମଣ୍ଡଳୀଙ୍କର ସୋଆ ପରିଦର୍ଶନ
ଭୁବନେଶ୍ୱର, ଡିସେମ୍ବର ୧୮: ବାଂଜୁଙ୍ଗର ରାଜା ଡକ୍ଟର ହୋନର୍ ଜୋମୋ କାମ୍ଗାଙ୍କ ନେତୃତ୍ୱରେ କ୍ୟାମେରୁନ୍ର ଏକ ତିନି ଜଣିଆ ପ୍ରତିନିଧି ଦଳ ଦୁଇ ଦିନିଆ ସୋଆ ଗସ୍ତରେ ଆସି ବିଶ୍ୱବିଦ୍ୟାଳୟ ପରିଚାଳିତ ମେଡିକାଲ୍ କଲେଜ ଓ ହସ୍ପିଟାଲ୍ ସମ୍ପର୍କରେ ଜ୍ଞାନ ଆହରଣ କରିଛନ୍ତି । ରାଜାଙ୍କ ସହିତ!-->…
Read More...
Read More...
ରାଉରକେଲାରେ ବଢୁଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା
ରାଉରକେଲା: ବଢୁଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା। ରାଉରକେଲାରେ ସ୍ବାସ୍ଥ୍ୟ ଟିମର ତନାଘନା। ସହରରେ ୫୯୫ ଜଣ ସଂକ୍ରମିତ ହୋଇଥିବାବେଳେ ୧୬୨ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଗୁରୁତର ଅଛନ୍ତି। ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କ ମୃତ୍ୟୁ!-->…
Read More...
Read More...
ବିସ୍ଫୋଟକ ପ୍ରସ୍ତୁତକାରୀ କମ୍ପାନୀରେ ବିସ୍ଫୋରଣ ଘଟି ୯ ଶ୍ରମିକଙ୍କ ମୃତ୍ୟୁ
ନାଗପୁର: ନାଗପୁରରେ ଥିବା ଏକ ବିସ୍ଫୋଟକ ପ୍ରସ୍ତୁତକାରୀ କମ୍ପାନୀରେ ବିସ୍ଫୋରଣ ଘଟି ୯ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏହାସହ ଏକାଧିକ ଗୁରୁତର ଆହତ ହୋଇଥିବା ଜଣାପଡିଛି ।ବଜାରଗାଓଁ ଅଞ୍ଚଳରେ ଅବସ୍ଥିତ ‘ସୋଲାର୍ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍’ ନାମକ କମ୍ପାନିରେ ସକାଳ ପ୍ରାୟ ୯.୩୦ ମିନିଟ!-->…
Read More...
Read More...
ସାକ୍ଷୀଗୋପାଳ ମନ୍ଦିରରୁ ଚୋରି
ପୁରୀ: ସତ୍ୟବାଦୀର ଐତିହ୍ୟ ପୀଠ ସାକ୍ଷୀଗୋପାଳ ମନ୍ଦିରରୁ ଚୋରି। ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ହୁଣ୍ଡିବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ଗତକାଲି ବିଳମ୍ବିତ ରାତିରେ ଏହି ଚୋରି ହୋଇଛି। ମନ୍ଦିରର ଦକ୍ଷିଣ ଦ୍ବାର ନିକଟରେ ଥିବା ପାଚେରୀ ଡେଇଁ ପଶିଥିଲେ ଦୁର୍ବୃତ୍ତ।
!-->!-->!-->…
Read More...
Read More...